୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ
ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା ସାମ୍ନାକୁ ଆସିଛି। କିଛି ଦିନ ତଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ…
ଅଜଣା ରୋଗରେ ପୀଡିତ ଜୟଲାଲ, ସରକାରୀ ସହାୟତା ପାଇଁ ନିବେଦନ
ନୂଆପଡ଼ା,୨୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ପଞ୍ଚାୟତ ଧରମପୁର ଗଁାର ଜୟଲାଲ ଖର୍ସେଲ (୩୨) ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଅଛନ୍ତି। ଧାରକରଜ ସହ ଜମିବାଡି ବନ୍ଧକ ରଖି ସେ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହୋଇଥିଲେ…
ବୈଜ୍ଞାନିକଙ୍କ ଚେତାବନୀ: ଓଡ଼ିଶାରୁ ଲୋପ ପାଇଯାଇପାରନ୍ତି ‘ନୀଳରକ୍ତ କଙ୍କଡ଼ା’
କେନ୍ଦ୍ରାପଡ଼ା,୨୦ା୬ (ପି.ଟି.)ଓଡ଼ିଶା ଉପକୂଳରୁ ଆଗାମୀ ୮ ରୁ ୧୦ ବର୍ଷ ମଧ୍ୟରେ ବିରଳ‘ଘୋଡ଼ା ନାଲ କଙ୍କଡ଼ା’ ବା ‘ନୀଳରକ୍ତ କଙ୍କଡ଼ା’ ସମ୍ପୂର୍ଣ୍ଣ ରୂପେ ବିଲୁପ୍ତ ହୋଇଯାଇପାରନ୍ତି ବୋଲି ଶୁକ୍ରବାର ଜଣେ ପ୍ରତିଷ୍ଠିତ ବୈଜ୍ଞାନିକ ଚେତାବନୀ ଦେଇଛନ୍ତି। ଏମାନଙ୍କ ପ୍ରଜନନ ସ୍ଥଳୀର ସୁରକ୍ଷା…
ଗାଁ ଭିତରେ ପଶିଲା ଦନ୍ତା ହାତୀ: ଗ୍ରାମବାସୀ ଆତଙ୍କିତ
ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର):ଗାଁ ଭିତରେ ପଶିଲା ଦନ୍ତା ହାତୀ। ଗ୍ରାମବାସୀ ଆତଙ୍କିତ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ନୁଆଁଡିହ ପଞ୍ଚାୟତର ମହାସିନ୍ଧୁ ଗ୍ରାମରେ ଏକ ଦନ୍ତା ହାତୀ ଆତଙ୍କ ସୃଷ୍ଟି କରିଛି । ହାତୀଟି ବର୍ତ୍ତମାନ ପର୍ଯ୍ୟନ୍ତ କାହାରି କିଛି କ୍ଷତି…
ଯୁବକଙ୍କୁ ଛୁରି ଭୁସି ହତ୍ୟା ଘଟଣା: ତଦନ୍ତ ଆରମ୍ଭ
ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଗୁଣ୍ଡୁରିପୋଷି କଲୋନୀ ସାହିରେ ଛୁରି ଭୁସି ଯୁବକଙ୍କୁ ହତ୍ୟା ଘଟଣାରେ ପୋଲିସ ପକ୍ଷରୁ ଏକ ହତ୍ୟା ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଥିବାବେଳେ ସାଇଣ୍ଟ୍ଫିକ ଦଳ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅଧିକ…
କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍
ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍) ଘାଟି ନିକଟରେ ଫ୍ଲାଏ ଆସ୍ ବୋଝେଇ ଏକ ହାଇୱା ଗାଡ଼ି ଓଲଟି ପଡ଼ିଛି।…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁ ପାହାଡ଼ପୁରକୁ ଯିବେ ମୋଦି, ଟୁଇଟ୍ କରି କହିଲେ…
ଭୁବନେଶ୍ୱର,୧୯।୬: ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ଏହି ଆଗାମୀ ଓଡ଼ିଶା ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପ୍ରଧାନମନ୍ତ୍ରୀ ନିଜର ଏହି ଗସ୍ତ ନେଇ ଓଡ଼ିଆ…
ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ
କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଜାମିନ ମିଳିଛି। କେନ୍ଦ୍ରାପଡ଼ା ଏସଡିଜେଏମ (SDJM) କୋର୍ଟ…
ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ
ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର ଡେଲିଭରି ଆରମ୍ଭ କରିଦେଇଛି । ବର୍ତ୍ତମାନ ପ୍ରାଥମିକ ପର୍ଯ୍ୟାୟରେ ଏହାର ଡେଲିଭରି ବେଙ୍ଗାଲୁରୁରେ…
Coach Yuvraj Singh: IPLରେ ଯୁବରାଜ ସିଂହଙ୍କ ଏଣ୍ଟ୍ରି, ଏହି ଦଳର ହେବେ କୋଚ୍ !
ନୂଆଦିଲ୍ଲୀ,୧୯।୬: ଆଇପିଏଲ୍ ୨୦୨୭କୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ସବୁଠାରୁ ବଡ଼ ଖବର ଆସୁଛି ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ । ପୂର୍ବତନ ବାମହାତୀ ବ୍ୟାଟର ଯୁବରାଜ ସିଂହ ଆଗାମୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚିଂ…
ଗ୍ରାହକଙ୍କ ପାଇଁ ସୂବର୍ଣ୍ଣ ସୁଯୋଗ: ରୁପା ୮,୦୪୦ ତ ଏତିକି ଟଙ୍କା ଶସ୍ତା ହେଲା ସୁନା, କିଣିବାର ଥିଲେ…
ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀର ସରଫା ବଜାରରେ ଶୁକ୍ରବାର ସୁନା ଏବଂ ରୁପା ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ରେକର୍ଡ କରାଯାଇଛି। କ୍ରମାଗତ ଚତୁର୍ଥ କାରବାର ଦିବସରେ ସୁନା ଦର କମିଛି ଏବଂ ଏହା ୨,୮୪୦ ଟଙ୍କା ହ୍ରାସ ପାଇ ପ୍ରତି…
ଟ୍ରମ୍ପଙ୍କ ବଡ଼ ଦାବି, କହିଲେ ‘G7ରେ ମେଲୋନି ଫଟୋ ଉଠାଇବାକୁ ପାଗଳ ହେଉଥିଲେ’, ଜବାବ ରଖିଲେ ଇଟାଲୀ ପିଏମ୍
ଓ୍ବାଶିଂଟନ,୧୯।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଅଦ୍ଭୁତ ଦାବି କରିଛନ୍ତି ଯାହାକୁ ଇଟାଲୀ ପ୍ରଧାନମନ୍ତ୍ରୀ ମିଥ୍ୟା ବୋଲି କହି ଖାରଜ କରିଛନ୍ତି, ଫଳରେ ନୂତନ ବିବାଦ ସୃଷ୍ଟି ହୋଇଛି। ଟ୍ରମ୍ପ କହିଛନ୍ତି ଯେ ସମ୍ପ୍ରତି G7 ଶିଖର ସମ୍ମିଳନୀ ସମୟରେ…

