Home

ଜି-୨୦: ଦିଲ୍ଲୀରେ ପହଞ୍ଚିଲେ ଏହି ସବୁ ଦେଶର ପ୍ରମୁଖ ଅତିଥି

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ୩୦ଦେଶର ରାଷ୍ଟ୍ର ମୁଖ୍ୟଙ୍କ ସହ ବଡ ବଡ ଅଧିକାରୀଙ୍କୁ ନିମନ୍ତ୍ରଣ କରାଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ପରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ଓ ତାଙ୍କ ପତ୍ନୀ ଦିଲ୍ଲୀରେ ପହଞ୍ଚିଛନ୍ତି। ସେହିପରି ଋଷିଆର…

ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଆବୁ କାସିମଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମବାଦ,ନୂଆଦିଲ୍ଲୀ,୮।୯: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀଙ୍କ ଗୋଟିକ ପରେ ଗୋଟିଏ ପାକିସ୍ତାନରେ କରାଯାଉଛି ହତ୍ୟା। ଏହି ଆତଙ୍କବାଦୀଙ୍କୁ ଅଜ୍ଞାତ ବନ୍ଧୁକଧାରୀମାନେ ହତ୍ୟା କରୁଛନ୍ତି। ଯାହାକୁ ପାକିସ୍ତାନୀ ପୋଲିସ ଏପର୍ଯ୍ୟନ୍ତ ଚିହ୍ନଟ କରିପାରି ନାହିଁ। ବର୍ତ୍ତମାନ ଏହି ଅଜ୍ଞାତ ବନ୍ଧୁକଧାରୀ ଲଶ୍କର-ଏ-ତାଇବା (ଲେଟି)…

ବିଆରଆଇ ସମ୍ମିଳନୀରେ ଶକ୍ତି ପ୍ରଦର୍ଶନ କରିବ ଚାଇନା, ଯୋଗଦେବେ ପୁଟିନ୍‌

ବେଜିଂ, ୮।୯: ବିଶ୍ୱର ଅନେକଙ୍କ ପାଇଁ ଋଣ ଜାଲରେ ପରିଣତ ହୋଇଥିବା ବେଲ୍ଟ ଏବଂ ରୋଡ ପ୍ରୋଜେକ୍ଟରେ ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛି ଚାଇନା। ଅକ୍ଟୋବରରେ ଚାଇନା ବିଆରଆଇ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି ଯେଉଁଥିରେ ବିଶ୍ୱର ୯୦ଟି ଦେଶ ଅଂଶଗ୍ରହଣକୁ…

ଜ୍ୱାଇଁ ଭାବେ ଭାରତ ଆସିବା ସ୍ବତନ୍ତ୍ର: ସୁନକ

ନୂଆଦିଲ୍ଲୀ,୮।୯: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନାକ ଥଟ୍ଟା କରି କହିଛନ୍ତି ଯେ ଜି -୨୦ ନେତାଙ୍କ ଶିଖର ସମ୍ମିଳନୀରେ ଭାରତର ଜ୍ୱାଇଁ ଭାବରେ ଯୋଗଦେବା ପ୍ରକୃତରେ ସ୍ବତନ୍ତ୍ର। ସୂଚନାଯୋଗ୍ୟ, ସୁନକ ଆଇଟଇ କମ୍ପାନୀ ଇନଫୋସିସର ସହ-ପ୍ରତିଷ୍ଠାତା ନାରାୟଣ ମୁର୍ତ୍ତୀଙ୍କ ଝିଅ ଅକ୍ଷତା…

ସାଉଦି ଆରବରୁ ଭାରତ ଯାଏଁ ହେବ ରେଲଓ୍ବେ ଲାଇନ, ଚାଇନାକୁ କାଉଣ୍ଟର କରିବାକୁ ପ୍ରସ୍ତୁତ ହେଲା ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୮।୯: ଜି-୨୦ନେଇ ରାଜଧାନୀ ଦିଲ୍ଲୀରେ ପ୍ରସ୍ତୁତ ଶେଷ ହୋଇ ସାରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ସାଉଦି ଆରବର କ୍ରାଉନ ପ୍ରିନ୍ସ…

ବାଇଡେନ ଲଗାଇବେ କ୍ୱିନସ୍‌ କ୍ରେପ-ମର୍ଟଲର ଗଛ, ଟ୍ରୁଡୋ ଲଗାଇବେ ଅର୍ଜୁନ, ଜି-୨୦ ସମ୍ମିଳନୀରେ ଦେଖିବାକୁ ମିଳିବ ଭିନ୍ନ ଦୃଶ୍ୟ

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ଜି -୨୦ ସମ୍ମିଳନୀ ଆୟୋଜନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏହି ସମ୍ମିଳନୀରେ ଯୋଗଦେବା ପାଇଁ ବିଭିନ୍ନ ଦେଶର ରାଷ୍ଟ୍ରାଧ୍ୟକ୍ଷ ତଥା ବିଭିନ୍ନ ଦେଶର ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଶିଖର ସମ୍ମିଳନୀରେ…

ବିରୋଧୀଙ୍କୁ ହେୟଜ୍ଞାନ କରନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ,୮।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ୟୁରୋପ ଗସ୍ତରେ ଅଛନ୍ତି। ଗସ୍ତ ବେଳେ ବେଲଜିୟମରେ ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ କହିଛନ୍ତି, ଜି-୨୦ର ଅଧ୍ୟକ୍ଷତା କରିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ବହୁତ ଭଲ କଥା। ହେଲେ ଏହି ବୈଠକରେ…

ସନ୍ନି ଦଓ୍ବେଲଙ୍କୁ ଧମକ!

ମୁମ୍ବାଇ:ବଲିଉଡ ଷ୍ଟାର ସନ୍ନି ଦଓ୍ବେଲ ଏବେ ତାଙ୍କ ମୁଭି ‘ଗଦ୍ଦର ୨’ର ସକସେସ ଏନଜୟ କରୁଛନ୍ତି। ବକ୍ସ ଅଫିସରେ ଏହି ମୁଭି ରେକର୍ଡ କରିଥିବା ବେଳେ ସବୁଠି କେବଳ ଗଦ୍ଦର ୨ ଓ ସନ୍ନି ଦଓ୍ବେଲଙ୍କ କଥା ଶୁଣିବାକୁ ମିଳୁଛି। ଏହାରି…

୧୯ନିର୍ବାଚନ ପୂର୍ବରୁ ଆବିଆଇରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ ଚାହୁଁଥିଲେ ସରକାର, ପୂର୍ବ ଡେପୁଟି ଗଭର୍ଣ୍ଣରଙ୍କ ବଡ ଦାବି

ନୂଆଦିଲ୍ଲୀ,୮।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ଣ୍ଣର ବିରଲ ଆଚାର୍ଯ୍ୟ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ୨୦୧୮ ମସିହାରେ ସରକାର ୧୯ନିର୍ବାଚନ ପୂର୍ବରୁ କେନ୍ଦ୍ରୀୟ ବ୍ୟାଙ୍କ ଅର୍ଥାତ୍‌ ଆରବିଆଇରୁ ୨ରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ…

ଦେଶର ଗର୍ବ ନୀରଜ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି ଭାରତର ଷ୍ଟାର ଆଥଲେଟ ନୀରଜ ଚୋପ୍ରା। ହଙ୍ଗେରୀର ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଜିତିଛନ୍ତି ସ୍ବର୍ଣ୍ଣ ପଦକ। ପ୍ରଥମ ଭାରତୀୟ ଭାବେ ସେ ଏହି ସଫଳତା…

ଭାରତରେ ପହଞ୍ଚିଲେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ

ନୂଆଦିଲ୍ଲୀ,୮।୯:ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଜି୨୦ ସମ୍ମିଳନୀରେ ଯୋଗଦେବାକୁ ବିଶ୍ୱର ଅନେକ ରାଷ୍ଟ୍ରର ନେତାମାନେ ଭାରତ ପହଞ୍ଚିବାରେ ଲାଗିଛନ୍ତି। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ନୂଆଦିଲ୍ଲୀରେ…

ସାବଧାନ! ବଜାରରେ ମିଳୁଛି କ୍ୟାନସର ରୋଗର ନକଲି ଇଞ୍ଜେକ୍‌ସନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୮ା୯: କ୍ୟାନସର ରୋଗର ନକଲି ଇଞ୍ଜେକ୍ସନ ବିଷୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ସତର୍କତା ପରେ ଭାରତ ମଧ୍ୟ ଏହାର କଠୋରତା ବୃଦ୍ଧି କରିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦ୍ୱାରା ଔଷଧ ସୁରକ୍ଷା ଆଲର୍ଟ ଯୋଗୁ ନକଲି କ୍ୟାନସର ଇଞ୍ଜେକ୍‌ସନ ଆଡସେଟ୍ରିସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri