Home

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି ମ୍ୟାଚ ୧୦ ଜୁଲାଇରୁ ଲଣ୍ଡନର ଲର୍ଡସରେ ଅନୁଷ୍ଠିତ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ ତେଲ ଏବଂ ଗ୍ୟାସର ଅଭାବର ସମ୍ମୁଖୀନ ହେଉଥିଲା। ତଥାପି, ଦୁଇ ରାଷ୍ଟ୍ର ମଧ୍ୟରେ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି ବିଶୋଧନାଗାର ସହରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଇନ୍ଧନ ପ୍ରକ୍ରିୟାକରଣ ସୁବିଧା ମଧ୍ୟରୁ ଗୋଟିଏ। ସୋସିଆଲ…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ଦୁଇଟି ଆସନ ପାଇଁ ବିଜୟୀ ହୋଇଥିଲେ; ତାଙ୍କୁ ଭାରତୀୟ ଜନତା ପାର୍ଟିର…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ ମାମଲା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ଯୁବକ ଉକ୍ତ ଯୁବତୀଙ୍କୁ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ କରିଛି ଯେ ଯଦି ଏହି ବିଶ୍ୱ ସଙ୍କଟ ଏକକାଳୀନ ଭାବରେ ବୃଦ୍ଧି ପାଏ,…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ ବିବରଣୀ ଆଦି ପାଇବା ଉଦ୍ଦେଶ୍ୟରେ ୨୦୦୫ରେ ସୂଚନା ଅଧିକାର ଆଇନ ତିଆରି ହୋଇଥିଲା।…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ ଚାହୁଁଛନ୍ତି ଯେ ପରୀକ୍ଷା ପତ୍ର ଲିକ ହେବା ଭଳି ଜଟିଳ ପରିସ୍ଥିତିରେ ବେଆଇନ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ କେନ୍ଦ୍ରାଞ୍ଚଳ IGଙ୍କୁ ଚିଠି ଲେଖି ଗୁହାରି…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି ଘଣ୍ଟା ପରେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇ ପୁଣି ଥରେ ଇରାନ…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର କରିଛନ୍ତି।…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ ବର୍ଷ ପ୍ରସଙ୍ଗ ଥିଲା ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଆଲୋଚନା ଓ କର୍ମଶାଳା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?