Home

ଡାକ୍ତର ନିଯୁକ୍ତି କରୁନି ପୌର ପ୍ରଶାସନ

ଢେଙ୍କାନାଳ,୨୩ା୯(ରତନ ନାୟାର): ଢେଙ୍କାନାଳ ସହର ୧ନଂ. ୱାର୍ଡରେ ଥିବା ପୌର ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ହେବା ଆଶଙ୍କା ଦେଖାଦେଇଛି। ଏଠାରେ ଥିବା ଡାକ୍ତର ଅବସର ଗ୍ରହଣ କରିବାର ଦୀର୍ଘଦିନ ହୋଇଯାଇଥିଲେ ହେଁ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଉ ନାହିଁ। ଏହାକୁ ଅଞ୍ଚଳବାସୀଙ୍କ…

ସହଜ ହେଉନି ସଂଯୋଗ

ବଇଣ୍ଡା,୨୩ା୯ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବୈଷ୍ଟବ ସାହି ଠାରୁ ଭାୟା ଅର୍ଜୁନଧରା ଦେଇ ବିଲେଇନାଳି ପଞ୍ଚାୟତକୁ ସଂଯୋଗ କରୁଛି ପୂର୍ତ୍ତ ବିଭାଗ ରାସ୍ତା। ବ୍ଲକ ସଦର ମହକୁମାକୁ ଏହି ସଡ଼କରେ କମ୍‌ ଦୂରତା ପଡ଼ୁଥିବାରୁ…

ଆଜି ପ୍ରଧାନମନ୍ତ୍ରୀଙ୍କ କାଶୀ ଗସ୍ତ, ପୂର୍ବାଞ୍ଚଳର ପ୍ରଥମ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନିର୍ବାଚନମଣ୍ଡଳୀ ବାରାଣାସୀ ଗସ୍ତ କରିବେ। ରାଜାତାଲାବ ନିକଟ ଗଞ୍ଜାରୀରେ ପୂର୍ବାଞ୍ଚଳର ପ୍ରଥମ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ କରିବା ସହିତ ଏକ ସାଧାରଣ ସଭା ମଧ୍ୟ କରିବେ ଏବଂ ଆସନ୍ତା ବର୍ଷ ଲୋକ ସଭା…

ଅଧା ବୟସର ପାକିସ୍ତାନୀଙ୍କୁ ବାହାହେଲେ କାନାଡା ମହିଳା

ଇସ୍‌ଲାମାବାଦ୍‌: ସୀମାପାର୍‌ ପ୍ରେମ କାହାଣୀ ବେଳକୁ ବେଳ ବଢ଼ିବାକୁ ଲାଗିଛି। ପ୍ରେମ ପାଇଁ ପାକିସ୍ତାନର ସୀମା ହାଇଦର ଭାରତ ଆସିବା, ଭାରତର ସଞ୍ଜୁ ପାକିସ୍ତାନ ଯିବା ଘଟଣା ଦେଖିବାକୁ ମିଳିଛି। ନିକଟରେ ଏପରି ସୀମାପାର୍‌ ପ୍ରେମ କାହାଣୀ ପୁଣି ସାମ୍ନାକୁ ଆସିଛି।…

ସ୍ମାର୍ଟ ରାସ୍ତାର ରକ୍ଷଣାବେକ୍ଷଣ କରୁନି ବିଇଏମ୍‌ସି

ବ୍ରହ୍ମପୁର,୨୩ା୯ (ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରର ୫ଟି ପୁରାତନ ରାସ୍ତାକୁ ସ୍ମାର୍ଟ ରାସ୍ତା ଭାବେ ନିର୍ମାଣ କରାଯାଇଛି। ସ୍ମାର୍ଟ ରାସ୍ତା ପ୍ରଶସ୍ତୀକରଣ ହୋଇଥିବା ବେଳେ ପାଦଚଲା ରାସ୍ତାରେ ପେଭର ବ୍ଲକ ପକାଯାଇଛି। ସ୍ମାର୍ଟ ରାସ୍ତା…

ପରିଣୀତିଙ୍କ ହାତ ଧରିବେ ରାଘବ

ମୁମ୍ବାଇ: ଆସନ୍ତା ୨୪ ତାରିଖରେ ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ଆପ୍‌ର ଲିଡର ରାଘବ ଚଢ଼ାଙ୍କ ବିବାହ ଉତ୍ସବ ରାଜସ୍ଥାନର ଉଦୟପୁରଠାରେ ହେବ। ଏଥିପାଇଁ ଗତ ୧୭ ତାରିଖରୁ ବିବାହ ମହୋତ୍ସବ ଆରମ୍ଭ ହୋଇଯାଇଛି। ଉଦୟପୁରର ପିଛୋଲା ହ୍ରଦ ପାଖରେ ନିର୍ମିତ…

ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ କେନ୍ଦ୍ରରେ…

ଏଜିଇଏଲ୍‌ ସହ ଟୋଟାଲ ଏନର୍ଜିସ୍‌ର ସମ୍ପ୍ରସାରଣ ସହଭାଗିତା

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦାନୀ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଆଦାନୀ ଗ୍ରୀନ୍‌ ଏନର୍ଜି ଲିମିଟେଡ୍‌ (ଏଜିଇଏଲ୍‌) ଏବଂ ଟୋଟାଲ ଏନର୍ଜିସ୍‌ ମଧ୍ୟରେ ଏକ ଯୌଥ ଉଦ୍ୟୋଗ ନେଇ ବୁଝାମଣା ହୋଇଛି। ଉକ୍ତ ବୁଝାମଣା ଅନୁଯାୟୀ ଉଭୟ କମ୍ପାନୀର…

ଏଲ୍‌ଜିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୩।୯: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏଲ୍‌ଜିର ଓ୍ବାଇଫାଇ କନ୍‌ଭର୍ଟିବୁଲ ସାଇଡ୍‌ ବାଇ ସାଇଡ୍‌ ରେଫ୍ରିଜେଟରକୁ ବଜାର ପ୍ରବେଶ କରାଇଛି। ଉକ୍ତ ରେଫ୍ରିଜେଟରରେ ଅନେକ ପ୍ରକାର ନୂତନ ଫିଚର ସହ ଆଧୁନିକ…

ଆଇଡିବିଆଇର ପାର୍ବଣ ଅଫର

ଭୁବନେଶ୍ୱର,୨୩।୯: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ଲୋକପ୍ରିୟ ଯୋଜନା ‘ଅମୃତ ମହୋସତ୍ବ ଏଫ୍‌ଡି’ ସ୍କିମ୍‌ ଉପରେ ଉକ୍ତ ଅଫର ପ୍ରଦାନ କରାଯାଉଛି। ଏହି ଅଫର ୨୦୨୩ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଉପଲବ୍ଧ।…

ଘୁମୁସର ବନଖଣ୍ଡରେ ୮୫ ହାତୀ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୮୫ ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉତ୍ତର ଘୁମୁସର ବନଖଣ୍ଡରେ ୪୫ ଏବଂ ୪୦ ଟି ହାତୀ ଦକ୍ଷିଣ ଘୁମୁସର ବନଖଣ୍ଡରେ ଅଛିନ୍ତି।…

ସୁଖୀ ସହ ସଚ୍ଚୀ ସହେଲୀର ସହଭାଗିତା

ଭୁବନେଶ୍ୱର, ୨୩।୯: ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ ସଚ୍ଚୀ ସହେଲୀ ଏବଂ ବଲିଉଡ୍‌ ଫିଲ୍ମ ସଖୀ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଉକ୍ତ ବୁଝାମଣା ଅନୁସାରେ ଉଭୟେ ଉଭୟଙ୍କର ପ୍ରଚାର ପ୍ରସାର କରିବେ ବୋଲି ଜଣାପଡିଛି। ଉଲ୍ଲେଖଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri