Home

ଗଣେଶ ପୂଜା ବାସି ଭୋଗ ଖାଇ ୫୮ ଜଣ ଅସୁସ୍ଥ

ବୌଦ୍ଧ/ପୁରୁଣାକଟକ,୨୧ା୯-(ଅଜିତ କୁମାର ବାରିକ/ ସୁକାନ୍ତ କୁମାର ପଟନାୟକ ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତର ମୁଷାଡ ଗ୍ରାମରେ ଗଣେଶ ପୂଜା ବାସି ଭୋଗ ଖାଇ ବୁଧବାର ୫୮ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ମହିଳା…

ଆଲଝିମର୍ସ: ସତର୍କତା ଜରୁରୀ

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲଝିମର୍ସ’ ଅନ୍ୟତମ। ଆଲୋଏ ଆଲଝିମର୍ସ ନାମକ ଜଣେ ଡାକ୍ତରଙ୍କ ନାମରେ ଏହି ରୋଗଟି ନାମିତ। କାରଣ ସେ ଥିଲେ ଏହି ରୋଗର ଆବିଷ୍କର୍ତ୍ତା। ହେଲେ ୧୯୦୭ ମସିହାରେ ଆବିଷ୍କୃତ ଏହି ରୋଗଟି…

କାନାଡାରେ ଭାରତୀୟ ହିନ୍ଦୁଙ୍କ ପ୍ରତି ବିପଦ

ନୂଆଦିଲ୍ଲୀ,୨୧ା୯ : ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜାରଙ୍କୁ ହତ୍ୟା ଘଟଣାରେ ଭାରତର ସମ୍ପୃକ୍ତି ଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅଭିଯୋଗ କରିବା ପରେ ଦୁଇଦେଶ ମଧ୍ୟରେ ସମ୍ପର୍କ ଖରାପ ହୋଇପଡ଼ିଛି। ପରସ୍ପର ଜଣେ ଲେଖାଏ କୂଟନୀତିଜ୍ଞ ବହିଷ୍କାର କରିଛନ୍ତି।…

ଯୁକ୍ତ୨ରେ ଖାଲି ପଡ଼ିଛି ଲକ୍ଷେ ସିଟ୍‌

ଭୁବନେଶ୍ୱର, ୨୧।୯(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଶେଷ ହୋଇଛି। ହେଲେ ଏବେ ବି ୧ଲକ୍ଷରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ୧,୪୦,୨୫୭ଟି ସିଟ୍‌ ଖାଲି ପଡ଼ିଥିଲା।…

ଧାର୍ଯ୍ୟ ଲଗ୍ନରେ ମା’ଙ୍କୁ ଲାଗିହେଲା ନବାନ୍ନ

ସମ୍ବଲପୁର,୨୧। ୯ (ଶୁଭାଶିଷ ପାଢ଼ୀ) ପଶ୍ଚିମ ଓଡ଼ିଶାବାସୀ ବୁଧବାର ଧୁମ୍‌ଧାମ୍‌ରେ ନୂଆଁଖାଇ ପାଳିଛନ୍ତି। ପ୍ରତି ଜିଲାରେ ନିଜ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ପରେ ପରିବାର ଏକାଠି ହୋଇ ନୂଆଁ ଖାଇଥିଲେ। ପଶ୍ଚିମ ଓଡ଼ିିଶା ଅନ୍ତର୍ଗତ ନୂଆପଡ଼ା ଜିଲାର ଟାନୱାଟ କଣା…

ଆଜେରବାଇଜାନ ନାଗର୍ନୋ-କରାବାଖ ଅଞ୍ଚଳକୁ ଦଖଲ କଲା, ଆର୍ମେନିଆ ଯୁଦ୍ଧ ବନ୍ଦ କରିବାକୁ ରାଜି…

ବାକୁ, ୨୧।୯: ନାଗର୍ନୋ-କରାବାଖର ବିଚ୍ଛିନ୍ନ ଅଞ୍ଚଳ ଉପରେ ଆଜେରବାଇଜାନ ଏହାର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଘୋଷଣା କରିଛି। ଏହାପୂର୍ବରୁ ଆର୍ମେନିଆ ସୈନିକମାନେ ଆତ୍ମସମର୍ପଣ କରିଥିଲେ। ଏହା ସହ ଆର୍ମେନିଆ ଆଜେରବାଇଜାନ ସହ ଅସ୍ତ୍ରବିରତି  କରିବାକୁ ରାଜି ହୋଇଛି। ଅସ୍ତ୍ରବିରତି ହେବାର ଏକ ଘଣ୍ଟା…

ରୁଷିଆକୁ ଭେଟୋ ଶକ୍ତିରୁ ବଞ୍ଚିତ କରାଯିବା ଉଚିତ: ୟୁଏନଏସସିରେ ଜେଲେନସ୍କି…

ନ୍ୟୁୟର୍କ,୨୧।୯: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜାତିସଂଘ ସୁରକ୍ଷା ପରିଷଦକୁ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ରୁଷିଆକୁ ୟୁକ୍ରେନ ସହ ଯୁଦ୍ଧ କରିଥିବାରୁ ସମାଲୋଚନା କରିଥିଲେ। ଏଥିସହ ସେ ରୁଷିଆରୁ ଭିଟୋ ଶକ୍ତି ଛଡ଼ାଇବାକୁ ଦାବି କରିଛନ୍ତି।…

ବୁଗୁଡ଼ା-ପୋଲସରା ରାସ୍ତା ମଝିରେ ଆଣ୍ଠୁଏ ଖାଲ

ବୁଗୁଡ଼ା,୨୦ା୯(କାଳୀଚରଣ ଦାଶ): ବୁଗୁଡ଼ା-ପୋଲସରା ମୁଖ୍ୟ ରାସ୍ତା ମଝିରେ ଆଣ୍ଠୁଏ ଖାଲ ଯୋଗୁ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନିକ ଉଦାସୀନତା ହେତୁ ତାହାର କୌଣସି ପ୍ରତିକାର ବ୍ୟବସ୍ଥା ହୋଇ ପାରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ କପୁର

ମୁମ୍ବାଇ,୨୦ା୯: ବଲିଉଡ୍‌ ଅଭିନେତା ଅନିଲ କପୁର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ସେ ଅଦାଲତରେ ନିଜର ବ୍ୟକ୍ତିଗତ ଅଧିକାରର ସୁରକ୍ଷା ପାଇଁ ନିବେଦନ କରିଛନ୍ତି। କାରଣ ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କ ନାମ ଓ ପରିଚୟକୁ ନେଇ ଅପବ୍ୟବହାର କରାଯାଉଥିବାରୁ ସମାଜରେ…

ରାସ୍ତାକଡ଼ରୁ ବୃଦ୍ଧଙ୍କ ମୃତଦେହ ଜବତ

ମୋରଡ଼ା,୨୦ା୯(ସ୍ମାରକୀ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପୁରୁଣାପାଣି-ଗଡ଼ିଗାଁ ରାସ୍ତାର ଟିଆଁସି ନିକଟ ରାସ୍ତାକଡ଼ରେ ବୁଧବାର ଅପରାହ୍ନରେ ଜନୈକ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ମୋରଡ଼ା ଥାନା…

କୋଲକାତାରେ ବିମାନର ଜରୁରୀ ଅବତରଣ

କୋଲକାତା,୨୦ା୯: ଓ୍ବିଣ୍ଡଶିଲ୍ଡରେ ଫାଟ ଦେଖାଯିବାରୁ ବୁଧବାର ମୁମ୍ବାଇ ଯାଉଥିବା ସ୍ପାଇସ୍‌ଜେଟ୍‌ର ଏକ ବିମାନକୁ କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ସ୍ପାଇସ୍‌ଜେଟ୍‌ ବି୭୩୭ ବିମାନରେ ୧୭୬ ଯାତ୍ରୀ ଏବଂ ୬ ଜଣ କ୍ୟାବିନ୍‌ କ୍ରିଉ…

ମୋ’ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାରୁ ମୁଁ କୃତଜ୍ଞ: ପ୍ରମିଳା

ଭୁବନେଶ୍ୱର,୨୦ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତ। ଏ ନେଇ ବିଜେଡି ପକ୍ଷରୁ ବୁଧବାର ତାଙ୍କ ନାମ ଘୋଷଣା କରାଯାଇଛି। ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri