Home

ଅଧିକାର ପାଇଁ ରାଜରାସ୍ତାରେ ଶିକ୍ଷୟିତ୍ରୀ ଶିକ୍ଷକ

ଭୁବନେଶ୍ୱର,୧୭।୮(ଅନୁରାଧା ମହାରଣା)ଦାବି ଦିବସରେ ନିଜ ଅଧିକାର ପାଇବାକୁ ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସମାନ କାମକୁ ସମାନ ଦରମା ସହ ୧୦ଦଫା ଦାବି ନେଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ବୁଧବାର ଓଡ଼ିଶା ମାଧ୍ୟମିକ…

ପ୍ରୋଜେକ୍ଟ ‘ସ୍ପର୍ଶ’ର ଶୁଭାରମ୍ଭ

ଭୁବନେଶ୍ୱର,୧୭।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି) ର ସାମାଜିକ ଅନୁଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନ ଏବଂ ଅନୁଗୋଳ ଜିଲା ପ୍ରଶାସନ ସହଭାଗିତାରେ ପ୍ରୋଜେକ୍ଟ ‘ସ୍ପର୍ଶ’ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଲାରେ ଶିଶୁ ମୃତ୍ୟୁ ହାର ଏବଂ ମାତୃ…

ଭୁବନେଶ୍ୱରରୁ ଓଡ଼ିଶା ପ୍ରୋପାଗଣ୍ଡା ମୁଖ୍ୟ ଗିରଫ

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଏସ୍‌ଟିଏ କ୍ରିପ୍ଟୋ ଟୋକନ୍‌’ ନାଁରେ ଲୋକଙ୍କୁ ଭୁଆଁ ବୁଲାଇ ହଜାରେ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଭୁବନେଶ୍ୱରରୁ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ରତ୍ନାକର ପଲାଇ (୪୫)। ରତ୍ନାକର ଓଡ଼ିଶା…

ବିପଜ୍ଜନକ ସ୍ଥିତିରେ ନାଟମଣ୍ଡପ, ଜଗମୋହନ

କଟକ,୧୭ା୮ (କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିରରେ ନାଟମଣ୍ଡପ ଓ ଜଗମୋହନ ବିପଜ୍ଜନକ ସ୍ଥିତିରେ ରହିଛି। କୌଣସି ମୁହୂର୍ତ୍ତରେ ଅଘଟଣ ଘଟିପାରେ। ତେଣୁ ଶ୍ରୀମନ୍ଦିର ନିରାପତ୍ତା ଦୃଷ୍ଟିରୁ ନାଟମଣ୍ଡପ ଭିତରେ ଫାଟିଥିବା ବିମ୍‌ ଏବଂ ଜଗମୋହନର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଅଗ୍ରାଧିକାର ଭିତ୍ତିରେ…

ନକଲି ଆର୍ମି ଅଫିସର ଗିରଫ

ପୁରୀ,୧୭ା୮(ଅଜିତ ମହାନ୍ତି)ପୁରୀ ତାଳବଣିଆସ୍ଥିତ ଇନ୍‌ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ସମାରୋହ ଅବସରରେ ମଙ୍ଗଳବାର ଜଣେ ନକଲି ଆର୍ମି ଅଫିସରଙ୍କୁ ପୋଲିସ ଗିରଫ କରିଛି। ସେ ଆର୍ମି ପାରା କମାଣ୍ଡୋ ବେଶରେ ସମାରୋହ ସ୍ଥଳକୁ ଆସିଥିଲେ। ଗିରଫ ହୋଇଥିବା ନକଲି…

ଅଡିଓ କ୍ଲିପ୍‌ ଭାଇରାଲ: ଏତଲା ଦେଲେ ପରିବାର ଲୋକେ

ମାହାଙ୍ଗା, ୧୭ା୮ (ଯଯାତି ସିଂହ)କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ୨ ମାସ ପରେ ଏକ ଅଡିଓ କ୍ଲିପ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁ ଅଡିଓରେ ନାବାଳିକାଙ୍କ ମୃତ୍ୟୁକୁ…

