Home

ସାଟେଲାଇଟ ଚିତ୍ରରେ ଧରାପଡିଲା ଚାଇନା, ଆମେରିକା, ଋଷିଆର ମିଛ, ପରୀକ୍ଷଣ କରୁଛନ୍ତି ପରମାଣୁ ଅସ୍ତ୍ର

ନ୍ୟୁୟର୍କ,୨୩।୯: ପରମାଣୁ ଅସ୍ତ୍ରଶସ୍ତ୍ର ପ୍ରସ୍ତୁତି ଏବଂ ବ୍ୟବହାର ପାଇଁ ସବୁ ଦେଶ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷାରିତ ହୋଇଥିଲେ ମଧ୍ୟ ଲୁଚାଛପାରେ ଏହାକୁ ପରୀକ୍ଷଣ କରୁଛନ୍ତି ୩ପ୍ରମୁଖ ଶକ୍ତିଶାଳୀ ରାଷ୍ଟ୍ର। ଆମେରିକା, ଋଷିଆ ଓ ଚାଇନା ପରମାଣୁ ଅସ୍ତ୍ର ପରୀକ୍ଷଣ ଓ ବ୍ୟବହାର…

ଏସିଆନ ଗେମ ଆରମ୍ଭ,ଟେବୁଲ ଟେନିସରେ ଭାରତୀୟ ଦଳର ବିଜୟ……

ହାଙ୍ଗଝୋଉ,୨୩।୯ : ଏସିଆନ ଗେମ୍ସ ୨୦୨୩ ଆରମ୍ଭ ହୋଇଛି। ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମାନପ୍ରୀତ ସିଂ ଏବଂ ବକ୍ସର ଲୋଭଲିନା ବୋର୍ଗୋହେନ ଭାରତର ଜାତୀୟ ପତାକା ଧରି ମାର୍ଚ୍ଚ କରିଥିଲେ। ଉଭୟେ ପ୍ୟାରେଡରେ ଭାରତୀୟ କଣ୍ଟିଜେଣ୍ଟ୍ର ନେତୃତ୍ୱ ନେଇଥିଲେ।…

ଭାରତ-କାନାଡା ବିବାଦ: ବାଜିରେ କାନାଡାରେ ଶିକ୍ଷା ବ୍ୟବସ୍ଥା

ଅଟାଓ୍ବା,୨୩।୯: ଭାରତ କାନାଡା ବିବାଦ ଦିନକୁ ଦିନ ତିକ୍ତ ହେବାରେ ଲାଗିଛି। ଭାରତ ସରକାରଙ୍କ ଦ୍ୱାରା ଭିଜା ସେବା ବନ୍ଦ କରାଯାଇଛି। ଏହାପରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନରମିଛନ୍ତି। ହେଲେ ଏହି କିଛିଦିନ ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ଦେଶର ଅର୍ଥନୀତିରେ…

ଶିବକୁମାରଙ୍କ ପାଇଁ ସଙ୍କଟ: କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୩।୯ : କର୍ନାଟକ କଂଗ୍ରେସ ବିଧାୟକ ବାସଭରାଜ ରାୟାରେଡି ଶନିବାର ଦାବି କରିଛନ୍ତି ରାଜ୍ୟରେ ଆଉ ୫ଜଣ ଉପ-ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ସରକାର ଏହା ଉପରେ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି। ଏହି ପ୍ରସ୍ତାବ କ୍ୟାବିନେଟରେ ମଧ୍ୟ ଉପସ୍ଥାପିତ ହୋଇଛି ଏବଂ…

ପରସ୍ପରଠାରୁ ଆମର ଅନେକ କିଛି ଶିଖିବାକୁ ଅଛି: ଚନ୍ଦ୍ରଚୂଡ…

ନୂଆଦିଲ୍ଲୀ,୨୩।୯ : ଅନ୍ତର୍ଜାତୀୟ ଆଇନ ସମ୍ମିଳନୀ ୨୦୨୩ର ଉଦଘାଟନୀ ସମାରୋହରେ ଯୋଗଦେଇ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ ଶନିବାର କହିଛନ୍ତି ଆମର ପ୍ରତ୍ୟେକଙ୍କର ଭିନ୍ନ ଭିନ୍ନ ଦୃଷ୍ଟିକୋଣ, ଅଧିକାର ଅଛି। ପରସ୍ପରଠାରୁ ଆମକୁ ଅନେକ କିଛି ଶିଖିବାକୁ ହେବ। ସେ…

୩.୯୭ ଲକ୍ଷ ନିଖୋଜ ପିଲା ଫେରିଛନ୍ତି ନିଜ ପରିବାର ପାଖକୁ: ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୨୩।୯ : ନିଖୋଜ ପିଲାଙ୍କ ପ୍ରସଙ୍ଗରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଏକ ବିବୃତ୍ତି ଦେଇଛନ୍ତି। ୨୦୧୫ ମସିହାରୁ ନିଖୋଜ ଥିବା ୪.୪୬ ଲକ୍ଷ ପିଲାଙ୍କ ମଧ୍ୟରୁ ଅଧିକାଂଶ ସେମାନଙ୍କ ପରିବାର ସହିତ ମିଳିତ ହୋଇଛନ୍ତି ବୋଲି…

ଭାଇଚାରା: ଗଣପତି ବିସର୍ଜନ ପାଇଁ ମିଲାଦୁନ ନବୀ ଶୋଭାଯାତ୍ରା ଦିନକୁ ପରିବର୍ତ୍ତନ କଲେ ମୁସଲମାନ ସମାଜ…

