Home

ପିଜିଆଇର ନୂତନ କଲେକ୍ସନ

ଭୁବନେଶ୍ୱର, ୧୭।୧୦: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ବ୍ରାଣ୍ଡ୍‌ ତଥା ପ୍ଲାଟିନମ୍‌ ଗିଲ୍‌ଡ ଇଣ୍ଟରନ୍ୟାଶନାଲ(ପିଜିଆଇ)ର ନୂତନ କଲେକ୍ସନ ‘ପ୍ଲାଟିନମ୍‌ ଲଭ୍‌ ବ୍ୟାଣ୍ଡ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ୯୫% ଶୁଦ୍ଧ ଓ ବିରଳ ପ୍ଲାଟିନମ୍‌ରେ ଗଢ଼ା ଏହି କଲେକ୍ସନ ପ୍ରେମର ଚରମ ପ୍ରତୀକ…

ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର, ୧୭।୧୦: ଇଣ୍ଡିଆନ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କର ସମସ୍ତ ଶାଖା ପ୍ରବନ୍ଧକ, ବିସି ସୁପରଭାଇଜର ଓ ବିସିମାନଙ୍କ ପାଇଁ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୭।୧୦: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର…

ଯାଜପୁରରେ କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌

ଯାଜପୁର ରୋଡ୍‌,୧୭ା୧୦(ପବିତ୍ର ରଞ୍ଜନ ମହାନ୍ତି): କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌ ଯାଜପୁର ରୋଡ୍‌ର ଅର୍ଜୁନ କମ୍ପ୍ଳେକ୍ସ ଠାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣ…

ବଙ୍କରରେ ଲୁଚିଲେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ

ଜେରୁଜେଲମ,୧୭।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗୋଟିଏ ପଟେ ଇସ୍ରାଏଲ ସୈନ୍ୟବାହିନୀ ଗାଜା ଷ୍ଟ୍ରିପ ଉପରେ ବୋମା ପକାଉଥିବା ବେଳେ ଅନ୍ୟ ପଟେ ହମାସ ପାର୍ଶ୍ୱରୁ ଇସ୍ରାଏଲ ଉପରେ ରକେଟ ଗୁଳି ଚଳାଯାଉଛି। ଏହି ସମୟରେ ତେଲ…

ଅଲିମ୍ପିକ ଆନ୍ଦୋଳନକୁ ଲୋକାଭିମୁଖୀ କରିବ କ୍ରିକେଟ

ମୁମ୍ବାଇ ୧୭ା୧୦: ଲସ୍‌ଆଞ୍ଜେଲସ ୨୦୨୮ ଅଲିମ୍ପିକ୍ସ ନିମନ୍ତେ କ୍ରୀଡା କାର୍ଯ୍ୟସୂଚୀରେ କ୍ରିକେଟକୁ ସାମିଲ କରାଯିବା ସ୍ବାଗତଯୋଗ୍ୟ। ଅଲିମ୍ପିକ ଆନ୍ଦୋଳନ ପାଇଁ ଏହା ନୂତନ ଆଗ୍ରହ ଏବଂ ସୁଯୋଗ ସୃଷ୍ଟି କରିବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସଦସ୍ୟା ନୀତା ଏମ୍‌.…

ରାଜ୍ୟ ସଭା ସଚିବାଳୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୦: ଆମ୍‌ ଆଦ୍‌ମୀ ପାର୍ଟି ଏମ୍‌ପି ରାଘବ ଚଢ଼ାଙ୍କୁ ରାଜ୍ୟ ସଭାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନିଲମ୍ବନ କରାଯାଇଥିବାରୁ ସେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ଏନେଇ ସୋମବାର ରାଜ୍ୟ ସଭା ସଚିବାଳୟକୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି…

ବନ୍ଧକଙ୍କୁ ମୁକ୍ତ କର, ମାନବୀୟ ସହାୟତାକୁ ଅନୁମତି ଦିଅ

ଜାତିସଂଘ,୧୭ା୧୦: ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧକୁ ୧୦ ଦିନ ବିତିଥିବାବେଳେ ଉଭୟ ପକ୍ଷରୁ ୪,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ଆହତ ହୋଇଛନ୍ତି। ୨୩ ଲକ୍ଷ ଲୋକ ବସବାସ କରୁଥିବା ହମାସ୍‌ ଶାସିତ ଗାଜା ଷ୍ଟ୍ରିପ୍‌କୁ…

ଦୂତାବାସ ଯାଇ ପାଲେଷ୍ଟିନୀୟଙ୍କୁ ସମର୍ଥନ ଜଣାଇଲେ ବିରୋଧୀ ନେତା

ନୂଆଦିଲ୍ଲୀ,୧୭ା୧୦(ପି.ଟି.): ଗାଜା ଷ୍ଟ୍ରିପ୍‌ ଉପରେ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଥିବାବେଳେ ଭାରତର ବିରୋଧୀ ଦଳ ନେତାମାନେ ସୋମବାର ନୂଆଦିଲ୍ଲୀସ୍ଥିତ ପାଲେଷ୍ଟାଇନ୍‌ ଦୂତାବାସ ଯାଇ ଏହାର ଜନସାଧାରଣଙ୍କୁ ସମର୍ଥନ ଜଣାଇଛନ୍ତି। ଦୂତାବାସ ଯାଇଥିବା ନେତାମାନଙ୍କ ମଧ୍ୟରେ ଅଛନ୍ତି ବିଏସ୍‌ପି ଏମ୍‌ପି ଡାନିସ୍‌ ଅଲି,…

ଆଷ୍ଟି-ଅହମଦନଗର ଟ୍ରେନ୍‌ରେ ନିଆଁ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ବିଡ୍‌ ଜିଲା ଅନ୍ତର୍ଗତ ଆଷ୍ଟି ସହରରୁ ଅହମଦନଗର ଯାଉଥିବା ଡେମୁ ଟ୍ରେନ୍‌ର ୫ଟି ବଗିରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ଯାତ୍ରୀମାନଙ୍କୁ ତୁରନ୍ତ ଟ୍ରେନ୍‌ରୁ ଓହ୍ଲାଇ ଦିଆଯାଇଛି। ନାରାୟଣଡୋହ ଏବଂ ଅହମଦନଗର ଷ୍ଟେଶନ ମଧ୍ୟବର୍ତ୍ତୀ ସ୍ଥାନରେ ଏହି…

ଅକ୍ଟୋବର ୧୮ରେ ଇସ୍ରାଏଲ ଗସ୍ତରେ ଯିବେ ବାଇଡେନ୍‌

ଓ୍ବାଶିଂଟନ୍‌,୧୭।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଅକ୍ଟୋବର ୧୮ରେ ତେଲ ଅଭିବ ଗସ୍ତ କରିବେ। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏହି ସୂଚନା ଦେଇଛନ୍ତି। ବ୍ଲିଙ୍କେନ କହିଛନ୍ତି ଯେ, ଇସ୍ରାଏଲ, ମଧ୍ୟ ପୂର୍ବ ଏବଂ ବିଶ୍ୱ…

ଗୁଗଲ୍‌ ସିଇଓଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଗୁଲ ଏବଂ ଆଲଫାବେଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କ ସହ ଡିଜିଟାଲ ମାଧ୍ୟମରେ କଥା ହୋଇଥିଲେ। ଭାରତରେ ବୈଦ୍ୟୁତିକ ଉତ୍ପାଦନ ଇକୋସିଷ୍ଟମର ବିସ୍ତାରରେ ଭାଗ ନେବାକୁ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରର ଗୁଗଲର ଯୋଜନା ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri