ରାଜଧାନୀ କିଭ୍ ବାହାରେ ରୁଷିଆର ବୋମା ମାଡ଼…
କିଭ୍,୨୭।୮ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି, କିନ୍ତୁ ଯୁଦ୍ଧ ବନ୍ଦ ହେବାର ନାମ ନେଉନାହିଁ। ରୁଷିଆର ରାଜଧାନୀ ମସ୍କୋରେ ୟୁକ୍ରେନ ଡ୍ରୋନ ଆକ୍ରମଣ କରିବା ପରେ ଏବେ ରୁଷିଆ ମଧ୍ୟ…
ସୁଦାନରେ ସଙ୍କଟ: ଲୋଡିଲା ଆମେରିକାର ସହାୟତା…
ଖାର୍ତୁମ,୨୭।୮ : ପ୍ରତିଦ୍ୱନ୍ଦ୍ୱୀ ଜେନେରାଲଙ୍କ ମଧ୍ୟରେ ସୁଦାନର ଗୃହଯୁଦ୍ଧ ବଢ଼ିବାରେ ଲାଗିଛି। ଯୁଦ୍ଧ ଯୋଗୁ ସୁଦାନରେ ସଙ୍କଟ ପରିସ୍ଥିତି ଉପୁଜିଛି। ବର୍ତ୍ତମାନ ସୁଦାନର ଅବସ୍ଥା ବିଗିଡି ଯାଇଥିବାରୁ ସରକାର ଆମେରିକାର ସାହାଯ୍ୟ ଲୋଡିଛନ୍ତି। ନିଜର ଆଭିମୁଖ୍ୟକୁ ସୁଧାରିବାକୁ ଏବଂ ସୁଦାନର ସଶସ୍ତ୍ର…
ଏମରସନ ମଙ୍ଗାୱା ପୁଣି ଥରେ ଜିମ୍ବାୱେର ରାଷ୍ଟ୍ରପତି…
ହରାରେ,୨୭।୮: ଜିମ୍ବାୱେ ରାଷ୍ଟ୍ରପତି ଏମର୍ସନ ମଙ୍ଗାୱା ଶନିବାର ଦ୍ୱିତୀୟ ତଥା ଅନ୍ତିମ କାର୍ଯ୍ୟକାଳ ପାଇଁ ନିର୍ବାଚିତ ହୋଇଛନ୍ତି। ତେବେ ଶାସକ ଦଳ ଜେଡଏଏନଓ୍ବାଇ-ପିଏଫ ବିରୋଧରେ ନିର୍ବାଚନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ନ୍ୟୁୟର୍କ ଟାଇମ୍ସ ଏହି ସୂଚନା ଦେଇଛି । ରାଷ୍ଟ୍ରପତି…
ରାଗ କମାଇବେ କିପରି
ରାଗ, କ୍ରୋଧ ମଣିଷର ବହୁତ କ୍ଷତି ପହଞ୍ଚାଇଥାଏ। ରାଗରେ ବେଳେବେଳେ ପାଟିରୁ ଏମିତି କିଛି କଟୁ କଥା ବାହାରିଯାଏ, ଯାହା କେବଳ ବାହାର ଲୋକଙ୍କୁ ନୁହେଁ ଘର ଲୋକଙ୍କୁ ବି ବହୁତ ଖରାପ ଲାଗିଥାଏ; ଯଦ୍ଦ୍ବାରା ସମ୍ପର୍କରେ ତିକ୍ତତା ଦେଖାଦେଇଥାଏ। ତେବେ…
ଭଉଣୀ ପାଇଁ ଗିଫ୍ଟ
ଆଉ ମାତ୍ର ଦୁଇଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇର ଦୀର୍ଘ ଜୀବନ କାମନା କରି ତା’ ହାତରେ ସ୍ନେହ, ଶ୍ରଦ୍ଧାର ପ୍ରତୀକ ରାଖୀ ବାନ୍ଧିବାକୁ ଭଉଣୀ ମନରେ ଉତ୍କଣ୍ଠା କହିଲେ ନ ସରେ। ଆଉ ତା’ ବଦଳରେ କ’ଣ ଉପହାର ଦେଲେ…
ବ୍ଲଗିଂ
ରୁଚି ଲେଖିବା। ହେଲେ ନିଜ ଲେଖାକୁ ପାଠକଙ୍କ ନିକଟରେ ପହଞ୍ଚାଇବା କଷ୍ଟ। କେବେ ଖବରକାଗଜ ତ ପୁଣି କେବେ ବିଭିନ୍ନ ମାଗାଜିନ୍ରେ ସ୍ଥାନ ପାଇବାକୁ ଅପେକ୍ଷା। ତେବେ ବର୍ତ୍ତମାନର ଡିଜିଟାଲ ଯୁଗରେ ଉଭୟ ଲେଖିବା ଏବଂ ବିଭିନ୍ନ ବିଷୟବସ୍ତୁ ପଢ଼ିବାରେ ରୁଚି…
ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ର କାମଚଳା
ଛତ୍ରପୁର,୨୭ା୮(ସନ୍ତୋଷ ପାଢୀ)ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ରଗୁଡିକ ଏକପ୍ରକାର କାମଚଳାରେ ଚାଲିଛି ା କେଉଁଠି ଅଙ୍ଗନୱାଡି କର୍ମୀ ନାହାନ୍ତି ତ ଆଉ କେଉଁଠି ସହାୟିକା ନାହାନ୍ତି। ଏପରିକି ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ କୋଠାନାହିଁ ା ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କ ଯତ୍ନ…
ନିୟନ୍ତ୍ରଣରେ ରହୁନି ବସ୍, ଟ୍ରକ୍ର ବେଗ
ବ୍ରହ୍ମପୁର,୨୭ା୮(ସୁବାସ ଚନ୍ଦ୍ର ପାଢ଼ୀ)ଦ୍ରୁତ ଗାଡ଼ି ଚାଳନା କାରଣରୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏହା ଉପରେ ରୋକ୍ ଲଗାଇବାକୁ ଯାତ୍ରୀ ଓ ମାଲ ପରିବହନ ଗାଡ଼ିରେ ସ୍ପିଡ୍ ଗଭର୍ନାନ୍ସ ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍ପିିଡ୍ ଗଭର୍ନାନ୍ସ ନ ଥିଲେ ଫିଟ୍ନେସ୍ ସାର୍ଟିଫିକେଟ୍…
୮୩୮୦ ବୋତଲ କଫ ସିରପ୍ ଜବତ, ୩ ଗିରଫ
ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାର୍ଥ କୁମାର ନାୟକ(୩୫), ମାଲଗୋଦାମ ଥାନା…
‘ଘୁମୁରା’ଖୋଜୁଛି ସାହାରା
ପୌରାଣିକ କିମ୍ବଦନ୍ତୀ କୁହେ ଦେବ-ଦାନବ ଯୁଦ୍ଧରେ ବ୍ୟବହାର ହୋଇଥିଲା ରଣବାଦ୍ୟ ‘ଘୁମୁରା’। ଏକଦା ଶକ୍ତି ଉପାସନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ପାରମ୍ପରିକ ଲୋକବାଦ୍ୟ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଲୋକନୃତ୍ୟ ଶବର ସମ୍ପ୍ରଦାୟର ଭାବାବେଗ ସହ ଓତଃପ୍ରୋତ…
ବାଉଁଶ ଢିରାରେ ଚେକ୍ଡ୍ୟାମ୍
କଣ୍ଟିପାଳ,୨୭ା୮ (ସୁଶାନ୍ତ କୁମାର ସାହୁ )ଢିପଜମିଗୁଡ଼ିକୁ ଚାଷ ଉପଯୋଗୀ କରିବା ପାଇଁ ସରକାରୀସ୍ତରରେ ଚେକ୍ଡ୍ୟାମ୍ ନିର୍ମାଣ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବର୍ଷା ସମୟରେ ନାଳଗୁଡ଼ିକରେ ପ୍ରବାହିତ ଜଳକୁ ଗଚ୍ଛିତ ରଖାଯାଇ ଜମିକୁ ଜଳସେଚନ କରାଯାଇଥାଏ। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍…
ଆରମ୍ଭରୁ ଶୀତଳ ଭଣ୍ଡାର ଅଚଳ
ଘଟଗଁା,୨୭ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ)କେନ୍ଦୁଝର ଜିଲା ଘଟଗଁା ବ୍ଲକ୍ ବଡ଼ଜାମପୋଷି ପଞ୍ଚାୟତର ଯାମାପସୀ ଗ୍ରାମରେ ଗତବର୍ଷ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ତରଫରୁ ସ୍ଥାପନ ହୋଇଥିବା ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ପଡ଼ିଛି। ୧୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହା ନିର୍ମାଣ…
Archives


