ହନୁମାନ ମନ୍ଦିରର ସଭାମଣ୍ଡପର ଛାତ ଭୁଶୁଡ଼ିଲା; ୩୦-୪୦ ଦବି ରହିଥିବା ଆଶଙ୍କା, ୫ ମୃତ
ପରଭଣୀ,୨୦।୬: ମହାରାଷ୍ଟ୍ରର ପରଭାନୀ ତାଲୁକାର ଯଶୱାଡି ଗ୍ରାମରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ଆସିଛି। ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ ଥିବା ସଭା ମଣ୍ଡପ (ସଭା ମଣ୍ଡପ)ର ଛାତର ଏକ ବଡ଼ ଅଂଶ ଏବଂ ସହାୟକ ସ୍ତମ୍ଭ ହଠାତ ଭୁଶୁଡ଼ି ପଡ଼ିଛି।…
ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…
ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ଶନିବାର ସକାଳ ୭ଟାରୁ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ…
ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ
ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ୧୬୩ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଥିଲା।…
ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି । ଏହି ଔଷଧଗୁଡ଼ିକରେ ଆଣ୍ଟିବାୟୋଟିକ୍ସ, ପେଟ ଯନ୍ତ୍ରଣା ପାଇଁ ଔଷଧ, ମଧୁମେହ…
ଭୋଟର ତାଲିକାରୁ ନାଁ କଟିଯିବା ନେଇ ପ୍ରଶାସନ ପକ୍ଷରୁ ତଦନ୍ତ, ସେଟେଲମେଣ୍ଟ ଅଫିସର କହିଲେ କେହି ବି…
ପୁରୁଷୋତ୍ତମପୁର,୨୦ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୋଟର ତାଲିକାରୁ କିଛି ଭୋଟରଙ୍କ ନାମ ପୂର୍ବରୁ କଟିଯାଇଥିବାରୁ ବର୍ତ୍ତମାନ ସେମାନେ ସରକାରଙ୍କ ପକ୍ଷରୁ ଚାଲିଥିବା ଏସ୍ଆଇଆର୍ରୁ ବଞ୍ଚିତ ହେଉଥିବା ନେଇ ଅସନ୍ତୋଷ ପ୍ରକାଶ କରିବାରେ ଲାଗିଛନ୍ତି। ଗତ ପୌର ଓ ସାଧାରଣ ନିର୍ବାଚନବେଳେ…
ପିତୃ ଦିବସରେ ଆଖି ଭିଜେଇ ଦେବ ଏହି କାହାଣୀ! ବାପାଙ୍କୁ ନିଜ କିଡନୀ ଦାନ କରି ଜୀବନ ବଞ୍ଚାଇଲେ, ବ୍ଲଡ ଗ୍ରୁପ ଅଲଗା…
ନୂଆଦିଲ୍ଲୀ,୨୦।୬: ଜୁନ୍ ୨୧ତାରିଖରେ ପିତାଙ୍କ ପିତୃ ଦିବସ ପୂର୍ବରୁ ୧୮ ବର୍ଷୀୟ ଅଲି ରଜା ତାଙ୍କ ପିତା ଆବିଦ ରଜାଙ୍କୁ ତାଙ୍କର କିଡନୀ ଦାନ କରି ଏକ ନୂତନ ଜୀବନ ଦେଇଛନ୍ତି । ଆବିଦ ରଜା ଏକ ବିରଳ ଅଟୋଇମ୍ମ୍ୟୁନ୍ ରୋଗ…
ଆମେରିକା-ଇରାନ ଚୁକ୍ତିକୁ ନେଇ ପୁଣି ଲଜ୍ଜିତ ହେଲା ପାକିସ୍ତାନ, ଜେଡି ଭାନ୍ସ କହିଲେ…
ଓ୍ବାଶିଂଟନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମାକୁ ନେଇ ପାକିସ୍ତାନ ପୁଣିଥରେ ଚର୍ଚ୍ଚାରେ ଅଛି, କିନ୍ତୁ ଏଥର କାରଣ ପ୍ରଶଂସା ନୁହେଁ ବରଂ ସମାଲୋଚନା। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଏକ ପଡକାଷ୍ଟରେ କହିଛନ୍ତି ଯେ ପାକିସ୍ତାନ ଏବଂ କାତାରରେ…
ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ
ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL ଇତିହାସର ସବୁଠାରୁ ବଡ଼ ଟ୍ରେଡ ଭାବରେ ପ୍ରଶଂସା କରାଯାଇଥିଲା। ବର୍ତ୍ତମାନ, ରିଷଭ ପନ୍ତ…
ରିଆଙ୍କ ୧.୩୫ କୋଟିର ଝୁମ୍କା ଗାଏବ୍
ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ ସୁନା କାନଫୁଲ ଚୋରି ହୋଇଯାଇଛି। ପୋଲିସ ବର୍ତ୍ତମାନ ଘଟଣାର ତଦନ୍ତ କରୁଛି ଏବଂ…
ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା
ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି ଯେ ଭବିଷ୍ୟତରେ କ୍ୟୁବାରେ ଆମେରିକାର କାର୍ଯ୍ୟାନୁଷ୍ଠାନର ସମ୍ଭାବନାକୁ ଏଡ଼ାଇ…
ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’
ଭୁବନେଶ୍ୱର,୨୦।୬(ସୁନିତ୍ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି, ତିଖିରୀ ଗ୍ରାମପଞ୍ଚାୟତର ସୋସିଆଲ ଅଡିଟ୍ କରିବା ପାଇଁ ଓଡ଼ିଶା ମୁଖ୍ୟ ଶାସନ ସଚିବ…
ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ
ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ ନିୟମ ଉଲ୍ଲଂଘନ ପାଇଁ ଜୋରିମାନା ବୃଦ୍ଧି କରାଯାଇଛି। ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ମାମଲା…

