ଦୁଇ ସପ୍ତାହ ହେଲା ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗାଏବ, ନଜରବନ୍ଦୀ ଆଶଙ୍କା କଲେ ଆମେରିକା ରାଷ୍ଟ୍ରଦୂତ
ଟୋକିଓ,୧୫ା୯: ଜାପାନରେ ଆମେରିକାର ରାଷ୍ଟ୍ରଦୂତ ରହମ ଇମାନୁଏଲ ଶୁକ୍ରବାର ଏକ ସୋସିଆଲ ମିଡିଆ ପୋଷ୍ଟରେ ପଚାରିଛନ୍ତି ଯେ, ଚାଇନା ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନଜରବନ୍ଦୀ ରଖାଯାଇଛି କି? ରାଷ୍ଟ୍ରଦୂତ କହିଛନ୍ତି, ଏହା ଗତ ଦୁଇ ସପ୍ତାହ ମଧ୍ୟରେ ଚାଇନାବାସୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ବଢ଼ାଇଛି।…
ନିମ୍ନମାନର ଛତୁଆକୁ ନେଇ ଅସନ୍ତୋଷ
ରାଉରକେଲା,୧୫।୯(ଦିନେଶ ମିଶ୍ର): କୋମଳମତି ଶିଶୁମାନଙ୍କ ମାନସିକ, ଶାରିରୀକ ଓ ବୌଦ୍ଧିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି କ୍ରମରେ ରାଉରକେଲା ସହରରେ ଥିବା ୪୦ଟି ୱାର୍ଡର ବିଭିନ୍ନ ସ୍ଥାନରେ ଅଙ୍ଗନଓ୍ବାଡି କେନ୍ଦ୍ରମାନ…
ଧୀରେ ଧୀରେ କମିଲାଣି ସୁସ୍ବାଦୁ ଜମିମାଛ
ନନ୍ଦାହାଣ୍ଡି,୧୫।୯ (ପ୍ରତୀପ କୁମାର ଦାଶ): ନବରଙ୍ଗପୁର ଜିଲାରେ ପ୍ରତିବର୍ଷ ସାଧାରଣତଃ ଜୁଲାଇ, ଅଗଷ୍ଟ ଓ ସେପ୍ଟେମ୍ବରରେ ପ୍ରବଳ ବର୍ଷା ହୁଏ। ଏହି ବର୍ଷାଜଳରେ ଚାଷ କାମ କରାଯାଏ। ଧାନ ରୁଆ ସରିବା ପରେ ବର୍ଷା ଯୋଗୁ ଉପରମୁଣ୍ଡର ପାଣି ତଳକୁ ବୋହିବା…
ଦାଦନ ଯାଇ ବଳିପଡିଲା ଦୁଃଖ
ନନ୍ଦପୁର,୧୫ା୯ (ଶଙ୍କର ପୂଜାରୀ): ୧୩ବର୍ଷ ତଳେ ପରିବାରର ଆର୍ଥିକ ଦୁର୍ଗତି ଯୋଗୁ ରୋଜଗାର ଖୋଜିବାକୁ ଆନ୍ଧ୍ର ଅଞ୍ଚଳକୁ ଗ୍ରାମର କିଛି ମହିଳାଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ମେଡିପୁଟ ଗ୍ରାମର ରାଧା ଜାନି। ସେଠାରେ ଆନ୍ଧ୍ର ଅଞ୍ଚଳର କ୍ରିଷ୍ଣା ନାମୀ ସହକର୍ମୀଙ୍କୁ…
ଲଗାଣ ବର୍ଷାରେ ଧୋଇଗଲା ପୋଲ, ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
କୋଟଗଡ଼,୧୫ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କୁର୍ତ୍ତମଗଡ଼ଠାରୁ କରକୁଡୁପା ଭାୟା ଡାଙ୍ଗେସିଗୁଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୂର୍ବରୁ ମଧ୍ୟ ଲଗାଣ ବର୍ଷାରେ ଏହି ଅସ୍ଥାୟୀ…
ପାକିସ୍ତାନକୁ ପଛରେ ପକାଇଲା ଭାରତ
କଲମ୍ବୋ,୧୫।୯: ‘କର ବା ମର’ ମ୍ୟାଚ୍ରେ ଶ୍ରୀଲଙ୍କାଠାରୁ ୨ ଉଇକେଟରେ ପରାସ୍ତ ହୋଇ ଏସିଆ କପ ୨୦୨୩ରୁ ବାଦ୍ ପଡିଛି ପାକିସ୍ତାନ। ବିଜୟ ସହିତ ଶ୍ରୀଲଙ୍କା ଫାଇନାଲରେ ସ୍ଥାନ ପାଇଛି। ପରାଜୟ ସହିତ ପାକିସ୍ତାନ ଆଉ ଏକ କ୍ଷତି ସହିଛି। ଦଳ…
ନାଗା ଚୈତନ୍ୟଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା
ମୁମ୍ବାଇ: ନାଗା ଚୈତନ୍ୟ ସାଉଥ୍ ଇଣ୍ଡଷ୍ଟ୍ରିରେ ଜଣେ ଜଣାଶୁଣା ଅଭିନେତା। ସେ ଫିଲ୍ମ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ତେବେ ନାଗା ୨୦୧୭ରେ ସାମନ୍ଥା ରୁଥ୍ ପ୍ରଭୁଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ଦୁହେଁ…
ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୧୫।୯:ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ (ମେଗା ଶୋ’ରୁମ୍) ଗୁରୁବାର ଝାରସୁଗୁଡ଼ାର ସରବାହାଲଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁରୀ…
ଭାଙ୍ଗିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ
ଫୁଲବାଣୀ,୧୫ା୯(ରାକେଶ କୁମାର ରାଉତ)/ଫିରିଙ୍ଗିଆ,(ବିକ୍ରମ ଦିଗାଲ): କନ୍ଧମାଳ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ବର୍ଷାର ପ୍ରଭାବ ଅଧିକ ପରିଲକ୍ଷିତ ହୋଇଛି। ବର୍ଷାରେ ଲୋକଙ୍କ ସ୍ଥିତି ବେହାଲ ହୋଇଛି। କିଛି ସ୍ଥାନରେ ପୋଲ ଭାଙ୍ଗିବା ସହ…
ପ୍ରଧାନ ଶିକ୍ଷକ, ୨ କର୍ମଚାରୀଙ୍କ ଦରମା ବନ୍ଦ
କେନ୍ଦୁଝର,୧୫ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର (ପିଏଆଇଟିଡିଏ) ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକ ଗୁରୁବାର ଅଚାନକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପରିଚାଳିତ ୨ ଆଶ୍ରମ ସ୍କୁଲ ପରିଦର୍ଶନ କରିଛନ୍ତି। କାର୍ଯ୍ୟରେ ଅବହେଳା…
ତଥ୍ୟପ୍ରମାଣ ସମାନ ଥିଲେ ଜଣଙ୍କୁ ଦୋଷୀ, ଅନ୍ୟଙ୍କୁ ଦୋଷମୁକ୍ତ କରାଯାଇପାରିବନି
ନୂଆଦିଲ୍ଲୀ,୧୫ା୯(ପି.ଟି.):ଏକ ଆପରାଧିକ ମାମଲାରେ ଅଭିଯୁକ୍ତମାନଙ୍କ ଭୂମିକା ନେଇ ସମାନ ତଥ୍ୟ ପ୍ରମାଣ ଥିଲେ, କୋର୍ଟ ଜଣକୁ ଦୋଷୀସାବ୍ୟସ୍ତ କରି ଅନ୍ୟ ଜଣକୁ ଦୋଷମୁକ୍ତ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ଏକ ଡକାୟତି ଓ ହତ୍ୟା ମାମଲାରେ ଜଷ୍ଟିସ ଅଭୟ…
ଏଲିଏନ୍ଙ୍କ ପ୍ରମାଣ ନାହିଁ
ଓ୍ବାଶିଂଟନ,୧୫।୯:ଅଜଣା ଉଡ଼ନ୍ତା ବସ୍ତୁ(ଏଲିଏନ୍) ସମ୍ପର୍କିତ ଅଧ୍ୟୟନ ପାଇଁ ନୂଆ ବୈଜ୍ଞାନିକ କୌଶଳର ଆବଶ୍ୟକତା ରହିଛି। ଅତ୍ୟାଧୁନିକ ସାଟେଲାଇଟ୍ ବ୍ୟବହାର କରି ୟୁଏଫ୍ଓ ସମ୍ପର୍କରେ ଅଧିକ ଗବେଷଣା କରାଯିବା ଜରୁରୀ ବୋଲି ଗୁରୁବାର ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ସ୍ପଷ୍ଟ କରିଛି।…
Archives


