Home

ଉତ୍ତରାଖଣ୍ଡ ସିଏମ୍‌ଆର୍‌ଏଫ୍‌କୁ ୨୫କୋଟିର ସହାୟତା

ଭୁବନେଶ୍ୱର,୧୧।୯: ବିଗତ କିଛି ମାସ ହେଲା ଉତ୍ତରାଖଣ୍ଡରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ବ୍ୟାପକ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଛି। ଏପରିକି ଉତ୍ତରାଖଣ୍ଡ ସରକାର ରାଜ୍ୟବାସୀଙ୍କ ସହ ଛିଡା ହୋଇଥିବାବେଳେ ଦେଶର ବିଭିନ୍ନ ଅନୁଷ୍ଠାନ ମଧ୍ୟ ସରକାରଙ୍କ ସହ ମିଳିତ…

ସଜେଇ ହେଉଛି ପାଣିକୋଇଲି ବଜାର

ପାଣିକୋଇଲି,୧୧ା୯(ବିକାଶ ମଲ୍ଲିକ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ପୂଜା ପାଇବାକୁ ଓହ୍ଲାଇ ଆସିବେ ଗଜାନନ। ଏଥିଲାଗି ସଜେଇ ହେଉଛି ପାଣିକୋଇଲି ବଜାର। ଦୋଳ ମେଲଣ ପରେ ଗଜାନନଙ୍କ ପୂଜା ପାଣିକୋଇଲିର ଅନ୍ୟତମ ଗଣପର୍ବ ହୋଇଥିବାବେଳେ ଏଥି ଲାଗି ପ୍ରସ୍ତୁତି ଶେଷ…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୧।୯: ରିଅଲ୍‌ମିର ନୂତନ ଉତ୍ପାଦ ‘ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଓ ରିଅଲ୍‌ମି ବଡ୍‌ସ ଟି୩୦୦’କୁ ନିକଟରେ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରାଯାଇଛି। ବିଶେଷ କରି ନେକ୍ସଟ୍‌ ୫ଜି ସ୍ପିଡ୍‌ ଫ୍ରଣ୍ଟିୟର୍‌, ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଭାରତୀୟ ଯୁବପିଢ଼ିଙ୍କ ଚାହିଦା…

ଧନ୍ୟବାଦ ଦେଲେନାହିଁ: ଜୟନାରାୟଣ

ଭୁବନେଶ୍ୱର, ୧୧।୯(ସୁନିତ୍‌ ମିଶ୍ର): ଜି-୨୦ ସମ୍ମିଳନୀର ରାତ୍ରି ଭୋଜନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ନ ଦେବା ନେଇ ବର୍ଷିଛି ଭାଜପା। ଏହାସହ ଏହି ସମ୍ମିଳନୀରେ ଓଡ଼ିଆ ସଂସ୍କୃତି, ପରମ୍ପରାକୁ ପ୍ରାଧାନ୍ୟ ମିଳିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାହିଁକି ମୁଖ୍ୟମନ୍ତ୍ରୀ…

୨୪ ବର୍ଷ ଧରି ତରଳ ଖାଦ୍ୟରେ ବିତୁଛି ଜୀବନ

କେନ୍ଦୁଝର,୧୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ପାହାଡ଼ ତଳ କୁଣ୍ଢେଇ ଗ୍ରାମର ଦିବ୍ୟାଙ୍ଗ ବୁଦ୍ଧିଆ ଜୁଆଙ୍ଗ(୨୪) ତରଳ ଖାଦ୍ୟ ଖାଇ ବହୁ କଷ୍ଟରେ ବଞ୍ଚତ୍ଛନ୍ତି। ତାଙ୍କର ପାଟି ଜନ୍ମରୁ ଖୋଲୁ ନ ଥିବାରୁ ଖାଦ୍ୟ…

ପୁରସ୍କାର ବ୍ୟକ୍ତିର ଅନାବଶ୍ୟକତାର ଉପଲବ୍ଧି କରାଏ

ଓଡ଼ିଶାର ନାଟକ କ୍ଷେତ୍ରର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଅନନ୍ତ ମହାପାତ୍ର। ଟେଲିଭିଜନ୍‌, ଫିଲ୍ମ, ରେଡିଓ ସହ ୟୁଟ୍ୟୁବରେ ମଧ୍ୟ ସେ ଶୁଣାଉଛନ୍ତି ନାଟକୀୟ କାହାଣୀ। ରଚନା, ନିର୍ଦ୍ଦେଶନା ଓ ଅଭିନୟ ମାଧ୍ୟମରେ ୨୦୧୫ ନଭେମ୍ବର ସୁଦ୍ଧା ୧୦୦ରୁ ଅଧିକ ନାଟକରେ ସେ…

ଦେଶର ନାଁ ବଦଳାଇଲେ ମୂଲ୍ୟ ଦେବାକୁ ହେବ

ନୂଆଦିଲ୍ଲୀ,୧୧ା୯ : ଦେଶର ନାଁ ଇଣ୍ଡିଆ ଏବଂ ଭାରତ ପରିବର୍ତ୍ତେ କେବଳ ଭାରତ ରଖିବାକୁ କେନ୍ଦ୍ର ସରକାର ଉଦ୍ୟମ ଚଳାଇଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଥିପାଇଁ ଭାଜପାକୁ ଟାର୍ଗେଟ କରିଛନ୍ତି। ଯେଉଁମାନେ ଭାରତର ଆତ୍ମା…

ବି.ଏଡ୍‌ ଶିକ୍ଷକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୧।୯: (ଅସମାପିକା ସାହୁ)- ମିଳିତ ପ୍ରାଥମିକ ମୂଳ ନିଯୁକ୍ତ ବି.ଏଡ୍‌ ଶିକ୍ଷକ ମହାସଂଘର ଏକ ଜରୁରୀକାଳୀନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରବିବାର ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବିଧାନସଭା ପୂର୍ବରୁ ଯଦି ସରକାର ଦାବି ସମ୍ପର୍କରେ କୌଣସି ପଦକ୍ଷେପ…

ଇଣ୍ଡିଆ ବୁକ୍‌ ରେକର୍ଡରେ ସତ୍ୟଙ୍କ କ୍ଷୁଦ୍ରତମ ଭାରତ ମାନଚିତ୍ର

ବ୍ରହ୍ମପୁର,୧୧ା୯(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ପେନ୍‌ସିଲ ମୁନରେ କରିଥିବା କ୍ଷୁଦ୍ରତମ ଭାରତ ମାନଚିତ୍ର ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛି। ସତ୍ୟ ଗତ ସ୍ବାଧୀନତା ଦିବସ ଅବସରରେ ୨ ମିଲିମିଟର ଉଚ୍ଚତା ଓ…

ଡ୍ରାଇଭର ଢୁଳାଉଥିଲେ ସତର୍କ କରାଇବ

ନୂଆଦିଲ୍ଲୀ,୧୧ା୯(ପି.ଟି.) : ଟ୍ରେନ୍‌ ଚଳାଉଥିବାବେଳେ ଡ୍ରାଇଭରଙ୍କ ଆଖିପତା ଲାଗିଗଲେ, ଏକ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଭିତ୍ତିକ ଡିଭାଇସ୍‌ ଏହାକୁ ଚିହ୍ନଟ କରି ତାଙ୍କୁ ଟ୍ରେନ୍‌ ଅଟକାଇବା ପାଇଁ ସତର୍କ କରାଇଦେବ। ଉତ୍ତରପୂର୍ବ ଫ୍ରଣ୍ଟିୟର ରେଲଓ୍ବେ (ଏନ୍‌ଏଫ୍‌ଆର୍‌) ଏଭଳି ଏକ ଡିଭାଇସ୍‌ ବିକଶିତ…

କେନ୍ଦ୍ରର ଫମ୍ପା ବିକାଶ ପଦାରେ ପଡ଼ିଲା: କଂଗ୍ରେସ

ନୂଆଦିଲ୍ଲୀ,୧୧ା୯(ପି.ଟି.) : ଜି-୨୦ ସମିଟ୍‌ ଆୟୋଜନ ସ୍ଥଳ ନବନିର୍ମିତ ଭାରତ ମଣ୍ଡପମ୍‌ରେ ପାଣି ଜମିଥିବାର ଭିଡିଓ ଶେୟାର କରି କେନ୍ଦ୍ର ସରକାରଙ୍କ ଫମ୍ପା ବିକାଶ ପଦାରେ ପଡ଼ିଲା ବୋଲି ରବିବାର କଂଗ୍ରେସ କହିଛି। ଉକ୍ତ ଭିଡିଓରେ ପାଣି ଜମିଥିବା କରିଡରରେ ଲୋକେ…

ୟୁଏନ୍‌ଏସ୍‌ସିର ସମ୍ପ୍ରସାରଣ ଦାବି ଉଠିଲା

ନୂଆଦିଲ୍ଲୀ,୧୧ା୯(ପି.ଟି.) : ଜି୨୦ ସମ୍ମିଳନୀର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ସମ୍ପ୍ରସାରଣ ଦାବିକୁ ଦୋହରାଇବା ସହ ବିଶ୍ୱର ନୂଆ ବାସ୍ତବତାର ପ୍ରତିଫଳନ ଲାଗି ବୈଶ୍ୱିକ ଅନୁଷ୍ଠାନଗୁଡ଼ିକରେ ସଂସ୍କାର ପାଇଁ ପ୍ରସ୍ତାବ ଦେଇଥିଲେ। ଅନେକ ସ୍ପଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri