Home

ଏକ୍ସର ପୋଷ୍ଟରେ ଲୁଚାଇ ହେବ ଲାଇକ, ରିପ୍ଲାଇ, ରିଟୁଇଟ

ନ୍ୟୁୟର୍କ,୭।୧୦: ଗତ ବର୍ଷ ଅକ୍ଟୋବରରେ ଏଲନ ମସ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ଟୁଇଟର) ର କମାଣ୍ଡ ନେଇଥିଲେ, ଯାହା ପରେ ଏହି ପ୍ଲାଟଫର୍ମରେ କ୍ରମାଗତ ଭାବରେ ଅନେକ ପରିବର୍ତ୍ତନ କରାଯାଇଥିଲା। ପ୍ରଥମେ ଏହି ପ୍ଲାଟଫର୍ମର ନାମ ଟୁଇଟରରୁ ଏକ୍ସକୁ ପରିବର୍ତ୍ତିତ…

ପ୍ରତିଶୋଧ ନେତା ନେଲା ଆମେରିକା, ୨ ରୁଷିଆ କୂଟନୀତିଜ୍ଞଙ୍କୁ ଦେଶ ଛାଡିବାକୁ ଦେଲା ନିର୍ଦ୍ଦେଶ

ଓ୍ବାଶିଂଟନ,୭।୧୦: ଆମେରିକା ଏବଂ ରୁଷିଆ ମଧ୍ୟରେ ତିକ୍ତତା ହ୍ରାସ ପରିବର୍ତ୍ତେ ବୃଦ୍ଧି ପାଉଛି। ୱାଶିଂଟନ ବର୍ତ୍ତମାନ ଦୁଇ ରୁଷିଆର କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିର୍ଦ୍ଦେଶ ଜାରି କରିଛି। ଏହାପୂର୍ବରୁ ମସ୍କୋ ଦୁଇ ଜଣ ଆମେରିକୀୟ କୂଟନୀତିଜ୍ଞଙ୍କୁ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା।…

ଅଷ୍ଟ୍ରେଲିଆର ଗ୍ରାମାଞ୍ଚଳରେ ବିମାନ ଦୁର୍ଘଟଣା, ୩ ଶିଶୁ ସମେତ ପାଇଲଟ ମୃତ

ସିଡନୀ,୭।୧୦: ଅଷ୍ଟ୍ରେଲିଆର ନ୍ୟୁ ସାଉଥ ୱେଲ୍ସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଶୁକ୍ରବାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ପୁରୁଷ ପାଇଲଟ ଏବଂ ତିନି ଜଣ ଶିଶୁଙ୍କ ମତ୍ୟୁ ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଏହି ସୂଚନା ଦେଇଛି। ସାଇରସ ଏସଆର…

ଏସିଆନ ଗେମ୍ସ: ୧୦୦ ପଦକ ଜିତି ଇତିହାସ ରଚିଲା ଭାରତ

ହାଝଙ୍ଗୋ,୭।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ୧୦୦ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଖବର ଲେଖିବା ପର୍ଯ୍ୟନ୍ତ, ଏଥିରେ ୨୫ ସ୍ବର୍ଣ୍ଣ ରହିଛି। ଫାଇନାଲରେ ଚାଇନାର ତାଇପେଇକୁ ପରାସ୍ତ କରି ଭାରତର ମହିଳା କବାଡି ଦଳ ସ୍ବର୍ଣ୍ଣ ଜିତି ଭାରତକୁ…

ଯାତାୟାତର ମାଧ୍ୟମ କୁକୁର

ଆପଣ ଏପରି ଏକ ଦେଶ ବିଷୟରେ କେବେ କଳ୍ପନା କରିଛନ୍ତି କି? ଯେଉଁଠି ଗାଡ଼ି ରାସ୍ତା ନାହିଁ କି ରେଳରାସ୍ତା ମଧ୍ୟ ନାହିଁ। ଲୋକମାନେ କୁକୁର ଉପରେ ବସି ଯାତ୍ରା କରିଥାନ୍ତି। ଏପରି ଏକ ଦେଶ ହେଉଛି ଗ୍ରୀନ୍‌ଲାଣ୍ଡ। ଆର୍କଟିକ୍‌ର ଏକ…

ବାର୍ଷିକ ଉତ୍ସବରେ କର୍ମଚାରୀଙ୍କୁ ବାସଗୃହ ଜମି ଉପହାର

ଭୁବନେଶ୍ୱର, ୭।୧୦: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ୨୩ ତମ ବାର୍ଷିକ ଉତ୍ସବ ‘ବିଶ୍ୱାସ’ ଶୁକ୍ରବାର ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ ଅଭିନେତ୍ରୀ ତଥା ଅରୁନ୍ଧତୀ ଜୁଏଲର୍ସର ବ୍ରାଣ୍ଡ୍‌ ଆମ୍ବାସାଡର ଅର୍ଚ୍ଚିତା ସାହୁଙ୍କ ସମେତ ଅରୁନ୍ଧତୀର…

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୨୨ଗବେଷକ

ଭୁବନେଶ୍ୱର,୭।୧୦: ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ୨୨ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ୨୦୨୩ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ…

ଏସ୍‌ବିଆଇର ନୂତନ ଅଭିଯାନ

ଭୁବନେଶ୍ୱର, ୭।୧୦ : ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ମୋବାଇଲ ହାଣ୍ଡ୍‌ହେଲ୍‌ଡ ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ଲୋକମାନଙ୍କ ପାଖରେ ସୁବିଧାରେ ପହଞ୍ଚାଇବା ଲାଗି…

‘ଆଇ ଭେଷ୍ଟେବଲ’ର ଶୁଭାରମ୍ଭ

ଭୁବନେଶ୍ୱର, ୭।୧୦: ଷ୍ଟାର୍ଟଅପ୍‌ ଓଡ଼ିଶା ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଇନୋଭେଶନ ଫାଉଣ୍ଡେଶନର ମିଳିତ ସହଯୋଗରେ ଏକ ଅଭିନବ କାର୍ଯ୍ୟକ୍ରମ ‘ଆଇ ଭେଷ୍ଟେବଲ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ପରିଚାଳିତ ଷ୍ଟାର୍ଟଅପ୍‌ ଓଡ଼ିଶାର…

ବେଦାନ୍ତ ଆଲୁମିନିୟମର ନୂତନ ଉତ୍ପାଦ

ଭୁବନେଶ୍ୱର, ୭।୧୦: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ନୂତନ ଉତ୍ପାଦ ‘ଓୟାର ରଡ୍‌’ ରେଞ୍ଜର ଆନୁଷ୍ଠାନିକ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ନୂତନ ଉତ୍ପାଦକ ଟି୪, ଏଏଲ୍‌୫୯ ଓ ୮ଏକ୍ସଏକ୍ସଏକ୍ସ ସିରିଜକୁ ସର୍ବଭାରତୀୟ…

ଅକ୍ଟୋବର ୮ରୁ ଜିଓ ଉତ୍ସବ

ଭୁବନେଶ୍ୱର, ୭।୧୦: ରିଲାଏନ୍ସ ରିଟେଲର ପ୍ରମୁଖ ଇ-କର୍ମସ ପ୍ଲାଟ୍‌ଫର୍ମ ଜିଓ ମାର୍ଟର ବହୁ ପ୍ରତୀକ୍ଷିତ ତଥା ପାର୍ବଣ ସ୍ବତନ୍ତ୍ର ‘ଜିଓ ଉତ୍ସବ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଉତ୍ସବ ୨୦୨୩ ଅକ୍ଟୋବର ୮ରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି। ଏପରିକି…

ସିଟ୍ରୋନ୍‌ର ଅଲ୍‌ ନ୍ୟୁ ସି୩ ଏୟାରକ୍ରସ୍‌ ଏସ୍‌ୟୁଭି ଉନ୍ମୋଚିତ

ଭୁବନେଶ୍ୱର,୭।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ (ଇଭି) ତଥା ଫ୍ରେଞ୍ଚ କାର୍‌ ନିର୍ମାତା ସିଟ୍ରୋନ୍‌ର ବହୁ ପ୍ରତୀକ୍ଷିତ ସି ୩ ଏୟାରକ୍ରସ୍‌ ଏସ୍‌ୟୁଭିର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ନୂଆ ସିଟ୍ରୋନ୍‌ ସି୩ ଏୟାରକ୍ରସ୍‌ ଏସ୍‌ୟୁଭିରେ ୯୦%ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri