Home

ହିରାନନ୍ଦାନିଙ୍କୁ ଦେଇଥିଲେ ଲଗଇନ ଆଉ ପାସଓ୍ବାର୍ଡ, ହେଲେ…, ସତ ମାନିଲେ ମହୁଆ

ନୂଆଦିଲ୍ଲୀ,୨୮।୧୦: ଭାରତୀୟ ଜନତା ପାର୍ଟି (ଭାଜପା) ଲୋକ ସଭା ସଦସ୍ୟ ନିଶିକାନ୍ତ ଦୁବେ ଏବଂ ତ୍ରୁଣ ମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରଙ୍କ ମଧ୍ୟରେ ବିବାଦ ବନ୍ଦ ହେବାର କୌଣସି ଲକ୍ଷଣ ଦେଖାଯାଉ ନାହିଁ। ଉଭୟ ପରସ୍ପର ଉପରେ ଆକ୍ରମଣ…

ବାଜିଲା ତୃତୀୟ ବିଶ୍ୱଯୁଦ୍ଧର ଘଣ୍ଟି! ୨୦୦ ହେଲିକପ୍ଟର ସହ ଇରାନ ଆରମ୍ଭ କଲା ଯୁଦ୍ଧାଭ୍ୟାସ

ତେହେରାନ,୨୮।୧୦: ଇସ୍ରାଏଲ ହମାସ ଯୁଦ୍ଧ ମଧ୍ୟରେ ଇରାନ ସେନା ୨୦୦ ହେଲିକପ୍ଟର ସହ ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ଇରାନ ଗଣମାଧ୍ୟମ ଶୁକ୍ରବାର ଏହି ସୂଚନା ଦେଇଛି। ସେ କହିଛି, ମଧ୍ୟ ପୂର୍ବ ବା ମିଡଲ ଇଷ୍ଟରେ ଯୁଦ୍ଧର ଭୟାବହତା ମଧ୍ୟରେ ଇରାନର…

୨୦ କୋଟି ନ ଦେଲେ କରିବୁ ହତ୍ୟା: ମୁକେଶ ଅମ୍ବାନୀଙ୍କୁ ଆସିଲା ଏଭଳି ଧମକ

ମୁମ୍ବାଇ,୨୮।୧୦: ଦେଶର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ଧମକ ମିଳିଛି। ଅମ୍ବାନୀଙ୍କୁ ତାଙ୍କ ଅଫିସିଆଲ ଇମେଲ ଆଇଡିରେ ଧମକ ଦିଆଯାଇଛି। ତାଙ୍କଠାରୁ ୨୦ କୋଟି ଟଙ୍କା ଦାବି କରାଯାଇଛି। ଏହି ମେଲ ୨୭ ଅକ୍ଟୋବରରେ ପଠାଯାଇଥିଲା।…

ଇସ୍ରାଏଲ ଉପରେ ହମାସ ଆତଙ୍କବାଦୀଙ୍କ ଆକ୍ରମଣର ନିନ୍ଦା କରିବା ଶଶି ଥରୁରଙ୍କୁ ପଡିଲା ଭାରି

ନୂଆଦିଲ୍ଲୀ,୨୮।୧୦: ଇସ୍ରାଏଲରେ ପ୍ରବେଶ କରି ପାଲେଷ୍ଟାଇନ ଉଗ୍ରବାଦୀ ସଂଗଠନ ହମାସ ଯୋଦ୍ଧାଙ୍କ ଅମାନୁଷିକ କାର୍ଯ୍ୟକୁ ନିନ୍ଦା କରିବା କଂଗ୍ରେସ ଏମପି ଶଶି ଥରୁରଙ୍କୁ ବହୁତ ମହଙଘ୍ଗା ପଡିଛି। କେରଳର ମୁସଲିମ ସମ୍ପ୍ରଦାୟ ପାଇଁ କାର୍ଯ୍ୟ କରୁଥିବା ଏକ ସଂଗଠନ ମହଲ ଏମ୍ପାଓ୍ବାରମେଣ୍ଟ…

ଟୁଇଟରରେ ଗୋଟିଏ ବି ଆଡ ନ ଦେଖିବାକୁ ଚାହୁଁଥିବା ୟୁଜରଙ୍କୁ ଦେବାକୁ ପଡିବ ୧୩ ହଜାର ୬ଶହ ଟଙ୍କା

ଓ୍ବାଶିଂଟନ,୨୮।୧୦: ଟୁଇଟର ବ୍ଲୁକୁ ହଟାଇ ଏଲୋନ ମସ୍କ ଏକ୍ସ ପ୍ରିମିୟମ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ ୯୦୦ଟଙ୍କା ଦେବାକୁ ପଡିବ ଯେଉଁଥିରେ ୟୁଜର୍ସ ବ୍ଲୁ ଚେକ ମାର୍କ ସହିତ ଅନ୍ୟାନ୍ୟ ସୁବିଧା ପାଇପାରିବେ। ଏହି ଯୋଜନାରେ ସୀମିତ ବିଜ୍ଞାପନ ମଧ୍ୟ ଦୃଶ୍ୟମାନ…

