Home

୯ ବର୍ଷରେ ସରକାର ଡିବିଟିରୁ ସଞ୍ଚୟ କରିଛନ୍ତି ୨.୭୩ ଲକ୍ଷ କୋଟି: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଧାର୍ଯ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବା ପାଇଁ ସିଧାସଳଖ ଲାଭ ଟ୍ରାନ୍ସଫର (ଡିବିଟି) ଯୋଜନା ଗ୍ରହଣ କରି ସରକାର ଗତ ୯ ବର୍ଷ ମଧ୍ୟରେ ୨.୭୩ ଲକ୍ଷ କୋଟି ଟଙ୍କା ସଞ୍ଚୟ…

ମୋଟରସାଇକେଲ ଧକ୍କାରେ ଚାଲିଗଲା ସ୍କୁଲ ଛାତ୍ରୀଙ୍କ ଜୀବନ

ନୂଆଗାଁ,୧୫।୮(ବିଜୟ ତ୍ରିପାଠୀ )ମୋଟର ସାଇକେଲ ଧକ୍କାରେ ଚାଲିଗଲା ସ୍କୁଲ ଛାତ୍ରୀଙ୍କ ଜୀବନ। ମୃତ ଛାତ୍ରୀ ଜଣକ ହେଉଛନ୍ତି ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ହାତିବାରୀ ଥାନା ଅନ୍ତର୍ଗତ ଟିସ୍କ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ରୀ ରାକ୍ଷୀ ପ୍ରଧାନ। ରାକ୍ଷୀଙ୍କୁ…

ଖଇରାରେ କଂଗ୍ରେସର ନୂତନ କାର୍ଯ୍ୟାଳୟ ଉଦଘାଟିତ

ଖଇରା,୧୫।୮(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ବର ଜିଲା ଅନ୍ତର୍ଗତ ଖଇରା ବ୍ଲକର ବଣପାରିଆଠାରେ ପବିତ୍ର ସ୍ବାଧିନତା ଦିବସ ପାଳନ ଅବସରରେ ଜଂଗ୍ରେସ ଦଳର ନୂଆ କାର୍ଯ୍ୟାଳୟ ଲୋକାର୍ପିତ ହୋଇଛି ା ଜିଲା ସଭାପତି ସଞ୍ଜିବ ଗିରି ଓ ପୁର୍ବତନ ଏମପି ଅନନ୍ତ ପ୍ରସାଦ ସେଠୀ ମିଳିତ…

ଏସିଆନ ଗେମ୍ସରୁ ବିନେଶ ଫୋଗାଟ ବାହାର, ଆଣ୍ଠୁରେ ଆଘାତ ଯୋଗୁ ନେଲେ ନିଷ୍ପତ୍ତି, ଅମିତ ପଙ୍ଘାଲ ସାମିଲ ହେବା ଆଶା…

ନୂଆଦିଲ୍ଲୀ,୧୫।୮ : ଏସିଆନ ଗେମ୍ସ ପୂର୍ବରୁ ଭାରତ ଏକ ବଡ଼ ଝଟକାର ସମ୍ମୁଖୀନ ହୋଇଛି। ହରିୟାଣା ରେସଲର ବିନେଶ ଫୋଗାଟ ଏସୀୟ ଖେଳରୁ ବାହାରି ଯାଇଛନ୍ତି। ଆଣ୍ଠୁରେ ଆଘାତ ଲାଗିଥିବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ବିନେଶ କହିଛନ୍ତି ଅଗଷ୍ଟ ୧୩…

ସ୍ବାଧୀନତା ଦିବସରେ ଅଘଟଣ, ସ୍କୁଲ ବସ ଓଲଟି ୧୨ ଛାତ୍ରୀଛାତ୍ର ଆହତ

ପଦ୍ମପୁର, ୧୫।୦୮(ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଳକ ସଦର ମହକୁମାସ୍ଥିତ ଏକ ଇଂରାଜୀ ବିଦ୍ୟାଳୟର ସ୍କୁଲ ବସ ଓଲଟି ୧୨ ଛାତ୍ରୀଛାତ୍ର ଆହତ ହୋଇଛନ୍ତି । ଆହତ ଛାତ୍ରଛାତ୍ରଙ୍କୁ ପଦ୍ମପୁର ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି…

ଫେମିନା କଭର୍‌ ପେଜ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୫।୮: ଦେଶର ଜଣାଶୁଣା ପତ୍ରିକା ଫେମିନା ମାଗାଜିନ୍‌ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ସ୍ବତନ୍ତ୍ର ଷ୍ଟୋରୀ କରିଛି। ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତିଙ୍କୁ ମାଗାଜିନ୍‌ ଏହାର ଅଗଷ୍ଟ ଏଡିସନ କଭର୍‌ ପେଜରେ ସ୍ଥାନ ଦେଇଛି। ଏହାର ପ୍ରଥମ କପି ଟାଇମ୍ସ…

ଭାରତ ବିଭିଷିକାର ସ୍ମୃତି ଦିବସ ପାଳିଲା ଭାରତ ବିକାଶ ପରିଷଦ

ସୁନ୍ଦରଗଡ଼,୧୫।୮(ଜୟ ନାରାୟଣ ମେଣ୍ଡୁଳି): ୧୯୪୭ ମସିହା ଅଗଷ୍ଟ ୧୪ରେ ଦେଶ ବିଭାଜନ ହୋଇଥିଲା। ବିଭାଜନ ସମୟରେ ହିଂସାରେ ୧୦ଲକ୍ଷରୁ ଉର୍ଦ୍ଧ ନିର୍ଦ୍ଦୋଷ ଲୋକ ମୃତ୍ୟୁବରଣ କରିଥିବା ବେଳେ କୋଟି କୋଟି ଲୋକ ଭିଟାମାଟି ଛାଡି ଶରଣାର୍ଥୀ ହୋଇଥିଲେ। ଆଜିର ବିଭାଜନ ବିଭିଷିକା…

ସୁନ୍ଦରଗଡରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡରେ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସ୍ଥାନୀୟ ଶଙ୍କରା ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ରାଜ୍ୟ ଯୋଜନା ଏବଂ ସଯୋଜନ ବିଭାଗର ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ ଆତିଥି…

ସୁଲଭ ଇଣ୍ଟରନ୍ୟାଶନାଲ ପ୍ରତିଷ୍ଠାତାଙ୍କ ପରଲୋକ…

ନୂଆଦିଲ୍ଲୀ,୧୫।୮ : ସୁଲଭ ଇଣ୍ଟରନ୍ୟାଶନାଲର ପ୍ରତିଷ୍ଠାତା ବିନ୍ଦେଶ୍ୱର ପାଠକଙ୍କ ପରଲୋକ ଘଟିଛି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇ ଥିଲା। ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଉଲ୍ଲେଖନୀୟ କଥା ହେଉଛି,…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

କୋରାପୁଟ,୧୫।୭(ଅମିତାଭ ବେହେରା )କୋରାପୁଟ ଜିଲା ସଦର ମହକୁମାଠାରେ କଡା ସୁରକ୍ଷା ମଧ୍ୟରେ ୭୭ ତମ ସାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ…

ସ୍ବାଧୀନତା ଦିବସରେ ରୋଗୀଙ୍କୁ ଖାଦ୍ୟ ବାଣ୍ଟିଲା ଯୁବ କଂଗ୍ରେସ

ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଯୁବ କଂଗ୍ରେସ ନିଆରା ଢଙ୍ଗରେ ପାଳିତ କରିଛି ସ୍ବାଧୀନତା ଦିବସ l ଏହି ଅବସରରେ ବ୍ଲକ ଯୁବ କଂଗ୍ରେସ ବରିଷ୍ଠ କଂଗ୍ରେସ ନେତା ପ୍ରଭାସକର ମହାପାତ୍ରଙ୍କ ସହଯୋଗରେ ତଥା ମୋରଡା ନିର୍ବାଚନମଣ୍ଡଳୀ ଯୁବ…

ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ

ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ବ୍ଲକର ଚିତ୍ରଡାସ୍ଥିତ ବ୍ଲକ କାର୍ଯ୍ୟାଳୟ, ଚିତ୍ରଡା ମହାବିଦ୍ୟାଳୟ, ପୋଷ୍ଟ ଅଫିସ, ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟ, ମୋରଡାସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri