ଚାଷରେ ବାଧକ ସାଜିଛି ବର୍ଷାଜଳ
ଡେରାବିଶ,୨୪ା୮(ବେବର୍ତା ଅଜୟ ଦାସ)ବର୍ଷାର ଲୁଚକାଳି ଖେଳ ପରେ ବହୁ ବିଳମ୍ବରେ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀଙ୍କ ମନରେ ଆନନ୍ଦ ଦେଖାଦେଇଛି ା ମାତ୍ର ବିଲରେ ଧାନ ଫସଲ ରୁଆପୋତା କାର୍ଯ୍ୟ ଆଗେଇ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଡ୍ରେନେଜ୍ ବିଭାଗର ଅପାରଗତା…
ପାଶ୍ଚାତ୍ୟ ସହିତ ବିବାଦ ଶେଷ କରିବାକୁ ଚାହୁଁଛି ରୁଷିଆ: ପୁଟିନ…
ଜୋହାନ୍ସବର୍ଗ,୨୪।୮: ରୁଷିାର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବ୍ରିକ୍ସ ଶିଖର ସମ୍ମିଳନୀରେ କହିଛନ୍ତି ତାଙ୍କ ଦେଶ ପାଶ୍ଚାତ୍ୟ ଯୁଦ୍ଧକୁ ଶେଷ କରିବାକୁ ଚାହୁଁଛି। ଏଥି ସହିତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଶୀତଳ ଯୁଦ୍ଧ ଶୈଳୀ ବିଶ୍ୱକୁ ପ୍ରଭାବିତ କରୁଛି ଏବଂ…
ନିର୍ମାଣ ଅପେକ୍ଷାରେ ୫ ବର୍ଷ
କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ ା…
ଗ୍ୟାସ୍ ପାଇଁ ଟଙ୍କା ନାହିଁ: ଜଙ୍ଗଲ କାଠକୁ ଭରସା
ମହାକାଳପଡ଼ା,୨୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦାରିଦ୍ର୍ୟ ଓ ଅଭାବରେ ଶଢୁଛନ୍ତି ଜନଜାତି ପରିବାର। ଏମାନଙ୍କ ଆର୍ଥିକ ରୋଜଗାର ନ ଥିବାରୁ ବାଧ୍ୟ ହୋଇ ନଦୀ, ସମୁଦ୍ର ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରିଥାନ୍ତି। ନଦୀ…
ସ୍ବର୍ଣ୍ଣିମ ଯାତ୍ରା ସଂଘର୍ଷପୂର୍ଣ୍ଣ ଥିଲା: ଚିନ୍ମୟୀ
ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କାନାଡ଼ାରେ ଅନୁଷ୍ଠିତ ବିଶ୍ୱ ପୋଲିସ ଆଣ୍ଡ ଫାୟାର ଗେମ୍ରେ ୨ଟି ସ୍ବର୍ଣ୍ଣ ପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ଚିନ୍ମୟୀ ଭୂୟାଁଙ୍କୁ ବୁଧବାର ରାଜ୍ୟ କରାଟେ ଆସୋସିଏଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଚିନ୍ମୟୀ ୬୦ କେଜି…
ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂ ଦେଖିଲା ଭାରତୀୟ ଦଳ
ନୂଆଦିଲ୍ଲୀ, ୨୪ା୮ (ପି.ଟି.): ଭାରତୀୟଙ୍କ ପାଇଁ ଐତିହାସିକ ମୂହୁର୍ତ୍ତ ଭାବରେ ବିଶ୍ୱର ଚତୁର୍ଥ ଦେଶ ଭାବରେ ଚନ୍ଦ୍ରପୃଷ୍ଠରେ ଓ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି ଭାରତ। ଭାରତର ମୁନ୍ ମିଶନ୍ ଚନ୍ଦ୍ରୟାନ-୩ ସଫଳତାର ସହିତ ଅବତରଣ…
ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ
ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କୁ ଟେକ୍ନିକାଲ ଅଫିସିଆଲ ଭାବେ ଦାୟିତ୍ୱ…
ସିଏଡବ୍ଲ୍ୟୁଏଣ୍ଡ୍ସିଡବ୍ଲ୍ୟୁ ଏଡିଜିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୨୪।୮(ସତ୍ୟଜିତ୍ ରାଉତ)ମହିଳା ହୋମ୍ଗାର୍ଡ ସୈରିଦ୍ରୀ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କ ସ୍ତ୍ରୀ ନିର୍ଯାତନା ଦେବା ଅଭିଯୋଗ ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ମାମଲାରେ ବ୍ରିଜେଶ୍ଙ୍କୁ ମଙ୍ଗଳବାର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲେ ମଧ୍ୟ ତାଙ୍କ ବିରୋଧରେ…
ମୁଖ୍ୟ କୋଚ୍ଙ୍କ ଭିଡିଓ ଭାଇରାଲ
ମାଡ୍ରିଡ୍,୨୪ା୮(ପି.ଟି.): ଫିଫା ମହିଳା ବିଶ୍ୱକପ୍ରେ ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିବା ସ୍ପେନ୍ ଫୁଟବଲ ଦଳର ପିଛା ଛାଡୁନି ବିବାଦ। ଷ୍ଟ୍ରାଇକର ଜେନ୍ନି ହର୍ମୋସୋ ଓ ଫୁଟବଲ ମହାସଂଘ ସଭାପତି ଲୁଇସ୍ ରୁବେଲଙ୍କ ଚୁମ୍ବନକୁ ନେଇ ବିବାଦ ଥମି ନ…
ଇଣ୍ଡିପେଣ୍ଡେଣ୍ଟ କ୍ଲବ ଚାମ୍ପିୟନ
ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଫାଓ ଲିଗ୍ ସିଲଭର ଗ୍ରୁପ୍ର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଣ୍ଡିପେଣ୍ଡେଣ୍ଟ କ୍ଲବ ୪-୦ ଗୋଲରେ ସନ୍ସାଇନ୍ କ୍ଲବକୁ ହରାଇ ଚାମ୍ପିୟନ ହୋଇଛି। ବିଜୟୀ ଦଳ ପକ୍ଷରୁ ପ୍ରକାଶ ନାଏକ…
ପ୍ରି କ୍ୱାର୍ଟରରେ ଗାୟତ୍ରୀ-ତ୍ରିସା
କୋପେନ୍ହାଗେନ୍, ୨୪ା୮(ପି.ଟି.): କୋପେନହାଗେନରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମହିଳା ଡବଲ୍ସର ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ଗାୟତ୍ରୀ ଗୋପୀଚାନ୍ଦ ଓ ତ୍ରିସା ଜୋଲି। ପ୍ରଥମ ରାଉଣ୍ଡରେ ବାଇ…
ବିଏମ୍ସି ଅଫିସ ଭିତରକୁ ମଶା ଧୂଆଁ ଛାଡିଲା ଭାଜପା
ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଏମ୍ସିକୁ ପୁଣି ଥରେ ଟାର୍ଗେଟ କରିଛି ଭାଜପା। ଏନେଇ ବୁଧବାର ବିଏମ୍ସି କାର୍ଯ୍ୟାଳୟ ଘେରିବା ସହ ମେୟର ଓ କମିଶନରଙ୍କ ବିରୋଧରେ ଗର୍ଜିଥିଲା। ସେହିପରି ବିଏମ୍ସି କାର୍ଯ୍ୟାଳୟ ଭିତରକୁ ମଶା ଧୂଆଁ…
Archives


