Home

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ ରବି ଧାନ କ୍ରୟ ପାଇଁ ମଣ୍ଡି ଆରମ୍ଭରୁ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ନେଇ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ ବିକ୍ରି କରି ପାରି ନାହାନ୍ତି। ଏଭଳି ସ୍ଥିତିରେ ଚାଷୀଙ୍କ ଅମଳ ଧାନ କ୍ଷେତ,…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା ସହିତ ଟୋଲ୍ ପ୍ଲାଜା ବ୍ୟବସ୍ଥାକୁ ଅପଗ୍ରେଡ୍ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହି…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ବିଭିନ୍ନ ନେତାମାନେ ସେମାନଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ପ୍ରଦର୍ଶନ କରିଥିଲେ। ବିଶେଷକରି ଇଟାଲୀ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର କରିବାକୁ ଯାଉଥିବା କୁହାଯାଉଛି । ତେବେ ଉକ୍ତ ଯୁଦ୍ଧ ବନ୍ଦ କରିବାକୁ ହେଲେ…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି। ଭାରତ ଓ ଆମେରିକା ମଧ୍ୟରେ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ କର୍ତ୍ତବ୍ୟରେ ଘୋର ବିଶୃଙ୍ଖଳା…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ ଯୋଗ’ ସୃଷ୍ଟି କରୁଛି, ଯାହା ସ୍ଥିରତା ଏବଂ ଦୀର୍ଘକାଳୀନ ସଫଳତା ସହିତ ଜଡିତ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି ଯାଇଛି। କେଉଁଠି ଅଧେ ଅଂଶ ଆଲୋକିତ ହୋଇଥିବାବେଳେ ଅଧେ ଅଂଶ ଦୀର୍ଘଦିନ ଧରି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ ଏବେ ଏକ ଅଭିନବ ରକ୍ତଭିତ୍ତିକ ସୂଚକାଙ୍କ ବା ଇଣ୍ଡିକେଟର ବିକଶିତ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?