Home

ଭାରତୀୟ ଦଳରେ ଓଡ଼ିଶାର ୫ କରାଟେକା

ଭୁବନେଶ୍ୱର, ୩୦।୧୧(ତପନ ସ୍ବାଇଁ): ନେପାଳରେ ଦକ୍ଷିଣ ଏସୀୟ କରାଟେ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହା ଡିସେମ୍ବର ୩ ପର୍ଯ୍ୟନ୍ତ ଚାଲିବ। ଏଥିରେ ଭାଗ ନେଇଥିବା ଭାରତୀୟ ଦଳରେ ଓଡ଼ିଶାର ୫ କରାଟେକା ସ୍ଥାନ ପାଇଛନ୍ତି। ଗତ ଜାତୀୟ ପ୍ରତିଯୋଗିତାରୁ ପ୍ରଦର୍ଶନ ମନୋନୀତ…

ଏଆଇବିଇଏର ତ୍ରୈବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବ୍ୟାଙ୍କ ଶିଳ୍ପରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ପୂରଣ ପାଇଁ ଦାବି କରାଯିବା ସହ ଠିକା ବା ଆଉଟସୋର୍ସିଂରେ ନିଯୁକ୍ତି ପ୍ରଦାନକୁ ନିଖିଳ ଓଡ଼ିଶା ବ୍ୟାଙ୍କ ଅଫ୍‌ ବରୋଦା ସଂଘ ପକ୍ଷରୁ ବିରୋଧ କରାଯାଇଛି। ସଂଘ ପକ୍ଷରୁ ସ୍ଥାନୀୟ…

ଦୁର୍ଗନ୍ଧରେ ସହରବାସୀ, ନିରୁପାୟ ବିଏମ୍‌ସି

ଭୁବନେଶ୍ୱର,୩୦।୧୧(ବନ୍ଦନା ସେଠୀ): ରାସ୍ତା, ଘାଟ, ଗଳିକନ୍ଦି ସମେତ ପୂରା ସହର ବହୁଦିନ ହେବ ଦୁର୍ଗନ୍ଧରେ ଫାଟିପଡ଼ୁଛି। ଦୁର୍ଗନ୍ଧ ଏତେ ଉତ୍କଟ ହେଉଛି ଯେ ନାକରେ ହାତ ନ ଦେଲେ ରହି ହେଉନାହିଁ କି ଯାଇ ହେଉନାହିଁ। ବିଶେଷକରି ରାତି ବଢିବା ସହ…

ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର ଲକର୍‌ ଖୋଲି ଟଙ୍କା ଚୋରି କରୁଥିବାର ସିସିଟିଭି ଫୁଟେଜ୍‌ ସୋସିଆଲ୍‌ ମିଡିଆରେ ଭାଇରାଲ୍‌…

ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୩୦।୧୧: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ କଟକର ବହୁ ପ୍ରତୀକ୍ଷିତ ବାଲିଯାତ୍ରା-୨୦୨୩କୁ ନିରବଚ୍ଛିନ୍ନ ଓ ନିରାପଦ ବିଜୁଳି ଯୋଗାଣକୁ ଗୁରୁୁତ୍ୱ ପ୍ରଦାନ କରିଛି। ଏପରିକି ନିରାପତ୍ତା…

ବିଏଏଫ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୩୦।୧୧: ବଜାଜ୍‌ ଫିନ୍‌ସର୍ଭ ଆସେଟ ମ୍ୟାନେଜମେଣ୍ଟର ନୂତନ ଉତ୍ପାଦ ‘ବାଲାନ୍ସଡ ଆଡଭାଣ୍ଟେଜ ଫଣ୍ଡ ବା ବିଏଏଫ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଡେରିଭେଟିଭ ଏବଂ ଫିକ୍ସଡ୍‌ ଇନ୍‌କମ୍‌ ଇନ୍‌ଷ୍ଟ୍ରୁମେଣ୍ଟ ସମେତ ଇକ୍ୱିଟି ଓ ଇକ୍ୱିଟି ସମ୍ପର୍କିତ ନିବେଶ କରିବାକୁ…

କୃଷି ଯୋଜନାରୁ ଫାଇଦା ନେବେ ଶିଳ୍ପପତି

ଯାଜପୁର,୩୦ା୧୧(ହର୍ଷବର୍ଦ୍ଧନ ବେହେରା) : ଦୀର୍ଘ ଦୁଇ ଦଶନ୍ଧି ସମୟର ଅପେକ୍ଷା ପରେ ପ୍ରଧାନମନ୍ତ୍ରୀ କୃଷି ସେଚ ଯୋଜନାରେ ଶେଷ ହେବାକୁ ଯାଉଥିବା କାନପୁର ଜଳସେଚନ ପ୍ରକଳ୍ପରେ ବଳକା ପାଣି ନାହିଁ। ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ଗଠିତ ବିଶେଷଜ୍ଞ…

୧ରୁ ହେବନି ବସ୍‌ ଧର୍ମଘଟ

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର ୧ରୁ ଡାକରା ଦେଇଥିବା ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି। ଖାରବେଳ…

ସୋନି ଇଣ୍ଡିଆର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୩୦।୧୧: ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଇନ୍‌ଜୋନ୍‌ ଏଚ୍‌୫ ଓୟାରଲେସ୍‌ ହେଡ୍‌ସେଟ୍‌’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ କରାଯାଇଛି। ବିଶେଷ କରି ଉକ୍ତ ହେଡ୍‌ସେଟ୍‌ ନିରବଚ୍ଛିନ୍ନ ଭାବେ ୨୮ ଘଣ୍ଟା ଗେମ୍‌ ଖେଳିବାର ସୁବିଧା ପ୍ରଦାନ କରିବା ସହ ପିସିରେ ମଧ୍ୟ ବହୁ…

ବଜାରରେ ସ୍କୋଡା କୁଶାକର ଏଲିଗାନ୍ସ ଏଡିଶନ

ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍କୋଡା କୁଶାକର ଏଲିଗାନ୍ସ ଏଡିଶନ’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି…

ଏୟାର ଇଣ୍ଡିଆ ସହ ଆକ୍ସିସ୍‌ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର, ୩୦।୧୧: ଆକ୍ସିସ୍‌ ବ୍ୟାଙ୍କ ଓ ଏୟାର ଇଣ୍ଡିଆ ମଧ୍ୟରେ ଏକ ସହଭାଗିତା ସ୍ଥାପନ କରାଯାଇଛି। ବିଶେଷକରି ଆକ୍ସିସ୍‌ ବ୍ୟାଙ୍କ କ୍ରେଡିଟ୍‌କାର୍ଡ ଗ୍ରାହକମାନଙ୍କୁ ସେମାନଙ୍କର ଆକ୍ସିସ୍‌ ଏଜ୍‌ ରିୱାର୍ଡ ପଏଣ୍ଟ ବା ଏଜ୍‌ ମାଇଲ ଏୟାର ଇଣ୍ଡିଆ ଫ୍ଲାଇଂ ରିଟର୍ନ ପଏଣ୍ଟକୁ…

ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍‌ ରହିଛି: ଭାଜପା

ଭୁବନେଶ୍ୱର, ୩୦।୧୧(ସୁନିତ୍‌ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍‌ ରହିଛି। ଜବତ ହୋଇଥିବା ଏତେ ପରିମାଣର ଟଙ୍କା ସହ ଗଞ୍ଜେଇ ଚୋରାଚାଲାଣ ବେପାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?