Home

ବିମାନରେ ଅଭିନେତ୍ରୀଙ୍କ ଚଷମା ଚୋରି

ବିମାନରେ ଅଭିନେତ୍ରୀ ଗୌହର ଖାନଙ୍କ ଚଷମା ଚୋରି ହୋଇଯାଇଛି। ଏହି ପ୍ରସଙ୍ଗରେ ଦୃଷ୍ଟି ଦେବାକୁ ସେ ଏକ୍ସ ଜରିଆରେ ଏୟାରଲାଇନ୍ସକୁ ମଧ୍ୟ ଅନୁରୋଧ କରିଛନ୍ତି। ଗୌହର ଦୁବାଇରୁ ମୁମ୍ବାଇ ଫେରୁଥିବାବେଳେ ଏହି ଘଟଣା ଘଟିଛି। ସେ ଏକ୍ସରେ ଏୟାରଲାଇନ୍ସକୁ ଟ୍ୟାଗ କରି…

ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା…

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି

ମୋହଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାରଠୁ ଆରମ୍ଭ ହୋଇଛି। ଆଇଏସ ବିନ୍ଦ୍ରା ପଞ୍ଜାବ କ୍ରିକେଟ ଆସୋସିଏଶନ ମଇଦାନରେ ଖେଳାଯାଉଥିବା ପ୍ରଥମ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ଏଥର ବି ଦୀପାବଳିରେ ଫୁଟିବ ନାହିଁ ବାଣ, ଗ୍ରୀନ କ୍ରାକର୍ସକୁ ନେଇ କରାଯାଇଥିବା ଆବେଦନକୁ ଖାରଜ କଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ,୨୨।୯: ସୁପ୍ରିମକୋର୍ଟ ଶୁକ୍ରବାର ଦେଶରେ ବାରିୟମ ଧାରଣ କରିଥିବା ସବୁଜ କ୍ରାକର ତିଆରି କରିବାକୁ ଅନୁମତି ଦେବାକୁ ମନା କରି ଦେଇଛନ୍ତି। କେନ୍ଦ୍ର ସରକାର ଏବଂ ଅଗ୍ନିଶମ ଉତ୍ପାଦନକାରୀମାନେ କମ ପ୍ରଦୂଷଣ ଦାବି କରି ଏହି ଅଗ୍ନି ନିର୍ବାପକ ଉତ୍ପାଦନ ଏବଂ…

ଉଦୟପୁରରେ ପରିଣିତି-ରାଘବଙ୍କର ହେବ ଗ୍ରାଣ୍ଡ ଓ୍ବେଲକମ, ସ୍ବାଗତ ପାଇଁ ଲାଗିଲା ବଡ ପୋଷ୍ଟର

ମୁମ୍ବାଇ: ବଲିଉଡ ବିୟୁଟି ପରିଣିତି ଚୋପ୍ରା ଏବଂ ଏଏପି ନେତା ରାଘବ ଚଢାଙ୍କ ବିବାହକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ କିଛି ଦିନ ମଧ୍ୟରେ ଏହି ଦମ୍ପତି ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପାରିଣିତି…

ସଞ୍ଜୟ ଗାନ୍ଧୀ ହସ୍ପିଟାଲର ଲାଇସେନ୍ସ ରଦ୍ଦ, ଚିନ୍ତା ପ୍ରକଟ କଲେ ବରୁଣ

ଲକ୍ଷ୍ନୌ,୨୨ା୯: ଭାରତୀୟ ଜନତା ପାର୍ଟିର ବରୁଣ ଗାନ୍ଧୀ ଶୁକ୍ରବାର ଆମେଠିରେ ସଞ୍ଜୟ ଗାନ୍ଧୀ ହସ୍ପିଟାଲର ଲାଇସେନ୍ସକୁ ରଦ୍ଦ କରିବା ନେଇ ଚିନ୍ତା ପ୍ରକଟ କରିଛନ୍ତି ଏବଂ ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଉତ୍ତରପ୍ରଦେଶ ସରକାରଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ…

ସଞ୍ଜୟ ଦତ୍ତଙ୍କ ସହ ନଜର ଆସିବେ ଟାଇଗର

ମୁମ୍ବାଇ: ‘ହେରା ଫେରି’, ‘ଆୱାରା ପାଗଲ ଦିୱାନା’, ‘ଓ୍ବେଲକମ ଫ୍ରାଞ୍ଚାଇଜ’ ଭଳି ହିଟ ଫିଲ୍ମ ନିର୍ମାଣ କରିଥିବା ଫିରୋଜ ଏ ନାଡିଆଡୱାଲା ପୁଣି ଥରେ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ନିକଟରେ ନିର୍ମାତା ଏକ ଧମାକାଦାର ଘୋଷଣା କରିଛନ୍ତି।…

‘ଧ୍ୟାନ ହଟାଉଛନ୍ତି ମୋଦି ସରକାର, ବିଲ ଲାଗୁ କରିବାର ଅଛି ତ ଏବେ କରନ୍ତୁ’, ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୯: ମହିଳା ସଂରକ୍ଷଣ ବିଲ ସମ୍ପର୍କରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ଖୁବ ବର୍ଷିବା ସହ କହିଛନ୍ତି ସରକାର ଧ୍ୟାନ ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ଯଦି ସରକାରଙ୍କୁ ଏହି ବିଲ କାର୍ଯ୍ୟକାରୀ କରିବାକୁ ପଡିବ…

ମହିଳାଙ୍କ ଛାତିରେ ଅଟୋଗ୍ରାଫ ଦେଲେ ଟ୍ରମ୍ଫ, ଭିଡିଓ ଭାଇରାଲ ପରେ ଉଠିଲା ବିବାଦ

ଓ୍ବାଶିଂଟନ,୨୨।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଏବେ କିଛି ନା କିଛି କାରଣକୁ ନେଇ ରହୁଛନ୍ତି ଚର୍ଚ୍ଚାରେ। ଏଥର ବି ସେ ଏମିତି କିଛି କରିଛନ୍ତି ଯାହା ବିବାଦ ସୃଷ୍ଟି କରିଛି। ସୂଚନା ଅନୁସାରେ ଟ୍ରମ୍ପ ଆମେରିକାର ଲୋଭାରେ ନିଜର ନିର୍ବାଚନ ପ୍ରଚାର…

ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ପାକିସ୍ତାନ

ଇସଲାମାବାଦ,୨୨।୯: ବିଶ୍ୱକପ୍‌ ୨୦୨୩ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ ଶୁକ୍ରବାର ଦଳ ଘୋଷଣା କରିଛି। ବାବର ଆଜାମଙ୍କ ଅଧିନାୟିକତ୍ୱ ଦଳରେ ହସନ ଅଲିଙ୍କୁ ମଧ୍ୟ ସାମିଲ କରାଯାଇଛି। ଆହତ କାରଣରୁ ଦ୍ରୁତ ବୋଲର ନସିମ ଶାହାଙ୍କୁ ଟୁର୍ନାମେଣ୍ଟରୁ ବାଦ୍‌ ଦିଆଯାଇଛି। ଏସିଆ…

ପିଢି ପରେ ପିଢି ଏହି ନିଷ୍ପତ୍ତି ସହ ଏହି ଦିନର କରିବେ ଚର୍ଚ୍ଚା: ମୋଦି

ନୂଆଦିଲ୍ଲୀ,୨୨।୯: ସଂସଦର ଉଭୟ ଗୃହରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପରେ ଶୁକ୍ରବାର ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ମୁଖ୍ୟାଳୟରେ ନାରୀ ଶକ୍ତି ବନ୍ଦନ-ଅଭିନନ୍ଦନ କାର୍ଯ୍ୟକ୍ରମକୁ ସମ୍ବୋଧିତ…

ଲାଲୁ ଯାଦବଙ୍କୁ ସମନ, ୪ ଅକ୍ଟୋବରରେ ହାଜର ହେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବ ଏବଂ ରେଳ ଅଧିକାରୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଦିଲ୍ଲୀର ରୌଜ୍‌ ଏଭେନ୍ୟୁ କୋର୍ଟ ସମନ ଜାରି କରିଛନ୍ତି। ଲାଲୁ ଯାଦବ ରେଳ ମନ୍ତ୍ରୀ ଥିବା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri