ଅରୁନ୍ଧତୀର ୬ଷ୍ଠ ବାର୍ଷିକ ମହୋସତ୍ବ
ଭୁବନେଶ୍ୱର ,୨୩।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଆଉଟ୍ଲେଟ୍ (ଶୋ’ରୁମ୍)ର ୬ଷ୍ଠ ବାର୍ଷିକ ମହୋସତ୍ବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ୬ଷ୍ଠ ବାର୍ଷିକ ସଫଳ…
୩ ଦିନିଆ ପର୍ଯ୍ୟଟନ ମେଳା ଉଦ୍ଘାଟିତ
ଭୁବନେଶ୍ୱର, ୨୩।୯: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବ୍ଲୁ ଆଇ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଏକ ୩ଦିନିଆ ‘ପର୍ଯ୍ୟଟନ ମେଳା’ ଭୁବନେଶ୍ୱରର ହୋଟେଲ ପାଲ୍ ହାଇଟ୍ସ୍ଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟୁରିଜମ୍ ଆଣ୍ଡ…
ମାଷ୍ଟର କ୍ୟାଣ୍ଟିନରେ ଖୋଲିବ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍
ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍ ରବିବାର ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହେବାକୁ ଯାଉଛି। ଏ ନେଇ କଲ୍ୟାଣ ଜୁଏଲର୍ସ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ ସହ ଓଡ଼ିଶା ବଜାରରେ କାରବାର ସମ୍ପ୍ରସାରଣ…
ରାମନାଥଙ୍କ ଅଧ୍ୟକ୍ଷତାରେ ଆଜି ବସିବ ଏକ ଦେଶ, ଏକ ନିର୍ବାଚନ ବୈଠକ
ନୂଆଦିଲ୍ଲୀ,୨୩।୯: ଦେଶରେ ଏକକାଳୀନ ନିର୍ବାଚନ ହେବାର ସମ୍ଭାବନାକୁ ବିଚାର କରି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଶନିବାର ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ସମ୍ଭାବନା ଉପରେ ଆଗକୁ ବଢିବାର ବାହ୍ୟରେଖା ସ୍ଥିର ହେବ। ଏହା ବ୍ୟତୀତ ନିର୍ବାଚନ…
୫.୪ ଲକ୍ଷ କୋଟି ହରାଇଲେ ନିବେଶକ
ଭୁବନେଶ୍ୱର, ୨୩।୯: ଗତ ୨ ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଫଳରେ ଶେୟାର ବଜାରର ନିବେଶକମାନେ ଆଶା ଆଶଙ୍କାରେ କାରବାର କରୁଛନ୍ତି। ଏପରିକି କ୍ରମାଗତ ୩ୟ ଦିନ ଲାଗି ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ବିଶେଷକରି…
ଦ୍ୱିତୀୟ ସର୍ବାଧିକ ଫଳପ୍ରଦ ଅଧିବେଶନ
ନୂଆଦିଲ୍ଲୀ,୨୩ା୯: ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଅବସରରେ ଉଭୟ ଲୋକ ସଭା ଓ ରାଜ୍ୟ ସଭା ଧାର୍ଯ୍ୟ ସମୟଠାରୁ ଅଧିକ ସମୟ କାର୍ଯ୍ୟ କରିଛି। ସପ୍ତଦଶ ଲୋକସଭାର ଏହା ଏକମାତ୍ର ଅଧବବେଶନ, ଯେଉଁଠି ମୁଲତବୀ ଯୋଗୁ ନିମ୍ନ ସଦନର ସମୟ ଆଦୌ ବରବାଦ ହୋଇନାହିଁ।…
ଗାଁ ମୁହଁରେ ଆଣ୍ଠୁଏ କାଦୁଅ
