Home

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା ଆଦି କାର୍ଯ୍ୟ ପାଇଁ ହଜାର ହଜାର ଟଙ୍କା ପାରିଶ୍ରମିକ ଦେଇ ବିଏଲଓମାନଙ୍କୁ ନିଯୁକ୍ତି…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମ ପେଟା ଗ୍ରାମର ପ୍ରାୟ ୪ ଶହରୁ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ ଫିଲ୍ମଟି ମୂଳତଃ ମେ ମାସରେ ମୁକ୍ତିଲାଭ କରିବାର ଯୋଜନା ଥିଲା। କିନ୍ତୁ ଆଇପିଏଲ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଥିବା ଏକ ସ୍କୁଟି ି ଭିତରେ ନାଗ ସାପ ପଶିଯାଇଥିଲା। ଏହାପରେ ବନ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ନଷ୍ଟ ହେବା ସହ ଗାଡ଼ିଟି ପାଣି ଭିତରେ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ ଏମ୍‌ପି ସମର୍ଥନ ଜଣାଇଛନ୍ତି। ଏକନାଥ ଶିନ୍ଦେରେ ଯୋଗଦେବାକୁ ଥିବା ଏମ୍‌ପିମାନଙ୍କ ମଧ୍ୟରେ ସଞ୍ଜୟ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି । ଶିଶୁଙ୍କ ମୃତ୍ୟୁ ହେବା ପରେ କିଛି ସମୟ ପର୍ଯ୍ୟନ୍ତ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬: କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ଚାମେଲି । ନ୍ୟାୟ ଦେବା…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା ଭାରତକୁ ଏକ ବଡ଼ ଝଟକା ଦେଇଛି। ଆମେରିକାର ପ୍ରତିରକ୍ଷା ବିଭାଗ ପେଣ୍ଟାଗନ ‘ଇଣ୍ଡୋ-ପାସିଫିକ…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି। ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ନିରଞ୍ଜନ କୁମାର ସାହା…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା ହାତୀ । ହାତୀଟି ଗାଁ ନିକଟବର୍ତ୍ତୀ ଅଞ୍ଚଳରେ ବୁଲୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ…

ଗମ୍ଭୀର ସ୍ନାୟୁ ରୋଗ ସହିତ ସଂଘର୍ଷ କରୁଛନ୍ତି ସୋନୁ ନିଗମ, ଯନ୍ତ୍ରଣାଦାୟକ ଭିଡ଼ିଓ ସେୟାର କରି….

ଗାୟକ ସୋନୁ ନିଗମ ଦୀର୍ଘ ଦିନ ଧରି ତାଙ୍କର ସୁମଧୁର କଣ୍ଠସ୍ୱର ପାଇଁ ଲୋକଙ୍କ ପ୍ରିୟ ହୋଇଆସିଛନ୍ତି, କିନ୍ତୁ ସେ ବର୍ତ୍ତମାନ ଏକ କଷ୍ଟକର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି । ତଥାପି, ଏହି କଷ୍ଟକର ସମୟରେ ମଧ୍ୟ, ସେ କାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?