ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…
ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, କମ୍ପାନୀକୁ ଏହାର ଉତ୍ପାଦଗୁଡ଼ିକର ମୂଲ୍ୟ ବୃଦ୍ଧି କରିବାକୁ…
ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ
ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ୨୪…
କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ
କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କେସିଙ୍ଗାର ୧୨ଟି ୱାର୍ଡର ବିଭିନ୍ନ ଜାଗାରେ ହିତାଧିକାରୀଙ୍କୁ ବୁଧବାର ଠାରୁ ଆରମ୍ଭ…
ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…
ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…
ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍ ଦିବସ, ଅଧିକ ସଚେତନତା ଆବଶ୍ୟକ
ଅଟିଜିମ୍ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି ଲାଗି ପ୍ରତିବର୍ଷ ଜୁନ୍ ୧୮କୁ ‘ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍ ଦିବସ’ ଭାବରେ ପାଳନ…
୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗୃହ ବିଭାଗର ରିପୋର୍ଟ ମୁତାବକ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଓ ଏହାର…
ଓଏଏସ୍ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍ଡିଏମ୍ଏ (ଓସ୍ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ…
ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ
ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ ବରଗଡ଼ ଜିଲା ଶିକ୍ଷା ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା…
ଫିଲ୍ମ ଷ୍ଟାଇଲ୍ ଲୁଟ୍ ପରେ ପୋଲିସର ଏନ୍କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର
ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦୁଇ ଅପରାଧୀଙ୍କୁ ଏନ୍କାଉଣ୍ଟର କରିଥିବା ଜଣାପଡ଼ିଛି । ଗୁଳିମାଡ଼ ପରେ…
ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍ ସ୍ୱାକ୍ଷର କଲେ…
ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର…
ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍ ଟ୍ରେଡ୍ ଡିଲ୍
ଏଭିଆନ୍-ଲେସ୍-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର ପ୍ରାୟ ବର୍ଷେ ପରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ୍…
ମୋଦିଙ୍କୁ ଭେଟିବା ପରେ ଭନ୍ ଡେର୍ ଲେୟେନ୍ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…
ଏଭିଆନ୍-ଲେସ୍ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର ଇୟୁ ନେତା ଉର୍ସୁଲା ଭନ୍ ଡେର୍ ଲେୟେନ୍ ଘୋଷଣା କରିଛନ୍ତି। ଜି-୭ ସମିଟ୍…

