ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!
ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍ସନର୍ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା (DA), ମହଙ୍ଗା ରିଲିଫ୍ (DR) ଏବଂ ବୋନସ୍ ଦେବା ନେଇ ପ୍ରସ୍ତୁତି କରୁଥିବା…
ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….
ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନୀତା ଆହୁଜାଙ୍କ ମଧ୍ୟରେ ସମ୍ପର୍କକୁ ନେଇ ମଧ୍ୟ ବିଭିନ୍ନ ଖବର ସାମ୍ନାକୁ ଆସୁଛି…
ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ
ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା ଯୌନ ଉତ୍ପୀଡ଼ନ ଅଭିଯୋଗ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛି। କଂଗ୍ରେସର ସାଧାରଣ…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧) ଓ ଚିଳ୍ପୀ ମଣ୍ଡଳ (୨୫)। ସେମାନେ ନିଜର ପରିଚୟ ବଦଳାଇ ଭୁବନେଶ୍ୱରରୁ ଏସ୍ଏମ୍…
ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…
ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ ମିଳିତ ବିକ୍ଷୋଭ ଶୋଭାଯାତ୍ରାର ନେତୃତ୍ୱ…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ (ଆର୍ଆଇ) ବସନ୍ତ ମଲ୍ଲିକ ଅଭିଯୋଗକାରୀଙ୍କୁ ମୂଳଧନ ଓ ସୁଧ ସହ ମୋଟ୍ ୪୨…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ଦୁଇ ଜଣଙ୍କୁ ଗିରଫ କରାଯାଇଛି। କେସିଙ୍ଗା ଅବକାରୀ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ…
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ ୱେଷ୍ଟଇଣ୍ଡିଜ ଏହି ମ୍ୟାଚକୁ ପାଞ୍ଚ ୱିକେଟରେ ଜିତି ଇତିହାସ ସୃଷ୍ଟି କରିଛି। ଜିତିବା…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ ସେମାନଙ୍କ ଅଂଶଗ୍ରହଣ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଥାଏ। ଏହି ଆଶଙ୍କା ବା ଚର୍ଚ୍ଚା…
ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ
ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହୁଏ। ମଇଦାନରେ ସେ ଜଣେ ଦମଦାର ଖେଳାଳି ହୋଇଥିବା ବେଳେ, ମଇଦାନ…

