Home

ଆଜିଠୁ ବିଧାନସଭା

ଭୁବନେଶ୍ୱର,୨2ା୯(ଅନିଲ ଦାସ) ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ…

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୨/୯:ଗୁରୁବାର ଥିଲା ସ୍ବତନ୍ତ୍ର ଅଧିବେଶନର ଚତୁର୍ଥ ଦିନ। ଐତିହାସିକ ‘ନାରୀଶକ୍ତି ବନ୍ଦନ ଅଧିନିୟମ,୨୦୨୩’ ବୁଧବାର ଲୋକ ସଭାରେ ଦୁଇ-ତୃତୀୟାଂଶରୁ ଊର୍ଦ୍ଧ୍ୱ ସମର୍ଥନରେ ପାରିତ ହେବାର ଦିନକ ପରେ ରାଜ୍ୟ ସଭାରେ ଏହାକୁ ଆଗତ କରାଯାଇଥିଲା। ଦୀର୍ଘ ୧୧ ଘଣ୍ଟାର ବିତର୍କ ପରେ…

ମଣିପୁରରେ ସର୍ଚ୍ଚ ଅପରେଶନ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଇମ୍ଫାଲ,୨୧।୯: ହିଂସା ପ୍ରଭାବିତ ମଣିପୁରର ବିଭିନ୍ନ ଜିଲାରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା ପୋଲିସ କହିଛି। ଏଥିସହ ୧୨୭ଟି ଚେକ୍‌ ପୋଷ୍ଟ ନିର୍ମାଣ କରାଯିବା ସହ ଆଇନ ଅମାନ୍ୟ ଅଭିଯୋଗରେ ୮୭୩ ଜଣଙ୍କୁ…

ଚୋରି ଗାଡ଼ି ଝାଡ଼ଖଣ୍ଡରୁ ମିଳିଲା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରୁ ଗାଡ଼ି ଚୋରି ହେବା ଗାଡ଼ି ମାଲିକଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ନିକଟରୁ ଏକ ୧୦ ଚକିଆ ଟ୍ରକରେ ଶୋଇଥିବା ବେଳେ…

ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ବିରୋଧରେ ପୋଲିସରେ ଅଭିଯୋଗ

ଗୁଆହାଟୀ,୨୧।୯: କଂଗ୍ରେସର ଆସାମ ୟୁନିଟର ବରିଷ୍ଠ ନେତା ଦେବବ୍ରତ ସୌକିଆ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଛନ୍ତି। ଦଳର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବିରୋଧରେ ଘୃଣା ଭାଷଣ ଦେଇଥିବା ନେଇ ଅଭିଯୋଗ ହୋଇଛି। ଆସାମ ବିଧାନସଭାରେ…

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କଲା ବ୍ରିଟେନ

ଲଣ୍ଡନ,୨୧।୯: ବ୍ରିଟେନ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କରିଛି। ବ୍ରିଟିଶ ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲେିଭର୍ଲି ସୁରକ୍ଷା ପରିଷଦର ସୁଧାର ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଏହାକୁ ବିସ୍ତାର କରିବା ପାଇଁ ଭାରତ, ବ୍ରାଜିଲ,…

ମହିଳା ସଂରକ୍ଷଣ ବିଲ୍‌ ଉପରେ ହେମାମାଳିନୀ କହିଲେ…

ନୂଆଦିଲ୍ଲୀ,୨୧ା୯: ଭାଜପା ଏମ୍‌ପି ହେମାମାଳିନୀ ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ବିରୋଧ କରିବା ବିରୋଧୀଙ୍କ କାମ ଏବଂ ଶାସକ ଦଳ ଏହାକୁ ନେଇ ଜମା ବ୍ୟସ୍ତ ନୁହନ୍ତି। ଗୁରୁବାର ନୂଆଦିଲ୍ଲୀରେ ସଂସଦର…

ମନୁଷ୍ୟ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ଏପରି କହିଛନ୍ତି ଚାଣକ୍ୟ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…

ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ ନାଇଟ୍‌ କର୍ଫ୍ୟୁ କଡ଼ାକଡ଼ି କଲା ଜେୟୁ

କୋଲକାତା,୨୧ା୯: ଭାରତର ଯାଦବପୁର ବିଶ୍ୱବିଦ୍ୟାଳୟ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା ପରେ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ ନୂତନ ନିୟମ ଲାଗୁ କରିଛି। ଛାତ୍ରମାନେ ବର୍ତ୍ତମାନ ରାତି ୧୦ଟା ପରେ ହଷ୍ଟେଲ ଅଧୀକ୍ଷକଙ୍କଠାରୁ ଅନୁମତି ନେବା ଆବଶ୍ୟକ ଏବଂ ପରିଦର୍ଶକମାନଙ୍କୁ କେବଳ ନିର୍ଦ୍ଦିଷ୍ଟ…

ଚାଷୀଙ୍କୁ ମିଳିନି ଫସଲ ବୀମା ରାଶି, ଘେରିଲେ ସମବାୟ ସମିତି କାର୍ଯ୍ୟାଳୟ

ସିଂହପୁର,୨୧ା୯(ଅନଙ୍ଗ ଉଦୟ ବେଉରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି କୃଷିସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଶହଶହ ଚାଷୀ ଦୀର୍ଘ ୩ ଘଣ୍ଟା କାଳ ଘେରି ରହିଥିଲେ। ସୂଚନାଯୋଗ୍ୟ, ୨୦୨୩ ଖରିଫ ଋତୁ ଫସଲ କ୍ଷତି ବାବଦ…

୧୨ ବର୍ଷ ପରେ ଫେରୁଛି ଏହି ଶୋ’, ସଲମାନଙ୍କୁ ଦେବ ଟକ୍କର

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଶୋ’ ବିଗ ବସ୍‌ ସିଜନ-୧୭କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଅଙ୍କିତା ଲୋଖଣ୍ଡେ ଏବଂ ୟୁଟ୍ୟୁବର୍‌ ଅରମାନ ମଲିକଙ୍କ ନାମ ଏହି ଶୋ’ରେ ଫାଇନାଲ ପ୍ରତିଯୋଗୀ ଭାବରେ ନାମ ପ୍ରାୟ ଚୂଡ଼ାନ୍ତ ବୋଲି କୁହାଯାଉଛି। ବର୍ତ୍ତମାନ…

ବକେୟା ଦରମା ପ୍ରଦାନ ଦାବିରେ ଓଏଭି କର୍ମଚାରୀଙ୍କ ଧାରଣା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୯ଟି ବ୍ଲକରେ ଥିବା ୯ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେବ ସେମାନଙ୍କର ବକେୟା ଦରମା ଦେଉ ନ ଥିବା ଓ ଅଭିଯୋଗ କଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri