୨୫ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇପାରେ
ନୂଆଦିଲ୍ଲୀ,୨୩ା୯: ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଶୁକ୍ରବାର କୁହାଯାଇଛି। ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୧ରେ କେରଳ ଛୁଇଁବା ପରେ ଜୁଲାଇ ୮ ସୁଦ୍ଧା…
ଆଲୁମିନିୟମ କାରଖାନାରେ ବିସ୍ଫୋରଣ: ୨ ମୃତ
ହଜାରିବାଗ,୨୩ା୯: ଝାଡ଼ଖଣ୍ଡର ହଜାରିବାଗ ଜିଲାରେ ଥିବା ଏକ ଆଲୁମିନିୟମ କାରଖାନାର ବଏଲରରେ ଶୁକ୍ରବାର ବିସ୍ଫୋରଣ ଘଟି ୨ ଜଣଙ୍କ ଜୀବନ ଯାଇଛି। ଅପରାହ୍ନ ୧ଟା ପରେ ଏହି ବିସ୍ଫୋରଣ ଘଟିଥିବାବେଳେ ଏହାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଏହାର ତଦନ୍ତ ଚାଲିଥିବା…
ରୁଷିଆ ନୌସେନା ଘାଟିରେ ୟୁକ୍ରେନ୍ର କ୍ଷେପଣାସ୍ତ୍ର ମାଡ଼
ମସ୍କୋ,୨୩ା୯: କ୍ରିମିଆର ସେଭାଷ୍ଟୋପୋଲ୍ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିରେ ଶୁକ୍ରବାର ୟୁକ୍ରେନ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଜଣେ ରୁଷିଆ ସୈନ୍ୟ ନିହତ ହୋଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ନିଆଁକୁ…
୨ ମାସରେ ଧରିଲେଣି ୨୦୦ ସାପ
କେନ୍ଦୁଝର,୨୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ଢେଙ୍କିକୋଟ ମୁସଲିମ ସାହିର ସାପ ଧରାଳି ଅବଦୁଲ ନାଦିର ଅନ୍ସାରୀ(୨୪)। ଅଞ୍ଚଳରେ ସାପ ମଣିଷ ଭାବେ ପରିଚୟ ଲାଭ କରିଥିବା ଏହି ଯୁବକ ଗତ ୨ ମାସ ମଧ୍ୟରେ ୨ ଶହରୁ…
ଶୋଷ ମେଣ୍ଟାଉଛି ଚୁଆପାଣି
ଯୋଡ଼ା,୨୩ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ବିଭିନ୍ନ ଖଣି ଓ ଶିଳ୍ପ ସଂସ୍ଥା ରହିଛି। ଏଠାରେ ଥିବା ଖଣିରୁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏହା ସହ ଜିଲା ଖଣିଜ ପାଣ୍ଠିରେ ଅଜସ୍ର ଟଙ୍କା…
ଡୁବୁରୀ-ଟାଟା ଷ୍ଟିଲ୍ ୟାର୍ଡକୁ ନୂତନ ରେଳ ଲାଇନ ପ୍ରସ୍ତାବ
ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଟାଟା ଷ୍ଟିଲ୍ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏଥିରେ ଅତିରିକ୍ତ ୨୩ ହଜାର ୫୦୦ କୋଟି ଟଙ୍କା ବିନିଯୋଗ କରି ବାର୍ଷିକ ୩ ନିୟୁତ ମେଟ୍ରିକ ଟନ୍ରୁ ୮ ନିୟୁତ ମେଟ୍ରିକ ଟନ୍(ଏମ୍ଟିପିଏ) ପର୍ଯ୍ୟନ୍ତ ଷ୍ଟିଲ୍…
ରାସ୍ତା ମଝିରେ ଗର୍ତ୍ତ, ଦୁର୍ଘଟଣା ବଢୁଛି
ଯାଜପୁରରୋଡ୍,୨୩ା୯ (ପବିତ୍ର ରଞ୍ଜନ ମହାନ୍ତି): ଯାଜପୁର-କେନ୍ଦୁଝର ରେଳଷ୍ଟେଶନ ସହ ବସଷ୍ଟାଣ୍ଡକୁ ସଂଯୋଗ କରୁଥିବା ରେଲ୍ଓ୍ବେ ରାସ୍ତାଟି ସହରର ଏକ ପ୍ରମୁଖ ରାସ୍ତା। ଏହି ରାସ୍ତା ଗୋପବନ୍ଧୁ ଛକଠାରୁ ଆରମ୍ଭ ହୋଇ ଷ୍ଟେଶନବଜାର, ବସ୍ଷ୍ଟାଣ୍ଡ, ବ୍ୟାସନଗର ପୌର ପରିଷଦ ଓ ତହସିଲ କାର୍ଯ୍ୟାଳୟ…
ପ୍ରଦୂଷିତ ହେଉଛି ଖଣି ଅଞ୍ଚଳ
କାଳିଆପାଣି,୨୩ା୯(ଅସିତ ମହାନ୍ତ): ଯାଜପୁର ଜିଲାର ଖଣି ଅଞ୍ଚଳ ପ୍ରଦୂଷିତ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବଢ଼ିବାରେ ଲାଗିଛି। ଫଳରେ ଅଦିନିଆ ବର୍ଷା ସହ ଗୁଳୁଗୁଳି ଓ ରୌଦ୍ରତାପ ଅନୁଭୂତ ହେଉଛି। ସେହିପରି ଋ଼ତୁ ପରିବର୍ତ୍ତନ ଯୋଗୁ ପାଣିର ଅଭାବ…
ବିଞ୍ଝାରପୁରରେ ବରୀ ଗୋଟି ଖେଳିପାରେ ବିଜେଡି
ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ମନୋନୀତ ହେବା ପରେ ଯାଜପୁର ଜିଲା ବିଞ୍ଝାରପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରମିଳା ୬ଥର ଏହି ଆସନରୁ ବିଜୟୀ ହୋଇଛନ୍ତି। ତେବେ…
ଜାନୁୟାରୀ ୫ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ୱର, ୨୩।୯(ସୁନିତ୍ ମିଶ୍ର): ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ନିର୍ବାଚନମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲାଗି ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ କର୍ମକର୍ତ୍ତାଙ୍କୁ ନେଇ…
ଏଟିଏମ୍ କାଟି ୨୩.୩୯ ଲକ୍ଷ ନେଇଗଲେ
ଜଟଣୀ,୨୩ା୯(ରବୀନ୍ଦ୍ର ନାଥ ମହାକୁଡ଼): ଜଟଣୀ ଥାନା ଅଧୀନ ଗଜପତିନଗର ରେତଙ୍ଗ କଲୋନୀ ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ଏଟିଏମ୍ କାଟି ଦୁର୍ବୃତ୍ତମାନେ ୨୩ ଲକ୍ଷ ୩୯ ହଜାର ଟଙ୍କା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏଫ୍ଏସ୍ଏସ୍ ପିଏନ୍ବି ଏଟିଏମ୍…
ଏସିପି, ଇନ୍ସପେକ୍ଟର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୩।୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର-କଟକ କମିଶନରେଟ ପୋଲିସ୍ରେ ଏସିପି ଓ ଇନ୍ସପେକ୍ଟର ସ୍ତରରେ ଶୁକ୍ରବାର ଅଦଳବଦଳ ହୋଇଛି। ଜଣେ ଏସିପି ଓ ୧୪ ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଖଣ୍ଡଗିରି ଥାନା…
Archives


