Home

ସମ୍ଭାବ୍ୟ ଝଡ଼ବର୍ଷାକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା,୧୬ା୧୧(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଆକାଶ ମେଘାଚ୍ଛନ୍ନ ଦେଖାଦେଇଛି। ଫଳରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ଜିଲାବାସୀଙ୍କୁ ବିଭିନ୍ନ ବିପଦ ଆଶଙ୍କା ମଧ୍ୟକୁ ଠେଲି ଦେଇଛି। ଖରିଫ ଧାନରେ ଥୋଡ ବାହାରିଛି। ସେହିପରି ଦରପାଚିଲା ଡାଳୁଅ ଧାନ ଏବେ କ୍ଷେତରେ ଅଛି। ହାର୍ଭେଷ୍ଟର ଓ…

କିଙ୍ଗ୍‌ ଚାଲର୍‌ସ ୩ୟଙ୍କୁ ୭୫

ଲଣ୍ଡନ୍‌,୧୬ା୧୧: ବ୍ରିଟେନ୍‌ର କିଙ୍ଗ୍‌ ଚାଲର୍‌ସ ୩ୟ ମଙ୍ଗଳବାର ରାତିରେ ଲଣ୍ଡନର ବକିଂହାମ୍‌ ପ୍ୟାଲେସ୍‌ରେ ଭାରତୀୟ ନର୍ସ, ଧାଈ ଓ ଅନ୍ତର୍ଜାତୀୟ ସେବିକାମାନଙ୍କ ଗହଣରେ ନିଜ ୭୫ତମ ଜନ୍ମଦିନ ପାଳନ କରିଛନ୍ତି। ବ୍ରିଟେନ୍‌ ସରକାରଙ୍କ ଅଧୀନ ଜାତୀୟ ସ୍ବାସ୍ଥ୍ୟ ସେବା (ଏନ୍‌ଏଚ୍‌ଏସ୍‌)ରେ ନିୟୋଜିତ…

ଉଦ୍ଧାର କାର୍ଯ୍ୟରେ ଲାଗିବେ ଥାଇଲାଣ୍ଡ ଗୁମ୍ପାରୁ ପିଲାଙ୍କୁ କାଢ଼ିଥିବା ଟିମ୍‌

ଡେରାଡୁନ୍‌/ନୂଆଦିଲ୍ଲୀ,୧୬ା୧୧: ଉତ୍ତରାଖଣ୍ଡର ଚାରଧାମ୍‌ସ୍ଥିତ ଏକ ନିର୍ମାଣାଧୀନ ଟନେଲରେ ରବିବାର ସକାଳଠାରୁ ଫସିରହିଥିବା ୫ ଓଡ଼ିଆଙ୍କ ସମେତ ୪୦ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ରେସ୍କ୍ୟୁ ଅପରେଶନ୍‌ ଜାରି ରହିଛି। ଭାରତୀୟ ବାୟୁସେନାର ୩ଟି ସ୍ବତନ୍ତ୍ର ବିମାନ ସମେତ ଅନେକ ଅତ୍ୟାଧୁନିକ ଯନ୍ତ୍ରପାତିକୁ…

ହସ୍ପିଟାଲରେ ପଶିଲା ଆଇଡିଏଫ୍‌

ଗାଜା ସିଟି/ଜେରୁଜେଲମ୍‌,୧୬ା୧୧ : ଉତ୍ତର ଗାଜାକୁ ଇସ୍ରାଏଲ ନିଜ ସୈନ୍ୟ ଓ ଟ୍ୟାଙ୍କ୍‌ ପ୍ରେରଣର ଅଢ଼େଇ ସପ୍ତାହ ପରେ ବୁଧବାର ଇସ୍ରାଏଲୀ ବଳ ଅଲ୍‌ ଶିଫା ହସ୍ପିଟାଲରେ ପ୍ରବେଶ କରିଛି। ଇସ୍ରାଏଲ ସୈନ୍ୟମାନେ ସେଠାରେ ଆଶ୍ରୟ ନେଇଥିବା ବହୁ ଲୋକଙ୍କୁ ବାହାର…

ଅବହେଳିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ

ରାହାମା, ୧୬।୧୧(ଶ୍ରୀକାନ୍ତ ଦାସ)କୁଜଙ୍ଗ ବ୍ଲକ ସାରଳା ମହାବିଦ୍ୟାଳୟ, ରାହାମା ସମ୍ମୁଖରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ରହିଛି। ସରକାର ଯୁବ ପ୍ରତିଭାମାନଙ୍କୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ ଏହି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ମାତ୍ର ପ୍ରଶାସନିକ ଅବହେଳା, ଆନ୍ତରିକତା ଓ…

ଏରଡ଼ା-ପହଙ୍ଗା କେନାଲ ରାସ୍ତା କାମରେ ବିଳମ୍ବ

ଜଗତ୍‌ସିଂହପୁର, ୧୬ା୧୧(ପ୍ରମୋଦ କୁମାର ନାୟକ)ଜଳ ସମ୍ପଦ ବିଭାଗ ପ୍ରାଚୀ ଡିଭିଜନ ପକ୍ଷରୁ କଟକ ଜିଲା ପହଙ୍ଗା ନିକଟରୁ ଜଗତ୍‌ସିଂହପୁର ଜିଲା ଏରଡ଼ା (ବାଲିସାହି) ପର୍ଯ୍ୟନ୍ତ କେନାଲ ରାସ୍ତା ନବୀକରଣ ପାଇଁ ଟେଣ୍ଡର ହୋଇଛି। ପାଖାପାଖି ୩.୫ କିଲୋମିଟର କେନାଲ ରାସ୍ତା ସହ…

