ଗଡ଼ଗଡ଼ିଆଘାଟ ପାହାଚ ଭୁଶୁଡ଼ି ବିରାଟ ଗର୍ତ୍ତ
କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ମହାନଦୀ କୂଳରେ ଗଡ଼ଗଡ଼ିଆ ଘାଟରେ ନିର୍ମାଣ ହୋଇଥିବା କେତେକ ପାହାଚ ଧସିଯାଇଥିବା ଦେଖିବାକୁ ମିଳିଛି। ମାଟି ଧସିବା ଯୋଗୁ ସିମେଣ୍ଟ ନିର୍ମିତ ପାହାଚ ଭୁଶୁଡ଼ି ସେଠାରେ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ନିମ୍ନମାନର କାମ ନଚେତ ବର୍ଷା…
କାର୍ଯ୍ୟକ୍ଷମ ହୋଇପାରିନି ଅର୍ବାନ ହାଟ
କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଏପ୍ରିଲ ପୂରି ସେପ୍ଟେମ୍ବର ସରିବାକୁ ବସିଲାଣି। ହେଲେ କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ ଛତ୍ରବଜାର ଅର୍ବାନ ହାଟ। ଏପରିକି ଚଳିତ ମାସ ୧୬ ତାରିଖରେ ଏହାକୁ ଉଦ୍ଘାଟନ କରାଯାଇଥିଲା। ଲୋକାର୍ପଣ ହେବାର ୫ ଦିନ ପରେ ବି ଅର୍ବାନ ହାଟ…
ଅଶ୍ୱିନଙ୍କୁ ଦିନିକିଆ ଟିମ୍ରେ ମିଳିଛି ସୁଯୋଗ, ଦ୍ରାବିଡ କହିଲେ କାରଣ
ଚଣ୍ଡିଗଡ଼,୨୨।୯: ଭାରତୀୟ କ୍ରିକେଟ ଟିମ୍ ବିଶ୍ୱକପ୍ ୨୦୨୩ ପୂର୍ବରୁ ଶୁକ୍ରବାରଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ନିଜର ପ୍ରସ୍ତୁତିକୁ ଅନ୍ତିମ ରୂପ ଦେବାକୁ ଓହ୍ଲାଇବ। ଏହି ସିରିଜର ପ୍ରଥମ ଦୁଇ ମ୍ୟାଚ୍ରେ ବରିଷ୍ଠ ଖେଳାଳିଙ୍କୁ ଆରାମ ଦିଆଯାଇଛି।…
ଖାଦ୍ୟ, ପିଇବା ପାଣି ପାଇଁ ଡହଳବିକଳ
ଖୋର୍ଦ୍ଧା,୨୨ା୯(ପ୍ରଭାତ ପାଣିଗ୍ରାହୀ): ହୀରାକୁଦର ୨୪ଟି ଗେଟ୍ ଖୋଲିବା ପରେ ମହାନଦୀ ଫୁଲୁଛି। ଏହାର ଶାଖା ନଦୀ ରାଜୁଆର ପଛୁଆଜଳ ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତରେ ପ୍ରବେଶ କରିବାରୁ ୧୦ଟି ଗ୍ରାମର ଚାଷଜମି ଜଳମଗ୍ନ ହୋଇଛି। ହିରିମୂଳ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ…
ମାର୍କେଟ ବିଲ୍ଡିଂରେ ବଢ଼ୁଛି ସମସ୍ୟା, ଗ୍ରାହକ ହନ୍ତସନ୍ତ
ଭୁବନେଶ୍ୱର,୨୨।୯ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ବଜାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୭୫ବର୍ଷ ପୂର୍ବେ ହାତଗଣତି କେତେଜଣ ବ୍ୟବସାୟୀଙ୍କୁ ନେଇ ଗଠନ ହୋଇଥିବା ଏହି ମାର୍କେଟରେ ଏବେ ୧୭୦ରୁ ଊର୍ଦ୍ଧ୍ୱ ଦୋକାନ ଓ…
ଭାରତର ସମସ୍ତ ଅନୁଷ୍ଠାନ ଆରଏସଏସ ଦ୍ୱାରା ହୋଇଛି ପ୍ରଭାବିତ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୨।୯: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପୁଣିଥରେ ଭାରତରେ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛନ୍ତି। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ପରେ ସବୁକିଛି ବଦଳି ଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଭାରତ ବର୍ତ୍ତମାନ…
ବିପଦ ସଙ୍କୁଳ ବ୍ରିଜ ମରାମତି ଦାବି
ଦଶପଲ୍ଲା,୨୨ା୯(ପ୍ରକାଶ କୁମାର ପାଣି): ଦଶପଲ୍ଲା ଦୁର୍ଗା ବଜାରସ୍ଥିତ କୁଆଁରିଆ ନଦୀ ଉପରେ ଥିବା ବ୍ରିଜଟି ବିପଦସଙ୍କୁଳ ଅବସ୍ଥାରେ ରହିଛି। ବ୍ରିଜର ବିଭିନ୍ନ ସ୍ଥାନରେ ଏକାଧିକ ଖାଲ ସୃଷ୍ଟି ହୋଇଛି। ଫଳରେ ଯାତାୟତରେ ବାଧା ସୃଷ୍ଟି ହେଉଛି। ଯାତାୟତ ବେଳେ ଉକ୍ତ ଖାଲରେ…
ମୋବାଇଲ ଟାଓ୍ବାର କାମ ଅଧାପନ୍ତରିଆ
ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ପାଇଁ ନିର୍ମାଣ କରାଯାଉଥିବା ମୋବାଇଲ ଟାଓ୍ବାର କାମ ଦୀର୍ଘ ମାସ ହେଲା ଅଧାପନ୍ତରିଆ ଭାବେ ପଡିରହିଛି। ଏ ସଂକ୍ରାନ୍ତରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ…
ସ୍ବିଜରଲ୍ୟାଣ୍ଡରେ ବୁର୍କା ଉପରେ ନିଷେଧାଦେଶ, ଉଲ୍ଲଂଘନ କଲେ ଗଣିବେ ୧୧୦୦ ଡଲାର ଜରିମାନା
ବର୍ନ,୨୨।୯: ସ୍ବିଜରଲ୍ୟାଣ୍ଡରେ ନିଷିଦ୍ଧ ହୋଇଛି ବୁର୍କା। ବୁଧବାର ଦେଶରେ ରହୁଥିବା ମୁସଲମାନ ସମ୍ପ୍ରଦାୟକୁ ଏକ ବଡ଼ ଝଟ୍କା ଦେଇ ସଂସଦର ନିମ୍ନ ଗୃହ ବୁଧବାର ବୁର୍କା ନିଷିଦ୍ଧ ସପକ୍ଷରେ ମତ ଦେଇଛନ୍ତି। ତେବେ ଉଲ୍ଲଂଘନକାରୀଙ୍କ ପାଇଁ ୧୦୦୦ ଫ୍ୟାଙ୍କ(ପ୍ରାୟ ୧୧୦୦ ଡଲାର)…
ଠେଙ୍ଗାପାଳିରେ ସୁରକ୍ଷା ଜଙ୍ଗଲକୁ ବିପଦ
ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଦୁଡୁକିପାଜୁ ଗାଁର ଆଦିବାସୀମାନେ ଠେଙ୍ଗାପାଳିରେ କରିଥିବା ଜଙ୍ଗଲ ସୁରକ୍ଷାକୁ ବିପଦ ମାଡି ଆସିଛି। ଦୁଡୁକିପାଜୁର ଗ୍ରାମ୍ୟ ଜଙ୍ଗଲ ପାଦଦେଶରେ ହୋଇଥିବା ଫଳଗଛକୁ ଉପାଡି ଦେଇ ଜଣେ ଲୋକ କୋର୍ଟରେ ମାମଲା…
ଆଶ୍ରମ ସ୍କୁଲରେ ଅବ୍ୟବସ୍ଥା
ନୂଆଗାଁ,୨୨।୯(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ବିଦ୍ୟାଳୟଗୁଡ଼ିକ ନାନା ଅନିୟମିତତାରେ ଚାଲିଛି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ସମ୍ପୃକ୍ତ କର୍ମଚାରୀଙ୍କୁ ଅଧିକାରୀ ସୁରକ୍ଷା ଦେଉଥିବା ଅଭିଯୋଗ ହେଉଛି।…
ମୋଦି ଅଛନ୍ତି ତ ସବୁ ସମ୍ଭବ: ସ୍ମୃତି ଇରାନୀ
ନୂଆଦିଲ୍ଲୀ,୨୨।୯: ସଂସଦରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଖୁସି ବ୍ୟକ୍ତ କରିଛନ୍ତି। ଏହି ଐତିହାସିକ ମୁହୂର୍ତ୍ତ ପାଇଁ ସେ ସମସ୍ତଙ୍କୁ ପ୍ରଶଂସା କରିଥିଲେ। ସେ ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା…
Archives


