Home

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି ମନେହୁଏ। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହା ଦକ୍ଷିଣ ଲେବାନନରୁ ଓହରିଯିବ…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ହୋଇଛି । ରବିବାର ରାତି ୯ଟା ସମୟରେ ଏକ ଉପୁଡ଼ି…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ ବଢ଼ାଇବା ପାଇଁ ଏକ ରୂପରେଖ ଉପରେ ସହମତ ହୋଇଛନ୍ତି। ଜୁନ୍‌ ୧୯ ସୁଦ୍ଧା…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିବାବେଳେ ମଙ୍ଗଳବାର ଏହାର ଶୁଣାଣି ହେବ। ଆଧାର କାର୍ଡକୁ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ ସହମତ ହୋଇଛି। ଦ୍ୱିପାକ୍ଷିକ ବାଣିଜ୍ୟ ଓ ପ୍ରତିରକ୍ଷା ସହଯୋଗ ବଢ଼ାଇବାକୁ ଉଭୟ ନେତା…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଛି । ତାଙ୍କ ନାମ ପ୍ରଭାତ ମଲିକ ଏବଂ ଘର ଗମ୍ଭାରିଆ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି ଆକର୍ଷଣ କରିଥିବା ବୈଭବ ଏବେ ତାଙ୍କ ବ୍ୟାଟିଂ ପାଇଁ ନୁହେଁ, ବରଂ ପଡ଼ିଆରେ…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୨୦ ଜଣ ବିଦ୍ରୋହୀ ଲୋକ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦ ବିଲିୟନ ଡଲାର ମୂଲ୍ୟର ହୋଇପାରେ। ଇରାନୀ ଗଣମାଧ୍ୟମ ଦାବି କରିଛି ଯେ ତେହରାନ…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF) ଉପରେ ଲାଗୁ ହୋଇଥିବା ଶୁଳ୍କ ବୃଦ୍ଧି କରାଯାଇଛି। ଡିଜେଲ ରପ୍ତାନି ପାଇଁ ପ୍ରତି…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ ସେ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?