ଯୋଧପୁର,୨୩।୯ : ଧାର୍ମିକ ସଦଭାବନାର ଏକ ଅନନ୍ୟ ଉଦାହରଣ ରାଜସ୍ଥାନର ଯୋଧପୁରରେ ସାମ୍ନାକୁ ଆସିଛି। ଏହା ସମସ୍ତଙ୍କ ହୃଦୟ ଜିଣିଛି। ବାସ୍ତବରେ, ୨୮ ସେପ୍ଟେମ୍ବରରେ ଅନନ୍ତ ଚଚୁର୍ଦ୍ଦଶୀରେ ଗଣପତି ମେଢ଼ ବିସର୍ଜନ ଉତ୍ସବ ସମଗ୍ର ଦେଶରେ ପାଳନ କରାଯିବ। ସେହି ଦିନ…

ଖଟିଆ କାର, ଥରେ ଚାର୍ଜିଂ କଲେ ଯାଉଛି ୬୦ କିଲୋମିଟର, ସୋସିଆଲ ମିଡ଼ିଆରେ ଭାଇରାଲ…

ଭୋପାଳ,୨୩।୯ : ଗ୍ରାମାଞ୍ଚଳରେ ଖଟିଆ ବେଶ ପରିଚିତ। ଲୋକମାନେ ଏହାକୁ ଆରାମ ଏବଂ ଶୋଇବା ପାଇଁ ବ୍ୟବହାର କରନ୍ତି। ମଧ୍ୟପ୍ରଦେଶର ଅଶୋକନଗର ଜିଲାର ଜଣେ ଯୁବକ ଏକ ଖଟିଆକୁ ଗାଡିରେ ପରିଣତ କରିଛନ୍ତି। ଏହାର ନାମ ଖଟିଆ କାର୍‌ ରଖିଛନ୍ତି। ଏହାକୁ…

ଟ୍ରୁଡୋଙ୍କ ଉପରେ ବର୍ଷିଲେ ପେଣ୍ଟାଗନର ପୂର୍ବତନ ଅଧିକାରୀ, କହିଲେ ଆମେ ଭାରତକୁ ସମର୍ଥନ…

ଅଟାଓ୍ବା,୨୩।୯:ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ଚରମରେ ପହଞ୍ଚିଛି। ଦୁଇ ଦେଶ ମଧ୍ୟରେ ଥିବା କୂଟନୈତିକ ସମ୍ପର୍କ ଉପରେ ଆମେରିକା ମଧ୍ୟ ନଜର ରଖିଛି। ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି ଯେ ଆମେରିକା କାନାଡାର ଅଭିଯୋଗ ଉପରେ ତୀକ୍ଷ୍ଣ…

ମୋ କଣ୍ଠରୋଧ କରାଯାଇଛି, ଦେଶରେ ଚାଲିଛି ଏକଛତ୍ରବାଦୀ ଶାସନ: ରାହୁଲ…

ଜୟପୁର,୨୩।୯ : ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ରାଜଧାନୀ ଜୟପୁରର ମାନସରୋଭରରେ ରାଜ୍ୟ କଂଗ୍ରେସ କମିଟିର ନୂତନ ଭବନର ମୂଳଦୁଆ ପକାଇବାକୁ ଆସିଥିବା ରାହୁଲ ଗାନ୍ଧୀ ଏଠାରୁ ନିର୍ବାଚନ ବିଗୁଲ ବଜାଇଥିଲେ। କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ସମାଲୋଚନା କରି…

ଏହି ବ୍ୟାଙ୍କର ଲାଇସେନ୍ସକୁ ରଦ୍ଦ କଲା ଆରବିଆଇ 

ନୂଆଦିଲ୍ଲୀ, ୨୩। ୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଦ ଅନନ୍ତଶୟନମ୍ କୋ-ଅପରେଟିଭ୍ ବ୍ୟାଙ୍କର ଲାଇସେନ୍ସକୁ ରଦ୍ଦ କରିଦେଇଛି। ଯଦ୍ବାରା ଏହି ବ୍ୟାଙ୍କକୁ ଏହାର ସମସ୍ତ ବ୍ଯାଙ୍କିଂ କାରୋବାରକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହାକୁ ନନ୍-ବ୍ୟାଙ୍କିଂ ସଂସ୍ଥା ଭାବେ କାମ…

ଇଡି ସମନ ନେଇ ଜେଏମଏମର ପ୍ରଶ୍ନ: ମୁଖ୍ୟମନ୍ତ୍ରୀ ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି ଯେତେବେଳେ ଚାହିଁବେ ଡକାଯାଇପାରିବ, ରାଜା ରାଜୁଡା ଶାସନ ଶେଷ କହିଲା ଭାଜପା…

ରାଞ୍ଚି,୨୩।୯ : ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶେଷରେ ଝାଡଖଣ୍ଡ ହାଇକୋର୍ଟରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଶନିବାର ଝାଡ଼ଖଣ୍ଡ ହାଇକୋର୍ଟରେ ଇଡି ଡାକରାକୁ ଚ୍ୟାଲେଞ୍ଜ କରି ଏକ ପିଟିଶନ ଦାଖଲ କରାଯାଇଛି। ଏଭଳି ପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ଇଡି କାର୍ଯ୍ୟାଳୟରେ ପହଞ୍ଚିବା ପରେ ସସପେନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri