Home

ମୃଣାଳଙ୍କୁ ଡେଟ୍‌ କରୁଛନ୍ତି ରାପର ବାଦ୍‌ଶାହା! ଦୀପାବଳି ପାର୍ଟିରେ ହାତରେ ହାତ ଛନ୍ଦି ବୁଲୁଥିବା ବେଳେ…

ବମ୍ବେ: ଲୋକପ୍ରିୟ ରାପର ବାଦ୍‌ଶାହା ପଡ଼ିଛନ୍ତି ପ୍ରେମରେ। ତାଙ୍କ ମନର ନାୟିକା ଆଉ କେହି ନୁହନ୍ତି ବରଂ ଅଭିନେତ୍ରୀ ମୃଣାଳ ଠାକୁର। ନିକଟରେ ଶିଳ୍ପା ସେଟ୍ଟୀଙ୍କ ଦୀପାବଳି ପାର୍ଟିରେ ହାତରେ ହାତ ଛନ୍ଦି ବୁଲୁଥିବାର ଦେଖାଯିବା ପରେ କିଛି ଏଭଳି ଚର୍ଚ୍ଚା…

ମଧ୍ୟପ୍ରଦେଶର ୪୭୨ ଜଣ ପ୍ରାର୍ଥୀଙ୍କ ନାମରେ ରହିଛି ମାମଲା, ଭାଜପାର ସୁରେନ୍ଦ୍ର ପଟଓ୍ବାଙ୍କ ନାଁରେ ୧୭୫

ଭୋପାଳ,୧୪।୧୧: ନଭେମ୍ବର ୧୭ରେ ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ନିର୍ବାଚନ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ଏଡିଆର୍‌ ରିପୋର୍ଟ ଅନୁଯାୟୀ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୩ରେ ମୋଟ ୨୫୩୪ପ୍ରାର୍ଥୀଙ୍କ ମଧ୍ୟରୁ…

ଅଲ ଶିଫା ହସ୍ପିଟାଲରେ ପ୍ରିମ୍ୟାଚ୍ୟୁୟୋର ଶିଶୁ ସଙ୍କଟରେ

ଜେରୁଜେଲମ,୧୪।୧୧: ଗାଜାର ସବୁଠୁ ବଡ ଡାକ୍ତରଖାନା ଅଲ ଶିଫା ଉପରେ ଇସ୍ରାଏଲର ଆକ୍ରମଣ ହେତୁ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦାବି କରିଛି ଯେ ଅଲ ଶିଫା ଆଉ ଡାକ୍ତରଖାନା ଭାବରେ କାର୍ଯ୍ୟ କରିପାରିବ ନାହିଁ। ଅଲ…

୧୬ ବର୍ଷ ପରେ ଗାଜାରେ ଶେଷ ହେଲା ହମାସର କବଜା, ଦକ୍ଷିଣକୁ ଯାଉଛନ୍ତି ଆତଙ୍କବାଦୀ

ଜେରୁଜେଲମ,୧୪।୧୧: ଗାଜାରେ ଇସ୍ରାଏଲର ଆକ୍ରମଣ ଯୋଗୁଁ ୧୧,୨୪୦ଜଣଙ୍କର ମତ୍ୟୁ ହୋଇଛି। ଏଥିରେ ୪୬୩୦ ପିଲା ଅନ୍ତର୍ଭୁକ୍ତ। ଗାଜା ଉପରେ ଆକ୍ରମଣର ଅନେକ ଦିନ ପରେ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଦାବି କରିଛନ୍ତି ଯେ ହମାସ ଗାଜା ଉପରେ ନିୟନ୍ତ୍ରଣ…

ଦୀପାଙ୍କ ଡବଲ୍‌ରେ ଓଡ଼ିଶା ବିଜୟୀ

ସୁନ୍ଦରଗଡ,୧୪ା୧୧, (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଷ୍ଟାଡିୟମଠାରେ ୨୮ତମ ବରିଷ୍ଠ ମହିଳା ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା କ୍ରୀଡା ସଂସଦ ଓ ଫୁଟ୍‌ବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହୋଇ ଟୁର୍ନାମେଣ୍ଟର ପ୍ରଥମ…

ପ୍ରମୋଦଙ୍କୁ ସ୍ବର୍ଣ୍ଣ, ଦୀପ ରଞ୍ଜନଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪।୧୧, (ତପନ ସ୍ବାଇଁ): ଟୋକିଓରେ ହୁଲିକ ଦାଇହାତ୍‌ସୁ ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ସୋମବାର ଶେଷ ହୋଇଛି। ଏଥିରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଓ ଦୀପ୍‌ ରଞ୍ଜନ ବିଷୋୟୀ ଡବଲ୍ସରେ…

ଭାରତୀୟ ମହିଳା ଦଳରେ ୪ ଓଡ଼ିଆ

ଭୁବନେଶ୍ୱର,୧୪ା୧୧,(ସରୋଜ ଜେନା): ନେପାଳ ସିରିଜ ପାଇଁ ସୋମବାର ଭାରତୀୟ ଦୃଷ୍ଟିବାଧିତ କ୍ରିକେଟ ମହାସଂଘ(କାବି) ପକ୍ଷରୁ ୧୭ ଜଣିଆ ମହିଳା ଦଳ ଘୋଷଣା କରାଯାଇଛି। ଏହି ଦଳରେ ୪ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ନେପାଳ ସହିତ ପ୍ରଥମ ଥର ପାଇଁ ଏକ…

ଭାରତ ପକ୍ଷରୁ ଖେଳିବେ ଓଡ଼ିଶାର ସୁବ୍ରତ

ଭୁବନେଶ୍ୱର, ୧୪।୧୧,(ତପନ ସ୍ବାଇଁ): ଅନ୍ତର୍ଜାତୀୟ ବିଲିୟାଡର୍‌ସ ଆଣ୍ଡ ସ୍ନୁକର ଫେଡେରେଶନ (ଆଇବିଏଓ୍‌ଏଫ୍‌)ର ବିଶ୍ୱ ସ୍ନୁକର ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ କାତାରର ଦୋହାଠାରେ ଆରମ୍ଭ ହେବ। କାତାର ବିଲିୟାଡର୍‌ସ ଆଣ୍ଡ ସ୍ନୁକର ଫେଡେରେଶନ ଆନୁକୂଲ୍ୟରେ ଆୟୋଜନ ହେବାକୁ ଯାଉଥିବା ଏହି ପ୍ରତିଯୋଗିତାରେ…

ଜୋକୋଭିଚ ବର୍ଷ ଶେଷ ନମ୍ବର ଓ୍ବାନ

ତୁରିନ୍‌, ୧୪ା୧୧ (ଏପି): ସର୍ବୀୟ ଟେନିସ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌ ଏଟିପି ଫାଇନାଲ୍ସରେ ହେଲ୍‌ଗର ରୁନ୍‌ଙ୍କୁ ୭-୬ (୪), ୬-୭ (୧), ୬–୩ ସେଟ୍‌ରେ ପରାସ୍ତ କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଖେଳାଯାଇଥିବା ଏହି ମ୍ୟାଚ ୩ ଘଣ୍ଟାରୁ ଅଧିକ ସମୟ…

ସର୍ବଭାରତୀୟ ସିଭିଲ ସର୍ଭିସ କ୍ରିକେଟ ପାଇଁ ଓଡ଼ିଶା ଦଳ ଚୟନ

ଭୁବନେଶ୍ୱର, ୧୪।୧୧, (ତପନ ସ୍ବାଇଁ): ନୂଆଦିଲ୍ଲୀଠାରେ ହେବାକୁ ଥିବା ସର୍ବଭାରତୀୟ ସିଭିଲ ସର୍ଭିସ କ୍ରିକେଟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ଓଡ଼ିଶା ଦଳର ଚୟନ ଶିବିର ହାଇଟେକ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। କ୍ରିକେଟ କୋଚ ଲଳିତ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି…

ସେମିଫାଇନାଲ ଚାପ ରହିବ:ଡ୍ରାଭିଡ୍‌

ବେଙ୍ଗାଲୁରୁ,୧୪।୧୧(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ସେମି ଫାଇନାଲ ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଉପରେ ଚାପ ରହିବ ବୋଲି କହିଛନ୍ତି ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌। ବୁଧବାରର ମ୍ୟାଚ୍‌ ଉଭୟ ଦଳ ପାଇଁ ସମାନ ଭାବରେ ଚାପ ସୃଷ୍ଟି କରିବ ତେଣୁ…

୯-୦, ଭାରତ ଅପରାଜେୟ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଶ୍ରେୟସ ଆୟର ଓ ଲୋକେଶ ରାହୁଲଙ୍କ ଶତକ ବଳରେ ରବିବାର ଦୀପାବଳିରେ ଭାରତୀୟ କ୍ରିକେଟ ଦଳ ନେଦରଲାଣ୍ଡ୍ସକୁ ୧୬୦ ରନରେ ପରାସ୍ତ କରିଛି। ଟପ୍‌ ସ୍କୋରର ଆୟରଙ୍କ ଅପରାଜିତ ୧୨୮ ଓ ଲୋକାଲ ବୟ ଲୋକେଶଙ୍କ ୧୦୨ ରନ୍‌ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?