Home

ମାଟି ବଦଳରେ ଇଲେକ୍ଟ୍ରି ଦୀପ,ଚିନ୍ତାରେ କୁମ୍ଭକାର ପରିବାର

ପାରଳାଖେମୁଣ୍ଡି, ୯ା୧୧ (ଗିରିଧାରୀ ପରିଛା):ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ରଙ୍ଗୀନ ଆଲୋକର ସଜା ସହିତ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଜାଳି ଶୁଭକାମନା କରନ୍ତି ଲୋକେ। ସମୟ ବଦଳିବା ସହ ଗ୍ରାହକଙ୍କ ଚାହିଦା ମଧ୍ୟ ବଦଳୁଛି। ଏବେ ମାଟି ଦୀପର…

ବୃଦ୍ଧ ମାତାପିତାଙ୍କର ଯତ୍ନ ନ ନେଲେ ସମ୍ପତ୍ତିରୁ ବେଦଖଲ ହେବେ ସନ୍ତାନ, ସରକାରଙ୍କ ନୂଆ ଆଇନ…

ଲକ୍ଷ୍ନୌ,୯।୧୧ : ଅନେକ ଥର ଏପରି ଘଟଣା ସାମ୍ନାକୁ ଆସିଥାଏ ଯେଉଁଥିରେ ଘରର ପିଲାମାନେ ବୃଦ୍ଧାବସ୍ଥାରେ ବୃଦ୍ଧ ମାତାପିତାଙ୍କୁ ମାନସିକ ସ୍ତରରେ ହଇରାଣ କରନ୍ତି । ଏହି ଘଟଣାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ନୂଆ ଆଇନ…

ଢେଙ୍କାନାଳରୁ ମେଲାଣି ନେଲେ ମା’

ଢେଙ୍କାନାଳ,୯ା୧୧(ରତନ ନାୟାର)ଢେଙ୍କାନାଳରୁ ବୁଧବାର ମେଲାଣି ନେଇଛନ୍ତି ମା’ ଲକ୍ଷ୍ମୀ। ସକାଳୁ ଆରମ୍ଭ ହୋଇଥିବା ମା’ଙ୍କ ଏହି ବିଦାୟ ପର୍ବ ବିଳମ୍ବିତ ରାତି ଯାଏ ଚାଲିଥିଲା। ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଏହି ଅନ୍ତିମ ଉତ୍ସବ ଭସାଣି ଶୋଭାଯାତ୍ରା ବେଶ୍‌ ଆନନ୍ଦ ଉଲ୍ଲାସ ଓ ଆଡ଼ମ୍ବର…

ଜିଲାରେ ବଢୁଛି ବେଆଇନ ଇଟାଭାଟି ନିର୍ମାଣ

କେନ୍ଦ୍ରାପଡ଼ା, ୯ା୧୧ (ଜଗନ୍ନାଥ ଧଳ)ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ନିର୍ମିତ ଇଟାଭାଟି ବଢ଼ିଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ଭାଟି ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ସ୍ଥାନୀୟ…

ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ପଟ୍ଟାମୁଣ୍ଡାଇ,୯ା୧୧(କଳ୍ପତରୁ ନାୟକ)ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଉଛି। ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ ନେଇ ପ୍ରଶ୍ନ ଉଠିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ ଗୃହ…

କେନ୍ଦରା ଗୀତରୁ ମିଳୁଛି ଓଡ଼ିଶାର ଲୋକକଳାର ଝଲକ

ମହାକାଳପଡ଼ା, ୯।୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ)ଧାର୍ମିକ ମାସ ହେଉଛି କାର୍ତ୍ତିକ। ଏହି ମାସରେ ଦାନ ଧର୍ମ କଲେ ପୁଣ୍ୟ ଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଦିନ ଥିଲା ଧର୍ମୀୟ କାର୍ତ୍ତିକ ମାସ ଆରମ୍ଭରୁ ଗାଁ ଗଣ୍ଡାରେ ପ୍ରାଚୀନ ସଂସ୍କୃତି…

ହ୍ୟାଣ୍ଡ ପମ୍ପରୁ ବାହାରିଲା ମଦ, ଲାଗିଗଲା ଲୋକଙ୍କ ଲମ୍ବା ଲାଇନ, ଭିଡିଓ ଭାଇରାଲ…

ଲକ୍ଷ୍ନୌ,୯।୧୧: ସୋସିଆଲ ମିଡିଆରେ ସମ୍ପ୍ରତି ଏକ ଅଜବ ଭିଡିଓ ଦେଖିବାକୁ ମିଳୁଛି । ଏହା ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ମାଟିତଳୁ ହ୍ୟାଣ୍ଡ ପମ୍ପରେ ମଦ ବାହାରୁଛି। ଏହି ଭିଡିଓ ଉତ୍ତରପ୍ରଦେଶର ଝାନ୍ସୀର ହୋଇଥିବା ଜଣାଯାଇଛି। ଯେଉଁଠାରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

କାଠ ଜାଳିଲେ ରାତି କଟେ

ନୟାଗଡ଼,୯।୧୧(ଲୋକନାଥ ମିଶ୍ର) ଦେଶ ସ୍ବାଧୀନତାର ୭୫ ବର୍ଷ ପରେ ବି ନୟାଗଡ଼ ଜିଲା ଗଣିଆ ବ୍ଲକ ବଡ଼ସିଲିଙ୍ଗା ପଞ୍ଚାୟତର ସଲପଗଣ୍ଡା ଓ ମୂଷିଗୁଡ଼ା ଗାଁରେ ବିଦ୍ୟୁତ୍‌ ବ୍ୟବସ୍ଥା ନାହିଁ । ଗାଁକୁ ରାସ୍ତା ନାହିଁ । ରାତିରେ କାଠ ଜଳାଯାଏ। ସେହି…

ନୟାଗଡ଼ରେ ରୋକି ହେଉନି ବାଲ୍ୟବିବାହ

ନୟାଗଡ଼,୯।୧୧(ଲୋକନାଥ ମିଶ୍ର) ନୟାଗଡ଼ ଜିଲାରେ ବାଲ୍ୟ ବିବାହ ବଢ଼ୁଥିବାବେଳେ ଶିଶୁକନ୍ୟା ଜନ୍ମ ହାର ହ୍ରାସ ହେବା ଚିନ୍ତାର କାରଣ ପାଲଟିଛି । ଜିଲାରେ ୩୬ ପ୍ରତିଶତ ନାବାଳିକା ବିବାହ କରୁଛନ୍ତି। ଜିଲାରେ ୧ ହଜାର ପୁଅରେ ୯୧୬ ଝିଅ ଜନ୍ମ ହେଉଛନ୍ତି…

ଜିଓ,ଏୟାରଟେଲଠାରୁ ଶସ୍ତାରେ ମିଳିବ ଇଣ୍ଟରନେଟ: ଘୋଷଣା କଲେ ଏଲନ ମସ୍କ…

ନୂଆଦିଲ୍ଲୀ,୯।୧୧: ଏୟାରଟେଲ ଏବଂ ଜିଓ ଭାରତର ଟେଲିକମ କ୍ଷେତ୍ରକୁ ଗ୍ରହଣ କରିଛନ୍ତି। କିନ୍ତୁ ବର୍ତ୍ତମାନ ଜଣେ ବ୍ୟବସାୟୀ ପ୍ରବେଶ କରିବାକୁ ଯାଉଛନ୍ତି ଯାହାଙ୍କର ଏହି ପ୍ରତିଯୋଗିତାକୁ ପରବର୍ତ୍ତୀ ସ୍ତରକୁ ନେଇଯିବାର ସାମର୍ଥ୍ୟ ଅଛି। ବାସ୍ତବରେ, ଉଭୟ ଜିଓ ଏବଂ ଏୟାରଟେଲ ସହିତ…

ଅଷ୍ଟମ ଶ୍ରେଶୀ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷୟିତ୍ରୀ ଗିରଫ

ନ୍ୟୁୟର୍କ,୯।୧୧: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଅଷ୍ଟମ ଶ୍ରେଶୀ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷୟିତ୍ରୀ ଗିରଫ ହୋଇଛନ୍ତି। ଶିକ୍ଷୟିତ୍ରୀ ଜଣଙ୍କ ୮ ବର୍ଷ ପୂର୍ବେ ଅଷ୍ଟମ ଶ୍ରେଣୀର ଛାତ୍ରଙ୍କ ସହ ଯୌନ ସମ୍ପର୍କ ରଖିଥିବା…

ରେଳ ଟ୍ରାକ୍‌ରେ ସାପ ବାଣ ଫୁଟାଇଲେ ୟୁଟ୍ୟୁବର, ପରେ ଯାହା ଘଟିଲା ଭିଡିଓ ଦେଖିଲେ ଜାଣିବେ…

ଆଜିକାଲି ଯୁବପିଢ଼ି ରିଲ୍‌ କରିବା ଚକ୍କରରେ କିଛି ବି କରିବାକୁ ପଛାଉନାହାନ୍ତି। କେଉଁଠି ବିପଦ ଅଛି, ତାହା ଜାଣି ବି ଅଜଣା ହୋଇ ବିପଦକୁ ଆମନ୍ତ୍ରଣ କରୁଛନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ରେଲଓ୍ବେ ପ୍ଲାଟଫର୍ମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?