ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…
ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ ସୂଚନା ଦେଇଛି। ଚରଥାୱାଲ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଗତ ଶନିବାର ଏହି…
ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…
ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ମୃତକ ହେଲେ କମିରା ପଞ୍ଚାୟତ ଅନ୍ତର୍ଗତ ବିକଳପୁର ଗ୍ରାମର ନେପାଳ…
ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…
ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖବର ସାମଗ୍ରୀ ବଜାରର ଧାରାକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏହି ଘୋଷଣା…
ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ
କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର ସନ୍ଧ୍ୟାରେ କେସିଙ୍ଗା ବ୍ଲକ ଅଞ୍ଚଳରେ ଘଡ଼ଘଡ଼ି ହେବା ସହ ପ୍ରଥମ ବର୍ଷା ହୋଇଥିଲା।…
ଭାରସାମ୍ୟ ହରାଇ ଟ୍ୟାଙ୍କର୍ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ
ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଥିବାବେଳେ ଗାଡି ଭିତରେ ଚାପିହୋଇ ଚାଳକର ମୃତ୍ୟୁ ଘଟିଛି।…
ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ
ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ…
ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର
ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ। ପରିବାର ଲୋକେ ସଜନାଗଡ଼ ମା’ ଭୂଧାରଚଣ୍ଡୀଙ୍କ ପୀଠ ସମ୍ମୁଖରେ ରଜ ପର୍ବ ଉପଲକ୍ଷେ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ
ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର ରାତ୍ରି ପ୍ରାୟ ୯ ଘଟିକା ସମୟରେ ୨ ବାଇକ ଆରୋହୀ ମୟୁରଭଞ୍ଜ ଉଦଳାରୁ…
ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ
ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍ ୭ଟି ପୋଖରୀ ଥିବାବେଳେ କୌଣସି ପୋଖରୀରେ ବର୍ଷବର୍ଷ ଧରି ମାଟି କାମ କିମ୍ବା ପଙ୍କୋଦ୍ଧାର…
ଦୁଇ ଓସିଏସ୍ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…
କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ ୧୧୩ ତମ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିବା ସଙ୍ଗୀତା ସେଠୀଙ୍କୁ ରବିବାର କେସିଙ୍ଗା ସିଟିଜନ…
ମୋଦିଙ୍କ ସହ ସେଲ୍ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…
ନାଇସ୍,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’ ସମ୍ମିଳନୀର ଉଦଘାଟନ କରିଥିଲେ। ଭାରତ-ଫ୍ରାନ୍ସ ସହଭାଗୀତା ନୂତନ ଉଚ୍ଚତାରେ ପହଞ୍ଚିବ ବୋଲି ମୋଦି…
ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଇଛନ୍ତି ଘଟଗାଁ ଥାନା କୁସୁନୁପୁର…

