Home

ଛାତ୍ରୀଙ୍କ ସ୍କୁଟି ପଛପଟେ ବସି ବୁଲିଲେ ରାହୁଲ ଗାନ୍ଧୀ: ଭିଡିଓ ଭାଇରାଲ

ଜୟପୁର,୨୪।୯: ଜୟପୁର ଗସ୍ତରେ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜଣେ ଛାତ୍ରୀଙ୍କ ସ୍କୁଟି ପଛପଟେ ବସି ବୁଲିଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୧୩ ସେକେଣ୍ଡର ଭିଡିଓ କ୍ଲିପ୍‌ରେ ରାହୁଲ ଛାତ୍ରୀ ସ୍କୁଟି ପଛରେ ବସି…

ବାଇକରେ ବୁହା ହେଲା ମୃତଦେହ

ଅମରପାଲି,୨୪।୯(ପୀତାମ୍ବର ସାହୁ)ପୁଣି ମୃତଦେହକୁ ହତାଦାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ସରକାରଙ୍କ ଯୋଜନାର ବିଫଳତା ଦେଖିବାକୁ ମିଳିଛି। ମୃତଦେହ ବୁହାହେବା ପାଇଁ ମହାପରାୟଣ ଗାଡ଼ି ନ ମିଳିବାରୁ ବାଇକରେ ବୁହା ହେଲା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା…

ଭାଜପା ସହ ହାତ ମିଳାଇବା ଜେଡିଏସ୍‌କୁ ପଡ଼ିଲା ମହଙ୍ଗା: ଦଳ ଛାଡିଲେ ବରିଷ୍ଠ ନେତା

ବେଙ୍ଗାଲୁରୁ,୨୪।୯: ଜନତା ଦଳ (ଧର୍ମନିରପେକ୍ଷ) ଅର୍ଥାତ୍‌ ଜେଡିଏସର କର୍ନାଟକ ଉପାଧ୍ୟକ୍ଷ ସୟଦ ଶାଫିଲ୍ଲା ସାହେବ ଦଳ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ଶଫିଲ୍ଲା କର୍ନାଟକ ଅଧ୍ୟକ୍ଷଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଏଥିରେ ସେ କହିଛନ୍ତି ଯେ, ଜେଡିଏସ ଏବଂ ଭାଜପା ସହ ମିଳିତ…

ୟୁପିଏ କ୍ଷମତାକୁ ଆସିଲେ ତୁରନ୍ତ ମହିଳା ସଂରକ୍ଷଣକୁ କାର୍ଯ୍ୟକାରୀ କରିବ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୪।୯: ଐତିହାସିକ ‘ନାରୀଶକ୍ତି ବନ୍ଦନ ଅଧିନିୟମ,୨୦୨୩’ ଲୋକ ସଭାରେ ଏବଂ ରାଜ୍ୟ ସଭାରେ ପାରିତ ହୋଇଛି। ବିରୋଧୀ ଦଳଗୁଡ଼ିକ ଜନଗଣନା ଓ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଶେଷ ହେବା ଯାଏ ଅପେକ୍ଷା ନ କରି ଆଗାମୀ ନିର୍ବାଚନଗୁଡ଼ିକରୁ ଏହାକୁ କାର୍ଯ୍ୟକାରୀ କରାଇବା…

୯ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୧୧ଟି ରାଜ୍ୟରେ ୯ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ସବୁଜ ପତାକା ଦେଖାଇଛନ୍ତି। ଏହି ବନ୍ଦେ ଭାରତ ଏକ୍ସପ୍ରେସ୍‌ ମାଧ୍ୟମରେ…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ଖେଳୁନାହାନ୍ତି ବୁମ୍‌ରା

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବ…

କରୋନାଠାରୁ ଅଧିକ ଭୟଙ୍କର ମହାମାରୀ ଆସୁଛି: ବୈଜ୍ଞାନିକଙ୍କ ଚେତାବନୀ…

ଉହାନ,୨୪।୯ : ପୃଥିବୀ ଏପର୍ଯ୍ୟନ୍ତ କରୋନା ମହାମାରୀକୁ ଭୁଲି ନାହିଁ। ଏପରିସ୍ଥଳେ ଚାଇନାର ଜଣେ ପ୍ରସିଦ୍ଧ ବୈଜ୍ଞାନିକ ଏକ ବଡ ଦାବି କରିବା ସହ ଚେତାବନୀ ଦେଇଛନ୍ତି। ଚାଇନାର ଉହାନ ଲ୍ୟାବ ସହ ଜଡିତ ଭାଇରୋଲୋଜିଷ୍ଟ ଶି ଜେଙ୍ଗଲି କହିଛନ୍ତି କରୋନାଠାରୁ…

ଅରୁଣାଚଳ ପ୍ରଦେଶ ସର୍ବଦା ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ, ଚାଇନା କିଛି କରିପାରିବ ନାହିଁ: କିରେନ ରିଜିଜୁ

ନୂଆଦିଲ୍ଲୀ,୨୪।୯: ହାଙ୍ଗଝୋରେ ଆୟୋଜିତ ହେଉ ଥିବା ଏସିଆନ୍‌ ଗେମ୍ସରେ ଚାଇନା କିଛି ଭାରତୀୟ ଖେଳାଳିଙ୍କୁ ପ୍ରବେଶ ଅନୁମତି ଦେଇନାହିଁ। ଏହା ଉପରେ ଭାରତ ସରକାର ମଧ୍ୟ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଚାଇନା ଗସ୍ତକୁ…

ମଧ୍ୟପ୍ରଦେଶ-ଛତିଶଗଡ଼ରେ ଜିତିବ କଂଗ୍ରେସ, ତେଲଙ୍ଗାନାରେ ମଧ୍ୟ ମିଳିବ ସଫଳତା: ରାହୁଲ…

ନୂଆଦିଲ୍ଲୀ,୨୪।୯ : ୱାୟାନାଡର କଂଗ୍ରେସ ନେତା ତଥା ଦଳର ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ରବିବାର ରାଜଧାନୀ ଦିଲ୍ଲୀରେ ଏକ କନକ୍ଲେଭ ସମୟରେ ଆଗାମୀ ବିଧାନସଭା ନିର୍ବାଚନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଚଳିତ ବର୍ଷ ୫ ଟି ରାଜ୍ୟରେ ହେବାକୁ…

ପଦକ ପକ୍କା କଲା ଭାରତୀୟ କ୍ରିକେଟ୍‌ ଦଳ

ହାଙ୍ଗଝୋ,୨୪।୯: ଏସୀୟ ଗେମ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। ସେମିଫାଇନାଲ ମ୍ୟାଚରେ ବାଂଲାଦେଶକୁ ୮ ଉଇକେଟରେ ପରାସ୍ତ କରି ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲରେ ପ୍ରବେଶ କରିଛି। ଭାରତର ବିଜୟର ହିରୋ ଦ୍ରୁତ ବୋଲର ପୂଜା…

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ଅର୍ଥାତ୍‌ ଆଜି ଖେଳାଯିବ। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତୀୟ ଦଳ ୬ ବର୍ଷ ପରେ ଏହି ଗ୍ରାଉଣ୍ଡରେ…

ବେନିନର ଇନ୍ଧନ ଡିପୋରେ ଅଗ୍ନିକାଣ୍ଡ : ୩୪ ମୃତ, ୨୦ ଗୁରୁତର ଆହତ…

ଆବୁଜା,୨୪।୯ : ନାଇଜେରିଆ ସୀମା ନିକଟ ବେନିନରେ ଥିବା ଏକ ଇନ୍ଧନ ଡିପୋରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ୩୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ପିଲା ମଧ୍ୟ ଅଛନ୍ତି ବୋଲି କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri