Home

ଆଇରାଙ୍କ ବାହାଘର ପାଇଁ ଆମିରଙ୍କ ପ୍ରସ୍ତୁତି, ଜାନୁୟାରୀ ୩ରେ କୋର୍ଟ ମ୍ୟାରେଜ,ବଲିଉଡର କେହି ଯୋଗ ଦେବେନି…

ମୁମ୍ବାଇ : ବଲିଉଡ ଅଭିନେତା ଆମିର ଖାନ ଏବଂ ତାଙ୍କ ପୂର୍ବତନ ସ୍ତ୍ରୀ ରୀନା ଦତ୍ତଙ୍କ ଝିଅ ଆଇରା ଖାନଙ୍କ ବିବାହ ହେବାକୁ ଯାଉଛି। ଏନେଇ ଆମିର ଖାନଙ୍କ ଘରେ ଏକ ବଡ ଉତ୍ସବ ହେବାକୁ ଯାଉଛି। ଆଇରା ଖାନ ତାଙ୍କ…

ଅବସର ନିଷ୍ପତ୍ତିରୁ ଓହରି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୪।୯: ଇଂଲଣ୍ଡର ଟେଷ୍ଟ ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଦିନିକିଆରେ ଇଂଲଣ୍ଡ ପାଇଁ ସବୁଠୁ ବଡ଼ ଇନିଂସ ଖେଳିଥିଲେ ଷ୍ଟୋକ୍ସ। ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ସେ ୧୨୪ ବଲରେ ୧୮୨ ରନ ସ୍କୋର କରିଥିଲେ। ଏଥିରେ…

ବଲାଙ୍ଗୀରର ସମସ୍ତ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୪ା୯(ଅସମାପିକା ସାହୁ): ବଲାଙ୍ଗୀରରେ ସମ୍ଭାବ୍ୟ ବନ୍ୟା ଓ ଜରୁରୀକାଳିନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ଚଞ୍ଚଳ ରାଣା। ଏନେଇ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି। ଜିଲାର…

ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଅଭିନେତା ଆୟୁଷ୍ମାନ ଖୁରାନା ଆଜି ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ବଲିଉଡରେ ଆୟୁଷ୍ମାନ ନିଜ ଅଭିନୟ ଜରିଆରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ନିକଟରେ ସେ ଫିଲ୍ମ ଡ୍ରିମ ଗାର୍ଲ-୨ରେ ମଧ୍ୟ ନିଖୁଳ ଅଭିନୟ କରିଛନ୍ତି। ଅଭିନୟ ଏବଂ ଗୀତ ଗାଇବା…

ଏଲନ୍‌ ମସ୍କଙ୍କୁ କଡ଼ା ସମାଲୋଚନା କଲା ତାଇଓ୍ବାନ

ତାଇପେ,୧୪ା୯: ତାଇଓ୍ବାନର ବୈଦେଶିକ ମନ୍ତ୍ରଣାଳୟ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଟେସଲା ମାଲିକ ଏଲନ୍‌ ମସ୍କଙ୍କୁ କଡ଼ା ସମାଲୋଚନା କରିଛି। ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ତାଇଓ୍ବାନ ବିକ୍ରି ପାଇଁ ନୁହେଁ କି ଚାଇନାର ଅଂଶ ନୁହେଁ।…

ଭାଇଙ୍କ ମୃତ୍ୟୁ ପରେ ଭଉଣୀଙ୍କୁ ମିଳି ପାରିବନି ଅନୁକମ୍ପାମୂଳକ ନିଯୁକ୍ତି: ହାଇକୋର୍ଟ…

ବେଙ୍ଗାଲୁରୁ,୧୪।୯ : କର୍ନାଟକ ହାଇକୋର୍ଟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଅନୁକମ୍ପାମୂଳକ ନିଯୁକ୍ତି ଆଧାରରେ ଚାକିରି ପାଇଁ ଭଉଣୀଙ୍କର ଆବେଦନକୁ ଖାରଜ କରି କହିଛନ୍ତି ଭଉଣୀ ତାଙ୍କ ଭାଇଙ୍କ ପରିବାର ପରିଭାଷାରେ ଅନ୍ତର୍ଭୁକ୍ତ ନୁହନ୍ତି। ମୁଖ୍ୟ ବିଚାରପତି ପ୍ରସନ୍ନ ବି ଭରାଲେ…

‘୪୦୦ ଆସନ ସହ ପୁଣି କ୍ଷମତାକୁ ଫେରିବ ଭାଜପା’

କୋଲକାତା,୧୪।୯: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ସହଯୋଗୀ ଦଳକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଏହା ‘ଇଣ୍ଡିଆ’ ସହଯୋଗୀ ନୁହେଁ। ମୁଁ କହିବି ଏହା ଆଇ ଡଟ ଏନ ଡଟ ଡି ଡଟ ଆଇ ଡଟ…

କଲେଜ ପରିସରରେ ଅଧ୍ୟକ୍ଷ, କର୍ମଚାରୀଙ୍କ ମାରପିଟ୍‌, ଭିଡିଓ ଭାଇରାଲ

ବାଲେଶ୍ୱର,୧୪ା୯(ମାନସ ବିଶ୍ୱାଳ): ପାଣି ମଟର ଚଲାଇବାକୁ କେନ୍ଦ୍ର କରି କଲେଜ ପରିସରରେ ଅଧ୍ୟକ୍ଷ ଏବଂ କର୍ମଚାରୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଅମର୍ଦ୍ଦା ରୋଡ୍‌ସ୍ଥିତ ସିଦ୍ଧେଶ୍ୱର…

ବିରୋଧ ପ୍ରଦର୍ଶନବେଳେ ଗାଜା ସୀମାରେ ବିସ୍ଫୋରଣ, ୫ପାଲେଷ୍ଟାଇନ ନାଗରିକ ମୃତ

ଗାଜା,୧୪।୯: ଅନେକ ପାଲେଷ୍ଟାଇନ ନାଗରିକ ଇସ୍ରାଏଲର ଜେଲରେ ଥିବାରୁ ଇସ୍ରାଏଲ ଏବଂ ଗାଜା ସୀମାରେ ଗତ କିଛି ମାସ ଧରି ଶାନ୍ତିପୂର୍ଣ୍ଣ ବିେରୋଧ ପ୍ରଦର୍ଶନ ହେଉଥିଲା। କିନ୍ତୁ ଧିରେ ଧିରେ ତାହା ତୀବ୍ର ହେବାକୁ ଲାଗିଲା। ତେବେ ବୁଧବାର ବିସ୍ଫୋରଣରେ ଘଟଣାସ୍ଥଳରେ…

୧୦ ରାଜ୍ୟରେ ପହଞ୍ଚିଲା ନିପା ସଂକ୍ରମଣ, ରାଜ୍ୟ ସରକାରଙ୍କ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୪।୯ : ଭାରତରେ ରିପୋର୍ଟ ହୋଇଥିବା ନିପା ସଂକ୍ରମଣର ଜେନୋମ କ୍ରମରେ ପ୍ରକାଶ ପାଇଛି ଭାଇରସର ଷ୍ଟ୍ରେନ ବାଂଲାଦେଶ ଏବଂ ମାଲେସିଆରେ ବ୍ୟାପିଥିବା ଷ୍ଟ୍ରେନ ସହିତ ସମାନ। କେରଳରେ ନିପା ସଂକ୍ରମଣ ଯୋଗୁ ଦୁଇ ଜଣଙ୍କ ମୃତ୍ୟୁ ପରେ ସମସ୍ତ ରାଜ୍ୟକୁ…

ପୁଣି କର୍ମଚାରୀ ଛଟେଇ କଲା ଆଲଫାବେଟ

କାଲିଫର୍ନିଆ,୧୪।୯: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ପୁଣି ଥରେ କର୍ମଚାରୀମାନଙ୍କୁ ଛଟେଇ କରିଛି। ନିଯୁକ୍ତିରେ ଚାଲିଥିବା ମନ୍ଥର ଗତିର ଏକ ଅଂଶ ଭାବରେ ବିଶ୍ୱସ୍ତରୀୟ ନିଯୁକ୍ତି ଟିମ୍‌ ମଧ୍ୟରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରାଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଗତ…

ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ୨୦୧୭-୨୦୨୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri