Home

ପାକିସ୍ତାନ ଆଗରେ ନେହୁରା ହେଲେ ତାଲିବାନ ସରକାର

କାବୁଲ,୨।୧୧: ପାକିସ୍ତାନ ସରକାର ବିନା ଦସ୍ତାବିଜ ଥିବା ୧୭ଲକ୍ଷ ଆଫଗାନସ୍ତାନୀଙ୍କୁ ନଭେମ୍ବର ୧ ଭିତରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ। ଦେଶ ନ ଛାଡିଲେ ଜୋରଜବରଦସ୍ତି ହଟା ଯିବ ବୋଲି ପାକିସ୍ତାନ ସରକାର କହିଥିଲେ। ପାକ୍‌ ଅଧିକାରୀଙ୍କ ଅନୁସାରେ, ଏପର୍ଯ୍ୟନ୍ତ ୧ଲକ୍ଷ…

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା…

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ…

ଟଙ୍କା ପାଇଁ ପିଲାଙ୍କ ଗଳା କାଟୁଛି ହମାସ…

ଜେରୁଜେଲମ,୨।୧୧ : ଆତଙ୍କବାଦୀ ସଂଗଠନ ହମାସର ପ୍ରତିଷ୍ଠାତା ଶେଖ ହାସନ ୟୁସୁଫଙ୍କ ପୁଅ ମୋସାବ ହାସନ ୟୁସୁଫ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ହମାସ ଆତଙ୍କବାଦୀମାନେ ପାଲେଷ୍ଟାଇନ ପିଲାମାନଙ୍କୁ ଅ ଅମାନୁଷିକ ଭାବେ ହତ୍ୟା କରୁଛନ୍ତି। ବ୍ରିଟିଶ ଖବରଦାତାଙ୍କୁ ଦେଇଥିବା ଏକ…

ଆଣବିକ ଅସ୍ତ୍ରଶସ୍ତ୍ର ନିୟନ୍ତ୍ରଣ ଆଲୋଚନା ପାଇଁ ରାଜି ହେଲେ ଆମେରିକା-ଚାଇନା…

ଓ୍ବାଶିଂଟନ/ବେଜିଂ,୨।୧୧: ବିଶ୍ୱ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ବାସ୍ତବରେ ଆଣବିକ ଅସ୍ତ୍ର ନିୟନ୍ତ୍ରଣ ପ୍ରସଙ୍ଗରେ ଆମେରିକା ଏବଂ ଚାଇନା ଆଲୋଚନା କରିବାକୁ ସହମତ ହୋଇଛନ୍ତି। ୱାଲ ଷ୍ଟ୍ରିଟ ଜର୍ନାଲ ଏହାର ଏକ ରିପୋର୍ଟରେ ଏହା ଦାବି କରିଛି। ରିପୋର୍ଟ ଅନୁଯାୟୀ,…

ଓ୍ବାଙ୍ଖଡେରେ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ମୁମ୍ବାଇ,୨ା୧୧(ପି.ଟି.): ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକରଙ୍କ ଏକ ପ୍ରତିମୂର୍ତ୍ତି ବୁଧବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ଉନ୍ମୋଚିତ ହୋଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପତ୍ନୀ ଅଞ୍ଜଳି ଓ ଝିଅ ସାରାଙ୍କ…

ଶ୍ରୀଲଙ୍କା ଚ୍ୟାଲେଞ୍ଜ ପାଇଁ ଭାରତ ପ୍ରସ୍ତୁତ

ମୁମ୍ବାଇ, ୨।୧୧:ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଗୁରୁବାର ଏହାର ୭ମ ମ୍ୟାଚ ଖେଳିବ। ଏଥର ପ୍ରତିଦ୍ୱନ୍ଦ୍ୱୀ ହେଉଛି ଶ୍ରୀଲଙ୍କା। ପୂର୍ବ ମ୍ୟାଚଗୁଡ଼ିକରେ ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ପାକିସ୍ତାନ, ବାଂଲାଦେଶ, ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡକୁ ହରାଇ ଟୁର୍ନାମେଣ୍ଟରେ ଏକମାତ୍ର ଦଳ ଭାବେ ଅପରାଜେୟ…

କମାଲ ଦେଖାଉଛନ୍ତି ନବୀନଙ୍କ ଡୁପ୍ଲିକେଟ୍‌: ପେସା ମେକାନିକ, ନିଶା କିନ୍ତୁ…

ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଳି ବେଶ ଓ ତାଙ୍କ ଭଳି କଥା। ହଠାତ୍‌ ଦେଖିଲେ ଚମକି ଯିବେ। ମୁଖ୍ୟମନ୍ତ୍ରୀଙ୍କ କଥାକୁ ଫଲୋ କରି ଉପସ୍ଥାପନା କରିବା ତାଙ୍କର ମୁଖ୍ୟ ପରିଚୟ। ଜିଲାରେ କୌଣସି ଯାନିଯାତ୍ରା ହେଉ କିମ୍ବା…

ଫୋନ୍‌ରେ କଥା ହୋଇ ଖୋଲୁଥିଲେ ଗାଡ଼ି ତାଲା

କଟକ,୨ା୧୧ (କାର୍ତ୍ତିକ ସାହୁ)ସିଡିଏ ଫେଜ୍‌-୨ ଓ କଟକ ସଦର ଥାନା ଅଞ୍ଚଳରୁ ବାଇକ୍‌ ଚୋରି ଘଟଣାରେ ପୋଲିସ ୭ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ ୧୫ଟି ବାଇକ୍‌ ଜବତ କରାଯାଇଥିବା ଡିସିପି ପିନାକ ମିଶ୍ର ସୂଚନା…

ପାନୀୟଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ମନ୍ଥର

ସାକ୍ଷୀଗୋପାଳ, ୨ା୧୧(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର)ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୧୪ ପଞ୍ଚାୟତର ୪୬ଟି ଗ୍ରାମକୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ପଞ୍ଚାୟତିରାଜ ବିଭାଗ ଏବଂ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗ ପକ୍ଷରୁ ପୂର୍ବ ସତ୍ୟବାଦୀରେ ପାନୀୟଜଳ ପ୍ରକଳ୍ପ ନିର୍ମାଣ ଚାଲିଛି।…

ଫିଲ୍ଡିଂ ମେଡାଲ ଓ ବିଟିଏସ୍‌

ଗୌତମ ଗମ୍ଭୀର ବର୍ତ୍ତମାନ ଇଣ୍ଟରନେଟ୍‌ରେ ଭାରତୀୟ କ୍ରିକେଟ ଦଳର ବିହାଇଣ୍ଡ ଦ ସିନ୍‌(ବିଟିଏସ୍‌) ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବ୍ୟକ୍ତିଗତ ଭାବରେ ଏହ ମୋର ମଧ୍ୟ ପସନ୍ଦ। ପୁରୁଷମାନଙ୍କ ଏହି କ୍ରୀଡାରେ ଖେଳାଳି ଯୁବସୁଲଭ ବ୍ୟକ୍ତିତ୍ୱ ଦେଖିବାକୁ ମଧ୍ୟ ମିଳୁଛି।…

ରୋଇଂରୁ ଓଡ଼ିଶାକୁ ୨ ବ୍ରୋଞ୍ଜ

ଭୁବନେଶ୍ୱର, ୨।୧୧(ତପନ ସ୍ବାଇଁ): ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାର ରୋଇଂ ଇଭେଣ୍ଟରେ ଓଡ଼ିଶା ୨ଟି ବ୍ରୋଞ୍ଜ ପଦକ ହାସଲ କରିଛି। ଫଳରେ ଓଡ଼ିଶାର ପଦକ ସଂଖ୍ୟା ୫ ସ୍ବର୍ଣ୍ଣ, ୯ ରୌପ୍ୟ ଓ ୧୨ ବ୍ରୋଞ୍ଜ ସହ ୨୬ରେ ପହଞ୍ଚତ୍ଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?