ଢେଙ୍କିକୋଟ,୨୩ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଢେଙ୍କିକୋଟ ଗ୍ରାମର ଦଳେଇସାହିସ୍ଥିତ ହାଇସ୍କୁଲ ପୋଖରୀହୁଡ଼ା ସାହି ଏବଂ ଢେଙ୍କିକୋଟ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଆଣ୍ଠୁଏ କାଦୁଅ ହୋଇଛି। ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ। ଯଦି…
‘ମୁସଲମାନ ଆତଙ୍କବାଦୀ’ କହିଲେ ବିଧୁରୀ
ନୂଆଦିଲ୍ଲୀ,୨୩ା୯: ସଂସଦ ସ୍ବତନ୍ତ୍ର ଅଧିବେଶନରେ ଭାଜପାର ଲୋକ ସଭା ସଦସ୍ୟ ରମେଶ ବିଧୁରୀ ବହୁଜନ ସମାଜ ପାର୍ଟି (ବିଏସ୍ପି) ଏମ୍ପି କୁଅଁର ଦାନିସ ଅଲୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦୀୟ ହୋଇଛନ୍ତି। ନିମ୍ନ ସଦନରେ ଚନ୍ଦ୍ରୟାନ-୩ ମିଶନର ସଫଳତା ଉପରେ ଗୁରୁବାର…
ସୁପ୍ରିମକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ
ନୂଆଦିଲ୍ଲୀ,୨୩ା୯: ଜାତିଆଣ ହିଂସା ପ୍ରଭାବିତ ମଣିପୁରରେ ସମସ୍ତ ଉତ୍ସରୁ ଅସ୍ତ୍ରଶସ୍ତ୍ରକୁ ଉଦ୍ଧାର କରାଯାଇଥିବା ନେଇ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି। କେନ୍ଦ୍ର ଏବଂ ମଣିପୁର ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ…
କୃଷ୍ଣ ଜନ୍ମଭୂମି-ଶାହି ଇଦ୍ଗା ପରିସର ସର୍ଭେରେ ହସ୍ତକ୍ଷେପ କରିବେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩ା୯: ମଥୁରା କୃଷ୍ଣ ଜନ୍ମଭୂମି-ଶାହି ଇଦ୍ଗା ମସ୍ଜିଦ ପରିସରର ସର୍ଭେ ପାଇଁ ଶ୍ରୀକୃଷ୍ଣ ଜନ୍ମଭୂମି ମୁକ୍ତି ନିର୍ମାଣ ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଆବେଦନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଶାହି ଇଦ୍ଗା ମସ୍ଜିଦ ସ୍ଥାନରେ ପୂର୍ବରୁ ହିନ୍ଦୁ ମନ୍ଦିର…
ଭାରତର ଭୁଲ୍ ମାନଚିତ୍ର ଦେଖାଇଲା ମୋଟୋଜିପି
ନୂଆଦିଲ୍ଲୀ,୨୩ା୯: ମୋଟରସାଇକେଲ ରେସିଂ ପ୍ରତିଯୋଗିତା ମୋଟୋଜିପି ଏହାର ସିଧାପ୍ରସାରଣ ବେଳେ ଭାରତର ଏକ ଭୁଲ୍ ମାନଚିତ୍ର ପ୍ରଦର୍ଶିତ କରିଥିବାରୁ ଶୁକ୍ରବାର ଏଥିପାଇଁ ଭୁଲ୍ ମାଗିଛି। ମୋଟୋଜିପି ଦେଖାଇଥିବା ମାନଚିତ୍ରରେ ଜମ୍ମୁ-କଶ୍ମୀର ଏବଂ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ନ ଥିଲା। ଉକ୍ତ ସ୍ପୋଟର୍ସ ଲିଗ୍…
ବନ୍ଦେ ଭାରତ ରୁଟ୍ ପାର୍ଶ୍ୱରେ ବାଡ଼ ହେବ
ଚେନ୍ନାଇ,୨୩ା୯: ଆଗାମୀ ଦିନରେ ଅଧିକ ବନ୍ଦେ ଭାରତ ଏକ୍ସପ୍ରେସ୍ ଚଳାଚଳ ପାଇଁ ରେଲ୍ଓ୍ବେ ଯୋଜନା କରୁତ୍ଛି। ଘଣ୍ଟାପ୍ରତି ୧୬୦ କିଲୋମିଟର ବେଗରେ ଯିବାକୁ ଥିବା ଏହି ଟ୍ରେନ୍ଠାରୁ ଲୋକ ଓ ଗୋରୁଗାଈଙ୍କୁ ବାହାରେ ରଖିବା ଲାଗି ରୁଟ୍ଗୁଡ଼ିକୁ ବାଡ଼ବନ୍ଦୀ କରିବା ପାଇଁ…
Archives


