Home

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର କୁମ୍ଭୀରକୁ ଉଦ୍ଧାର କରିଛି । ବ୍ରାହ୍ମଣୀ ନଦୀକୁ ସଂଯୋଗ ଥିବା ଏହି ନାଳକୁ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ ଅଧିକ ହ୍ରାସ ପାଇଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଅଭିନେତ୍ରୀ ଏହି ପଦକ୍ଷେପ ନେବାର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣା…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଦିଗରେ ଅଗ୍ରଗତି ସୂଚାଉଥିବା ରିପୋର୍ଟ ପ୍ରକାଶ ପାଇଛି । ବିଶ୍ୱ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର । ପୋଷ୍ଟମାଷ୍ଟର ତାଲା ଝୁଲାଇ ଦେବା ପରେ ପୋଷ୍ଟାଲ ଇନ୍ସପେକ୍ଟର ପହଞ୍ଚି ଶାଖା…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି ବନ୍ଦ ଥିବା ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର ପୁନର୍ବାର ଖୋଲିବାକୁ ଯାଉଛି। ଏହାକୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଆଣିବ ଏବଂ ଗତିବିଧି ଏବଂ ବାଣିଜ୍ୟର ସ୍ବାଧୀନତା ଫେରାଇ ଆଣିବ ବୋଲି ଆଶା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର ଦୂଷିତ ପାଣି ଗରା ମାଠିଆରେ ସଂଗ୍ରହ କରୁଛନ୍ତି। ବର୍ଷର ଅନ୍ୟ ସମୟରେ ଜଳକଷ୍ଟ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉଭୟ ଏହି ଚୁକ୍ତିନାମାକୁ ନିଶ୍ଚିତ କରିଛନ୍ତି, ଯାହା ପାକିସ୍ତାନ ଏବଂ କତାର…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ (ପିତା- ହରିହର ସେଠୀ)ଙ୍କ ୩ ବଖରା ବିଶିଷ୍ଟ ମାଟି ବାସଗୃହରେ ବିଦ୍ୟୁତ ସକେଟରେ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ ସୂଚନା ଦେଇଛି। ଚରଥାୱାଲ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଗତ ଶନିବାର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?