Home

ଖତ ଖାଉଛି ମୂଲ୍ୟବାନ୍‌ କାଠ

ବିଶ୍ରା,୧୭ା୧୧( ବଟକୃଷ୍ଣ ସ୍ବାଇଁ): ଖତ ଖାଉଛି ମୂଲ୍ୟବାନ୍‌ କାଠ। ଟେଣ୍ଡର ଆହ୍ବାନ ନାହିଁ କି ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ସୁନ୍ଦରଗଡ଼ ଜିଲା ସୀମାନ୍ତ ରାଉରକେଲା ବନ ମଣ୍ଡଳ ଅଧୀନରେ ଥିବା ବିଶ୍ରା ବନାଞ୍ଚଳରେ ଏଭଳି ଦୃଶ୍ୟ…

ପୁଣି ଭାରତକୁ ନାଲିଆଖି ଦେଖାଇଲା କାନାଡ଼ା

ଓଟାଓ୍ବା,୧୭।୧୧: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ କାନାଡା-ଭାରତ ସମ୍ପର୍କର ତିକ୍ତତା କମିବାର ନାଁ ଧରୁନି। ସମ୍ପ୍ରତି ବ୍ୟବସାୟ ପରିପ୍ରେକ୍ଷୀରେ ଦୁଇ ଦେଶ ମଧ୍ୟରେ ସ୍ଥିତିରେ ସୁଧାର ଆସୁଥିବାର ଦେଖାଯାଉଥିଲା। କିନ୍ତୁ କାନାଡାର ଜଣେ ବରିଷ୍ଠ ମନ୍ତ୍ରୀ ସୂଚାଇ…

ବିଶ୍ୱକପ୍‌ ଫାଇନାଲ୍‌ରେ ଅଷ୍ଟ୍ରେଲିଆର ମୁଣ୍ଡବିନ୍ଧା ସାଜିବେ ଏହି ୫ ଭାରତୀୟ ଖେଳାଳି

ଅହମ୍ମଦାବାଦ,୧୭।୧୧:ବିଶ୍ୱକପ ୨୦୨୩ର ଫାଇନାଲ ମ୍ୟାଚ ନଭେମ୍ବର ୧୯ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବ। ଏଥର ଟାଇଟଲ ଜିତିବା ପାଇଁ ୫ ଜଣ ଭାରତୀୟ ଖେଳାଳିଙ୍କ ପ୍ରଦର୍ଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ।…

ମଧ୍ୟପ୍ରଦେଶ, ଛତିଶଗଡ ମତଦାତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅପିଲ, ଗଣତନ୍ତ୍ର ପାଇଁ ପ୍ରତ୍ୟେକ ଭୋଟ ମୂଲ୍ୟବାନ

ନୂଆଦିଲ୍ଲୀ,୧୭।୧୧: ଆଜି ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ମତଦାନ ଆରମ୍ଭ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସମସ୍ତ ମତଦାତାଙ୍କୁ ମୋର ନିବେଦନ ଯେ ସେମାନେ ନିଜର ମତାଧିକାରର ପ୍ରୟୋଗ…

ଭାଜପା ରୁଟି ଓଲଟାଇ ନାହିଁ, ସେଥିପାଇଁ ଜଳିଗଲା: ପିସି ଶର୍ମା

ଭୋପାଳ,୧୭।୧୧:ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଚାଲିଛି। ବିଭିନ୍ନ ଦଳର ନେତାମାନେ ଭୋଟ ଦେବାକୁ ଆସୁଛନ୍ତି। ସେହି କ୍ରମରେ ଭୋପାଳ ଦକ୍ଷିଣ ଆସନରୁ ବିଧାୟକ ତଥା କଂଗ୍ରେସ ପାର୍ଟି ପ୍ରାର୍ଥୀ ପିସି ଶର୍ମା ମଧ୍ୟ ମତଦାନ କେନ୍ଦ୍ରରେ ପହଞ୍ଚିଛନ୍ତି। ମତଦାନ ବୁଥରେ…

ଶୀତ ବଢୁଛି, ପର୍ଯ୍ୟଟକଙ୍କ ସୁଅ ଛୁଟୁଛି

ଦାରିଙ୍ଗବାଡି,୧୭ା୧୧(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ତାପମାତ୍ରା ହ୍ରାସ ପାଇବା ସହ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଲଘୁଚାପ ବର୍ଷା ସମ୍ପୂର୍ଣ୍ଣ ଛାଡିଯାଇଛି। ଏବେ ଦିନରେ ଖରା ହେବା ସହ ଅପରାହ୍ନରୁ…