ଘରେ ବନ୍ଧୁକ ରଖିବା ପାଇଁ ଲାଇସେନ୍ସ ଆବେଦନ ସଂଖ୍ୟାରେ ବୃଦ୍ଧି…

ଜେରୁଜେଲମ,୧୬।୧୧ : ଅକ୍ଟୋବର ୭ ରେ ହମାସ ଆକ୍ରମଣ ପରେ ଇସ୍ରାଏଲରେ ଘରେ ବନ୍ଧୁ ରଖିବା ପାଇଁ ଲାଇସେନ୍ସ ଆବେଦନ ସଂଖ୍ୟାରେ ବୃଦ୍ଧି ପାଇବାରେ ଲାଗିଛି। ବନ୍ଧୁକ ଲାଇସେନ୍ସ ଚାହିଦା ବଢ଼ିବାରେ ଲାଗିଛି। ଇସ୍ରାଏଲ ଗୃହ ମନ୍ତ୍ରଣାଳୟ ଅନୁଯାୟୀ, ଅକ୍ଟୋବର ୭…

ଅଲ-ଶିଫା ହସ୍ପିଟାଲ ଇସ୍ରାଏଲ ନିୟନ୍ତ୍ରଣରେ, ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ…

ଜେରୁଜେଲମ,୧୬।୧୧ : ଇସ୍ରାଏଲ ସେନା ଗାଜାର ସର୍ବବୃହତ ଅଲ-ଶିଫା ହସ୍ପିଟାଲ ଉପରେ ନିୟନ୍ତ୍ରଣ ହାସଲ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ହସ୍ପିଟାଲର ତଳ ମହଲାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି। ଏହାପୂର୍ବରୁ ହସ୍ପିଟାଲର ଅନେକ ସ୍ଥାନରେ ହମାସ ଯୌଦ୍ଧାଙ୍କ…

ଗାଜା ଯୁଦ୍ଧ ବନ୍ଦ ପାଇଁ ଜାତିସଂଘରେ ପ୍ରସ୍ତାବ ପାରିତ, ଆମେରିକା-ରୁଷିଆ-ବ୍ରିଟେନ ଦେଲେନି ଭୋଟ…

ଜେନେଭା,୧୬।୧୧: ଜାରି ରହିଥିବା ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଗାଜାରେ ମାନବିକ ସହାୟତା ପାଇଁ ଯୁଦ୍ଧ ବନ୍ଦ କରିବାକୁ ଦାବି କରି ଏକ ପ୍ରସ୍ତାବ ଅନୁମୋଦନ କରିଛନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବୁଧବାର ସ୍ବତନ୍ତ୍ର ଅଧିବେଶନରେ…

ବିଶ୍ୱକପ୍‌ରେ କୋହଲି ଯେତିକି ରନ୍‌ କରିବେ, ବିରିୟାନୀରେ ଦିଆଯିବ ସେତିକି ଡିସ୍କାଉଣ୍ଟ; କିଛି ଏଭଳି ଅଫର ଦେଇ ଚର୍ଚ୍ଚାରେ…

ମୁମ୍ବାଇ,୧୬।୧୧: ଦେଶବିଦେଶରେ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ପ୍ରଶଂସକ କାହିଁରେ କେତେ। ବିଶ୍ୱକପ୍‌ରେ ଜବରଦସ୍ତ ଫର୍ମରେ ଥିବାରୁ ସେମିଫାଇନାଲରେ କ୍ରିକେଟର ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଆଶା କରାଯାଉଥିଲା। ପ୍ରଶଂସକଙ୍କୁ ନିରାଶ ନ କରି କୋହଲି ତାହା…

ଜାନୁୟାରୀ ୭ରେ ବାଂଲାଦେଶରେ ସାଧାରଣ ନିର୍ବାଚନ

ଢାକା,୧୫।୧୧: ଜାନୁୟାରୀ ୭ରେ ବାଂଲାଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ବାଂଲାଦେଶ ମୁଖ୍ୟ ନିର୍ବାଚନ କମିଶନର କାଜୀ ହବିବୁଲ ଆୱାଲ ବୁଧବାର ଘୋଷଣା କରିଛନ୍ତି। ବଢୁଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ବାଂଲାଦେଶ ନିର୍ବାଚନ ଆୟୋଗ ଏହି ଘୋଷଣା କରିଛନ୍ତି। ବାଂଲାଦେଶ ନ୍ୟାଶନାଲିଷ୍ଟ…

ବାବର ଇସ୍ତଫା ଦେବା ମାତ୍ରେ ନୂଆ ଅଧିନାୟକ ଘୋଷଣା କଲା ପିସିବି, ଜାଣନ୍ତୁ କାହାକୁ ମିଳିଲା ଗୁରୁ ଦାୟିତ୍ୱ

ଲାହୋର,୧୫।୧୧: ବିଶ୍ୱକପ୍‌ରେ ଖରାପ ପ୍ରଦର୍ଶନକୁ ନେଇ ପାକିସ୍ତାନ ଅଧିନାୟକ ପଦରୁ ଇସ୍ତଫା ଦେଉଥିବା ନେଇ ବୁଧବାର ବାବର ଆଜମ ଘୋଷଣା କରିଥିଲେ। ଏହାର କିଛି ସମୟ ନ ପୂରୁଣୁ ପାକିସ୍ତାନ କ୍ରିକେଟ ବୋର୍ଡ ପକ୍ଷରୁ ନୂଆ ଅଧିନାୟକଙ୍କ ନାମ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?