ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍ LNG
ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର 62,370 ମେଟ୍ରିକ ଟନ LNG ବହନ କରୁଛି। ପ୍ରାୟ ସାଢ଼େ ତିନି ମାସ…
ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ
ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨ ପର୍ଯ୍ୟନ୍ତ ପ୍ଲାଟଫର୍ମକୁ ଅସ୍ଥାୟୀ ଭାବରେ ନିଷେଧ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ…
୫୬ ତମ ଜନ୍ମଦିନରେ ରାହୁଲଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ମୁଁ ତାଙ୍କର…
ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୁସ୍ଥତା ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…
‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ
ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ ସାମାଜିକ ସୁରକ୍ଷା ଯୋଜନା ଅଧିକାରୀ ଦୀପକ କୁମାର ପରିଡ଼ା , ବ୍ଲକ ଗ୍ରାମ୍ୟ…
ସରକାରୀ ଡିଜିଟାଲ୍ ସମ୍ପତ୍ତିର ପରିଚାଳନାକୁ ନେଇ ପ୍ରଶ୍ନବାଚୀ
ଭୁବନେଶ୍ୱର,୧୯ା୬(ସୁନିତ୍ ମିଶ୍ର): ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରି ଦୁଇ ବର୍ଷ ପୂରଣ କରିଥିବା ବେଳେ ରାଜ୍ୟ ପ୍ରଶାସନରେ ନୂଆ ଏବଂ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସରକାର ବଦଳିବା ପରେ ପୂର୍ବ ସରକାରଙ୍କ ସମୟରେ ଜନସାଧାରଣଙ୍କ ଟିକସ…
କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର
ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ ସୌମ୍ୟରଞ୍ଜନ ସ୍ବାଇଁଙ୍କ ସମେତ ୮ରୁ ଅଧିକ କନଷ୍ଟେବଳ ତାଙ୍କ ଘରୋଇ କାର୍ଯ୍ୟରେ ନିୟୋଜିତ…
ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…
କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ଶ୍ରୀକାନ୍ତ…
ଏଇ ଭାରତରେ
ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ ଏସିଆକୁ ରତ୍ପାନି କରାଯାଉଥିଲା। ଅରୁଣାଚଳପ୍ରଦେଶ ତାଓ୍ବାଙ୍ଗ ଜିଲାର ଏହି ଛୋଟ ଗାଁର ନାମ…
ଶେୟାର ବଜାରରେ ଯୁବପିଢ଼ି
ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି ଏକ ଆର୍ଥିକ ମଞ୍ଚ ଯେଉଁଠାରେ ତାଲିକାଭୁକ୍ତ କମ୍ପାନୀଗୁଡ଼ିକର ଶେୟାର ବା ଅଂଶଧନ କ୍ରୟ…
ସାଧୁ ଓ ଲେଖକ
ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍ ପୁରୁଷ। ସାଧୁ ବେଶଭୂଷା ଓ ଭାଷାର ଆକର୍ଷଣ ଥାଏ ସର୍ବକାଳୀନ। ସେଇଥି ପାଇଁ ତ ଏହାର…
ଇସ୍ରାଏଲ ପାଇଁ ସମସ୍ୟା
ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ ତାହା ଏଥିରୁ ପ୍ରତିଫଳିତ ହେଉଛି। ଯୁଦ୍ଧ ପ୍ରାରମ୍ଭରୁ ତାଙ୍କ ଲକ୍ଷ୍ୟଗୁଡ଼ିକ ସମ୍ପର୍କରେ ସେ…
ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…
ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ଗ୍ରାମର ପିତୃଷ କେରକେଟାଙ୍କ ପୁଅ ଏଫ୍ରେମ (୩୭)…