୧୦ ମାସରେ ୩୩୭ ଦୁର୍ଘଟଣା, ୧୫୦ ଜୀବନହାନି

ଢେଙ୍କାନାଳ,୧୭ା୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା ବୈଠକରେ ଅଧ୍ୟକ୍ଷତା କରି ପୂର୍ବ ଏବଂ ଚଳିତ ବୈଠକର ନିଷ୍ପତ୍ତିକୁ କଡାକଡି ଭାବେ…

ବ୍ୟବସ୍ଥା ନ ଥିବାରୁ ବାରଣ୍ଡାରେ

ବଇଣ୍ଡା,୧୭ା୧୧ (ପରିକ୍ଷିତ ସାହୁ): ଛାତ୍ରୀଛାତ୍ରଙ୍କୁ ନେଇ ଭରପୂର ଅଛି ବିଦ୍ୟାଳୟ। ହେଲେ ଶିକ୍ଷାଦାନ ପାଇଁ ଏଠାରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ବିଶେଷକରି ଆବଶ୍ୟକ ଶ୍ରେଣୀଗୃହ ବ୍ୟବସ୍ଥା ନ ଥିବାରୁ ଅନେକ ସମୟରେ ବାରଣ୍ଡାରେ ହେଉଛି ପାଠପଢ଼ା। ସେହିପରି ଶୌଚାଳୟ, ବିଶୁଦ୍ଧ ପାନୀୟ…

ଆଇଫୋନ୍‌ ଗ୍ରାହକଙ୍କ ପାଇଁ ଖୁସି ଖବର: କମ୍ପାନୀ ମାଗଣାରେ ୨ ବର୍ଷ ପାଇଁ ଦେବ ଏହି ସର୍ଭିସ

ଓ୍ବାଶିଂଟନ୍‌,୧୭।୧୧: ଆଇଫୋନ୍‌ ଧରୁଥିବା ଗ୍ରାହକଙ୍କ ପାଇଁ ଖୁସି ଖବର। ଜରୁରୀକାଳୀନ ଏସ୍‌ଓଏସ୍‌ ଫିଚର ଆଇଫୋନ ୧୪ ୟୁଜର୍ସଙ୍କୁ ଆଉ ୨ ବର୍ଷ ମାଗଣାରେ ପ୍ରଦାନ କରିବ ଆପଲ କର୍ମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। କମ୍ପାନୀର ସିଇଓ ଟିମ କୁକ ଏକ୍ସ ପୋଷ୍ଟ…

ଗୁଣିଗାରେଡ଼ିରୁ ହତ୍ୟା: ୧୭ ଜଣଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର/ଯାଜପୁର ରୋଡ/ କଳିଙ୍ଗନଗର, ୧୭ା୧୧ (ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି/ ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ନିମପଲ୍ଲୀ ଗ୍ରାମ ସୁରିସାହିରେ ବୃଦ୍ଧ ଦମ୍ପତିଙ୍କୁ ଜିଅନ୍ତା ପୋଡ଼ି ହତ୍ୟା କରିବା ମାମଲାର ରାୟ…

ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ

ରାୟପୁର,୧୭।୧୧:ଛତିଶଗଡ଼ ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୭୦ଟି ଆସନ ପାଇଁ ମତଦାନ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୯୫୮ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ୭୦ଟି ଆସନରେ ମୋଟ ଭୋଟରଙ୍କ ସଂଖ୍ୟା ହେଉଛି…

ପୁଣିଥରେ ନନ୍ଦନକାନନ ରୋପ୍‌ୱେର ମଜା ନେବେ ପର୍ଯ୍ୟଟକ

ବାରଙ୍ଗ,୧୭।୧୧(ଲିଙ୍ଗରାଜ ରାଉତ): ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ନେବେ। ଏହି ବହୁପ୍ରତୀକ୍ଷିତ ରୋପ୍‌ୱେ ଶୁକ୍ରବାର ଉଦ୍‌ଘାଟନ ହେବାକୁ ଯାଉଛି। ଅପରାହ୍ନ ୪ଟାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?