ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ Vinoo Mankad Trophy ପାଇଁ ତାଙ୍କୁ ଦିଲ୍ଲୀ ପୁରୁଷ ଅଣ୍ଡର-୧୯ ଟିମ୍ର ଅଧିନାୟକ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗମ୍ଭୀର ସ୍ୱଚ୍ଛତା ଅଭାବ ଯୋଗୁ କ୍ରିଏଟିଭ୍…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ମହିଳା ତାଙ୍କ ଦିବ୍ୟାଙ୍ଗ…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ ରେଡ୍ଡୀଙ୍କ ପରିବାରକୁ ୧୦ ଲକ୍ଷ ଅର୍ଥ ରାଶି ପ୍ରଦାନ କରାଯାଇଛି। ଛତ୍ରପୁର ବିଧାୟକ…
ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର ମାଧ୍ୟମରେ ରାତାରାତି ଖ୍ୟାତି ଅର୍ଜନ କରିଥିଲେ। ଆଜି ସେ ଭାରତ ତଥା ବିଦେଶରେ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ ୩ ଜଣ ଆହତ ହୋଇଥିଲେ। ଶନିବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା…
ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ
ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା ହେଉଛି। ଅନେକ ରିପୋର୍ଟରୁ ଜଣାପଡ଼ିଥିଲା ଯେ ଅଖତର ପିସିବି (PCB) ଅଧ୍ୟକ୍ଷ ମୋହସିନ…
ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର ମୁକାବିଲା କରିବ; ବିଶେଷ ଭାବରେ, ଅକ୍ଟୋବର ୬ରୁ ‘ଇଣ୍ଡିଆ ଏ’ (India A)…
ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ
ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଭାଜପା ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିବାବେଳେ ପଶ୍ଚିମବଙ୍ଗରୁ ରୁକ୍ମିଣୀ ମଲ୍ଲିକ (କୋଏଲ…
ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….
ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ ଚର୍ଚ୍ଚିତ ‘ମୁନ୍ନାଭାଇ’ ଅନ୍ଦାଜରେ ରାଜନୈତିକ ବ୍ୟଙ୍ଗ କରିଛନ୍ତି । ପ୍ରାୟ ୫ ମିନିଟ୍…