୫୦ ବର୍ଷରୁ ଅଧିକ ବୟସର ପୋଲିସଙ୍କୁ ଦିଆଯିବ ଅବସର

ଲକ୍ଷ୍ନୌ,୨୮।୧୦: ପୋଲିସ ବାବୁଙ୍କ ଅବସରକୁ ନେଇ ଉତ୍ତର ପ୍ରଦେଶ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ବାଧ୍ୟତାମୂଳକ ଅବସର ପାଇଁ ୫୦ ବର୍ଷ ବୟସ ଅତିକ୍ରମ କରିଥିବା ପୋଲିସର ସ୍କ୍ରିନିଂ ସମ୍ପର୍କରେ ଶୁକ୍ରବାର ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଉତ୍ତରପ୍ରଦେଶ ପୋଲିସ…

ଓଟିଟିରେ ତାରାଙ୍କ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତାରା ସୁତାରିଆଙ୍କ ଆଗାମୀ ସର୍ଭାଇଭାଲ ଥ୍ରିଲର ଫିଲ୍ମ ‘ଅପୂର୍ବା’ର ଟେଲର ଗୁରୁବାର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମ ଜରିଆରେ ତାରା ଓଟିଟିରେ ଏଣ୍ଟ୍ରି କରିବେ। ନିଖିଲ ନାଗେଶ ପଟ୍ଟଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ତାରା ବଞ୍ଚିବା ପାଇଁ…

୧୮ ବର୍ଷର ବିଦ୍ୟୁତ୍‌ ବିଲ୍‌ ୧୧ ଲକ୍ଷ ଟଙ୍କା

ଲଣ୍ଡନ: କିଛି ଜିନିଷକୁ ପ୍ରଥମ ଥର ବ୍ୟବହାର କରିବାବେଳେ ସେଥିରେ କିଛି ସୁବିଧା ମିଳିଥାଏ। ଯଦି ଲୋକେ ସେହି ସୁବିଧାକୁ ସବୁବେଳ ପାଇଁ ନେବାକୁ ଚାହିଁବେ, ତେବେ ତାହା ଅସୁବିଧାରେ ପରିଣତ ହୋଇଯିବ। ନିକଟରେ ଜଣେ ଦମ୍ପତିଙ୍କ ସହ ଏପରି ଏକ…

ରିଲାଏନ୍ସ ଜିଓର ଦ୍ୱିିତୀୟ ତ୍ରୈମାସରେ ୫୦୫୮କୋଟି ନିଟ୍‌ ଲାଭ

ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା) : ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆର୍‌ଜେଆଇଏଲ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଜୁଲାଇ-ସେପ୍ଟେମ୍ବର ୨୦୨୩ ତ୍ରୈମାସରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ର ନିଟ୍‌ ଲାଭ ଗତ ବର୍ଷ ସମାନ…

ପୁରୀରେ ଖୋଲିଲା ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର

ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ପୁରୀ ଭିଆଇପି ରୋଡ୍‌ରେ ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର ଖୋଲାଯାଇଛି। ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ରିଟେଲ ମାର୍କେଟିଂ ହେଡ୍‌ ମନୀଷ ଗୁପ୍ତା, ବିହାର ଓ ଓଡ଼ିଶା ରିଜିଓନାଲ ବିଜ୍‌ନେସ୍‌ ହେଡ୍‌ ଅଶେଷ ନନ୍ଦ, ବ୍ରାଞ୍ଚ ମ୍ୟାନେଜର ସନ୍ଦୀପ ପାତ୍ର ପ୍ରମୁଖ…

ପୂଜାରେ ‘ସ୍ମାର୍ଟ ବଜାର ଚଲିଏ’ କ୍ୟାମ୍ପେନ୍‌

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ପୂଜା ବଜାରରେ କିଣାକିଣିରେ ଗ୍ରାହକଙ୍କୁ ସ୍ବତନ୍ତ୍ର ଅନୁଭୂତି ଦେବା ପାଇଁ ସ୍ମାର୍ଟ ବଜାର ପକ୍ଷରୁ ସ୍ବତନ୍ତ୍ର ଅଫର ଘୋଷଣା ହୋଇଛି। ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ସ୍ମାର୍ଟ ବଜାରର ବ୍ରାଣ୍ଡ ଆମ୍ବାସାଡାର ରହିଥିବାବେଳେ ବ୍ରାଣ୍ଡ କ୍ୟାମ୍ପେନ୍‌ ‘ସ୍ମାର୍ଟ…

ହେଲ୍‌ଥଭିଲେର ସିଟି ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା) : ଜୟଦେବବିହାର ଗଙ୍ଗାଧର ମେହେର ମାର୍ଗରେ ପ୍ରାକୃତିକ ଚିକିତ୍ସା କେନ୍ଦ୍ର ‘ହେଲ୍‌ଥଭିଲେ’ର ସିଟି ସେଣ୍ଟର ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଓଲିଉଡ୍‌ ଅଭିନେତ୍ରୀ ଅନୁ ଚୌଧୁରୀ ଏହି ସେଣ୍ଟରକୁ ଉଦ୍‌ଘାଟନ କରିଛନ୍ତି। ସୂଚନାଥାଉ କି, ବାରଙ୍ଗସ୍ଥିତ ଭାଲୁଙ୍କା ଅଞ୍ଚଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri