ଟି-୨୦ ବିଶ୍ୱକପ ୨୦୨୪: ଯୋଗ୍ୟତା ଅର୍ଜନ କଲେ ୧୯ ଟିମ୍, ଜୁନ୍ ୩୦ରେ ଫାଇନାଲ…
କୋଲକାତା,୩୦।୧୧ : ଏକଦିବସୀୟ ବିଶ୍ୱକପ ୨୦୨୩ର ସମାପ୍ତି ପରେ, ବର୍ତ୍ତମାନ ଟି-୨୦ ବିଶ୍ୱକପ ୨୦୨୪ ଅନୁଷ୍ଠିତ ହେବାକୂ ଯାଉଛି। ଟି-୨୦ ବିଶ୍ୱକପ ଜୁନରେ ଖେଳାଯିବ। ଏହାର ତାରିଖ ଉପରେ କିଛି ଦ୍ୱନ୍ଦ୍ୱ ଅଛି କିନ୍ତୁ ଏହା ୩ କିମ୍ବା ୪ ଜୁନ…
ପ୍ରବଳ କାନ୍ଦୁଥିଲା ନବଜାତକ, ମା’ଙ୍କ ଚୁମ୍ବନ ପାଇବା ପରେ…ଦେଖନ୍ତୁ ହୃଦୟସ୍ପର୍ଶୀ ଭିଡିଓ
ମା’ ହେଉଛି ସନ୍ତାନର ଅତି ନିକଟତର। ମା’ ପିଲାଟିର ପ୍ରତ୍ୟେକ ଭାବନାକୁ ବୁଝିପାରେ। ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ମା’ ତାଙ୍କ ନବଜାତ ଶିଶୁକୁ ଚୁମ୍ବନ ଦିଅନ୍ତି ଏବଂ ପିଲାଟି କାନ୍ଦିବା ବନ୍ଦ…
ଲଲିଥାମ୍ବିକାଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ
ବେଙ୍ଗାଲୁରୁ,୨୯ା୧୧:ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ସ୍ଥିତ ହ୍ୟୁମାନ୍ ସ୍ପେସ୍ଫ୍ଲାଇଟ୍ ପ୍ରୋଗ୍ରାମ୍ ଡିରେକ୍ଟୋରେଟ୍ର ପୂର୍ବତନ ନିର୍ଦ୍ଦେଶିକା ଭି.ଆର୍. ଲଲିଥାମ୍ବିକାଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ଦି ଲେଜିଅନ୍ ଅଫ୍ ଅନର ପ୍ରଦାନ କରାଯାଇଛି। ୨୦୧୮ରେ ଭାରତ ଓ ଫ୍ରାନ୍ସ ମଧ୍ୟରେ ମହାକାଶ ସହଯୋଗ…
ପୁଣି ବଢୁଛି ଆଦାନୀଙ୍କ ସମ୍ପତ୍ତି
ଓ୍ବାଶିଂଟନ୍,୨୯ା୧୧:ଭାରତର ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ସମ୍ପତ୍ତି ପୁଣି ବଢୁଛି। ଶୁକ୍ରବାର ହିଣ୍ଡେନବର୍ଗ ରିପୋର୍ଟ ସମ୍ପର୍କିତ ରାୟକୁ ସୁପ୍ରିମକୋର୍ଟ ସଂରକ୍ଷିତ ରଖିବା ପରେ ମଙ୍ଗଳବାର ଓ ବୁଧବାର ୨ଟି ଟ୍ରେଡିଂ ସେସନ୍ସର ମାର୍କେଟ ରାଲି ଯୋଗୁ ଆଦାନୀ ଗ୍ରୁପ୍ର କମ୍ପାନୀଗୁଡ଼ିକର ମୋଟ…
ନଓ୍ବାଜ୍ ଶରିଫ୍ଙ୍କୁ ମିଳିଲା ଆଶ୍ୱସ୍ତି
ଇସଲାମାବାଦ୍,୨୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍ ଶରିଫ୍ଙ୍କୁ ଆଶ୍ୱସ୍ତି ମିଳିଛି। ପାକିସ୍ତାନ ହାଇକୋର୍ଟ ନଓ୍ବାଜଙ୍କୁ ଦୁର୍ନୀତିର ୨ଟି ମାମଲାରେ ଦୋଷମୁକ୍ତ କରିଛି। ୨୦୧୮ରେ ଦୁର୍ନୀତି ମାମଲାରେ ନଓ୍ବାଜ୍ଙ୍କୁ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ ସେ ଇସଲାମାବାଦ୍ ହାଇକୋର୍ଟରେ ଚ୍ୟାଲେଞ୍ଜ୍ ଦେଇଥିଲେ।…
ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜୟ ଦୁର୍ଭାଗ୍ୟଜନକ: ପିଟରସେନ
ଜମ୍ମୁ,୨୯।୧୧: ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟକୁ ଦୁର୍ଭାଗ୍ୟର କଥା ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ। ସେହିଭଳି ନିଜ ଟିମ୍ର ପ୍ରଦର୍ଶନକୁ ସେ ନୈରାଶ୍ୟଜନକ ବୋଲି କହିବାକୁ ପଛାଇ ନାହାନ୍ତି। ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ଖେଳିବାକୁ ଆସିଥିବା…
ପାକିସ୍ତାନରେ ସ୍ବାମୀଙ୍କୁ ଛାଡି ଭାରତ ଫେରିଲେ ଅଞ୍ଜୁ
ନୂଆଦିଲ୍ଲୀ,୨୯।୧୧: ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡ଼ିବା ପରେ ଭାରତ ଛାଡି ପାକିସ୍ତାନ ପଳାଇଥିବା ଅଞ୍ଜୁ ଫେରି ଆସିଛନ୍ତି। ଅଞ୍ଜୁ ବୁଧବାର ୱାଘା ସୀମା ଦେଇ ଭାରତ ଫେରିଛନ୍ତି। ସେ ପ୍ରାୟ ୬ ମାସ ପୂର୍ବରୁ ଭାରତରୁ ପାକିସ୍ତାନରେ ପହଞ୍ଚିଥିଲେ। ପାକିସ୍ତାନରେ ପହଞ୍ଚିବା…
୪୭ ବର୍ଷରେ ହାତକୁ ଦି’ ହାତ ହେଲେ ଏହି ଅଭିନେତା
ବଲିଉଡ୍ ଅଭିନେତା ରଣଦୀପ ହୁଡା ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଲିନ ଲାଇଶ୍ରାମଙ୍କୁ ବିବାହ କରିଛନ୍ତି। ଇମ୍ଫାଲରେ ପାରମ୍ପରିକ ମଣିପୁରୀ ରୀତିନୀତିରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଧଳା ରଙ୍ଗର ପୋଷାକ ପିନ୍ଧି ଅଭିନେତା ଜଣେ ଆଦର୍ଶ ମଣିପୁରୀ ବର ପରି…
ଆଲିଆଙ୍କୁ ପ୍ରଶଂସା କରି ଟ୍ରୋଲ ହେଲେ ସୁହାନା
ଶାହାରୁଖ ଖାନଙ୍କ ଲାଡଲୀ ସୁହାନା ଖାନ ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତାଙ୍କ ଫିଲ୍ମ ‘ଦି ଆର୍ଚିଜ’ ଆସନ୍ତା ମାସରେ ମୁକ୍ତିଲାଭ କରିବ। ସୁହାନା ଏବେ ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। କିନ୍ତୁ ମଝିରେ ମଝିରେ ସେ ଏପରି କିଛି…
କୁମ୍ବୀରକୁ ଧରି ଫଟୋ ଉଠାଉଥିଲେ କିଛି ବ୍ୟକ୍ତି: ହଠାତ୍ ଘଟିଲା ଏମିତି, ଆଉ ତା’ପରେ ଦେଖନ୍ତୁ ଭିଡିଓ
ବିପଦପୂର୍ଣ୍ଣ ଜୀବଙ୍କ ନିକଟକୁ ଯିବାକୁ ଡର ଲାଗେ। ଲୋକମାନେ ଏପରି ଜୀବମାନଙ୍କ ଆଖପାଖକୁ ଯିବାକୁ ଥରନ୍ତି। ଏହିପରି ଜୀବମାନେ କ୍ଷଣିକ ମଧ୍ୟରେ ଲୋକଙ୍କ କ୍ଷତି କରନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା…
ମଣିପୁର ଛାତ୍ରୀଛାତ୍ରଙ୍କୁ ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ ଦିଅନ୍ତୁ ସରକାର: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୯।୧୧: ମଣିପୁର ହିଂସାରେ ବିସ୍ଥାପିତ ହୋଇଥିବା ଛାତ୍ରୀଛାତ୍ରଙ୍କୁ ସରକାର ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏ ସମ୍ପର୍କରେ କେନ୍ଦ୍ର ଓ ମଣିପୁର ସରକାର ବିଚାର କରନ୍ତୁ ବୋଲି ଏସସି ନିର୍ଦ୍ଦେଶ…
ଯୌତୁକ ନା ବଜାର: ବିବାହରେ ଉପହାର ମିଳିଲା ଏତେ ଜିତିଷ, ରାଗିଗଲେ ଲୋକେ
ବିବାହରେ ଯୌତୁକ ଦେବା ପରମ୍ପରା ଦୀର୍ଘ ଦିନ ଧରି ଚାଲିଆସୁଛି। ଆଜି ବି ଲୋକମାନେ ଏହି ପରମ୍ପରାକୁ ପ୍ରୋତ୍ସାହିତ କରୁଥିବା ଦେଖାଯାଉଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଏକ ବିବାହ ସମାରୋହର, ଯେଉଁଥିରେ କାର…