ସାପଚୋରି ର଼୍ୟାକେଟ୍‌ ଠାବ

ଭୁବନେଶ୍ୱର, (ଅସମାପିକା ସାହୁ)/ବାଲେଶ୍ୱର, ୧୭।୮(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ପଞ୍ଚୁପାଲି ଗ୍ରାମରେ ବାଲେଶ୍ୱର ବନଖଣ୍ଡ ପକ୍ଷରୁ ଚଢ଼ାଉ କରାଯାଇ ୨୯ଟି ନାଗ ସାପ ଜବତ ସହ ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭୋଗରାଇ ଅଞ୍ଚଳର…

ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର ଡିପିଆର୍‌ ଚୂଡ଼ାନ୍ତ

ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍‌ଆର୍‌ସି ଏହି ଡିପିଆର୍‌ ପ୍ରଦାନ କରିଛି ।…

ମଦ ପିଇ ଇଫେଲ୍‌ ଟାଓ୍ବାର ଚଢ଼ିଲେ ପର୍ଯ୍ୟଟକ

ପ୍ୟାରିସ, ୧୭।୮: ପ୍ୟାରିସର ଇଫେଲ୍‌୍‌ ଟାଓ୍ବାରରେ ଦୁଇ ମଦ୍ୟପ ଆମେରିକୀୟ ପର୍ଯ୍ୟଟକ ଗତ ସୋମବାର ଉନ୍ମତ୍ତକାଣ୍ଡ ଭିଆଇଥିଲେ। ଉଭୟେ ଟାଓ୍ବାରର ଦ୍ୱିତୀୟ ଏବଂ ତୃତୀୟ ମହଲା ମଝିରେ ଶୋଇ ପଡିଥିଲେ। ଟାଓ୍ବାର ପରିଚାଳନା କର୍ତ୍ତୃପକ୍ଷଙ୍କ ସୂଚନାନୁସାରେ ଉଭୟ ପର୍ଯ୍ୟଟକ ଟାଓ୍ବାରରେ ପ୍ରବେଶ…

ଆର୍‌ପିଏଫ୍‌ କନ୍‌ଷ୍ଟେବଳ ବହିଷ୍କୃତ

ମୁମ୍ବାଇ,୧୭।୮: ଜୟପୁର-ମୁମ୍ବାଇ ଏକ୍ସପ୍ରେସ୍‌ ଗୁଳିକାଣ୍ଡ ଘଟଣାର ଅଭିଯୁକ୍ତ ଆର୍‌ପିଏଫ୍‌ କନ୍‌ଷ୍ଟେବଳ ଚେତନ ସିଂଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଗତ ୧୧ ତାରିଖରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇବା ଲାଗି କୋର୍ଟ ନିର୍ଦ୍ଦେଶ ଦେବା ପରେ ଚେତନ ବର୍ତ୍ତମାନ…

ଅସରାଏ ବର୍ଷାରେ ବୁଡ଼ିଲା ଡାକ୍ତରଖାନା ପରିସର

ମୋରଡ଼ା,୧୬ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ମୁଖ୍ୟ ଡାକ୍ତରଖାନା ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଅସରାଏ ବର୍ଷା ହେଲେ ଉକ୍ତ ଡାକ୍ତରଖାନାର ଅବସ୍ଥା ବିଗିଡ଼ି ଯାଉଛି। ରୋଗୀମାନେ ଚିକିତ୍ସିତ ହେବା ପାଇଁ ଡାକ୍ତରଖାନାକୁ ଯାଉଥିବା ବେଳେ…

ବଜ୍ରପାତ ନେଲା ୮ ଜୀବନ

ରୂପସା(ବାଞ୍ଛାନିଧି ଦେ)/ବସ୍ତା(ହରିଶଙ୍କର ପାଢୀ)/ତିହିଡ଼ି/ଚାନ୍ଦବାଲି(ସଞ୍ଜିତ୍‌ ବଳ/କିଶାନ ପାତ୍ର/ଅଶୋକ ପଣ୍ଡା)/ବୈଶିଙ୍ଗା( ରତନ ଦାଶ), ୧୬ା୮- ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ବୁଧବାର ବଜ୍ରପାତ ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲାରେ ୪, ଭଦ୍ରକରେ ୩ ଓ ମୟୂରଭଞ୍ଜ ଜିଲାରେ ଜଣଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri