Home

ନାଲ୍‌କୋ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ

ଭୁବନେଶ୍ୱର,୨।୧୧: କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ ଉଦ୍ୟୋଗ, ନାଲ୍‌କୋ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଆରମ୍ଭ ହୋଇଛି। ଏହି ଅବସରରେ କମ୍ପାନୀର ସମସ୍ତ ଅପରେଟିଂ ୟୁନିଟ୍‌, ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ମୁଖ୍ୟାଳୟରେ କର୍ମଚାରୀମାନେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମରେ ସକ୍ରିୟ…

ଛାତ୍ରୀଛାତ୍ରଙ୍କୁ ସଫ୍ଟୱେର୍‌ ଇଣ୍ଡଷ୍ଟ୍ରି ଶିକ୍ଷା

ଭୁବନେଶ୍ୱର,୨।୧୧: ଗ୍ଲୋବାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ପକ୍ଷରୁ ଏମ୍‌ବିଏ ଓ ଏମ୍‌ସିଏ ପାଠ୍ୟକ୍ରମର ଛାତ୍ରୀଛାତ୍ରମାନଙ୍କୁ ସଫ୍ଟୱେର୍‌ ଇଣ୍ଡଷ୍ଟ୍ରି ଅଧିକ ଜ୍ଞାନଦେବା ଉଦ୍ଦେଶ୍ୟରେ ସଫ୍ଟୱେର୍‌ କନ୍‌ସଲ୍ଟାନ୍ସି କମ୍ପାନୀ କୋସେଣ୍ଟ ଏବଂ ଓଡିଟେକ୍‌ ସଲ୍ୟୁଶନ ସହ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଗ୍ଲୋବାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

‘ଗାଁକୁ ପକ୍କାରାସ୍ତା ନ ହେଲେ ଆଗାମୀ ନିର୍ବାଚନରେ ଭୋଟ ଦେବୁ ନାହିଁ’

ଦଶମନ୍ତପୁର, ୨।୧୧(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ଼ ଗ୍ରାମପଞ୍ଚାୟତ ଅଧୀନରେ ଥିବା ଗୌଡ଼ ରାମଜି ଗାଁକୁ ଭଲ ରାସ୍ତା ନ ଥିବାରୁ ଗାଁକୁ ୪ ଚକିଆ ଯାନ ଆସିପାରୁ ନାହିଁ। ଏପରିକି ଗାଁକୁ ଆମ୍ବୁଲାନ୍ସ ଆସିବାକୁ ରାସ୍ତା…

୧୪ ହାତୀ, ୬ କଲରାପତରିଆ ଗାଏବ

ଜଙ୍ଗଲ ଅବକ୍ଷୟ ସାଙ୍ଗକୁ ଶିକାରୀଙ୍କ ଦୌରାତ୍ମ୍ୟ ରାୟଗଡ଼ା ଜିଲାକୁ ଏକପ୍ରକାର ବନ୍ୟପ୍ରାଣୀଶୂନ୍ୟ କରିଦେଇଛି। ଏହି ଜଙ୍ଗଲରେ ପୂର୍ବରୁ ଥିବା ୧୪ ହାତୀ ଓ ୬ କଲରାପତରିଆ ବାଘଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ହାତୀ ଓ ବାଘଙ୍କ ସମ୍ପର୍କରେ ବନ ବିଭାଗ ନିକଟରେ…

ଓଜିବି ପକ୍ଷରୁ ସତର୍କତା ଦିବସ ପାଳିତ

ଭୁବନେଶ୍ୱର,୨।୧୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି)ବେଣ୍ଟକାର ଶାଖା ପକ୍ଷରୁ ଦଧିବାମନପୁର ପାର୍ବତୀ ବିଦ୍ୟାପୀଠରେ ସତର୍କତା ଦିବସ ପାଳନ କରାଯାଇଛି। ଓଜିବି କଟକ ଶାଖାର ରିଜିଓନାଲ ମ୍ୟାନେଜର ଆଶିଷ ନାୟକ ଓ ଲିଡ୍‌ ବ୍ୟାଙ୍କ ମ୍ୟାନେଜର ଅମରେଶ ସତ୍ୟନାରାୟଣ ରାଉତଙ୍କ ସହାୟତାରେ ଏହି କାର୍ଯ୍ୟକ୍ରମର…

ଆପୋଲୋରେ ରକ୍ତ ଜମାଟ ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର,୨।୧୧: ସାମାନ୍ୟ ଅବହେଳା କଲେ କିମ୍ବା ସତର୍କ ନ ରହିଲେ ବର୍ତ୍ତମାନ ସମୟରେ ମଣିଷକୁ ବହୁ ବଡ଼ ବଡ଼ ରୋଗର ଶିକାର ହେବାକୁ ପଡ଼ିଥାଏ। କିଛି ରୋଗର ଲକ୍ଷଣ ଏବଂ ଅନୁଭବ ଅତି ସାମାନ୍ୟ ହୋଇଥିଲେ ମଧ୍ୟ ଏହାକୁ ଠିକ୍‌ ସମୟରେ…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଆର୍ଥିକ ସାକ୍ଷରତା ଶିବିର

ଭୁବନେଶ୍ୱର, ୨।୧୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କର ମିଳିତ ପଦକ୍ଷେପରେ ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ଋଷି ସିଂହଙ୍କ ନିର୍ଦ୍ଦେଶାନୁଯାୟୀ, ଗୋଡ଼ିପଡ଼ା ଶାଖା ଅଧୀନସ୍ଥ ଡମସାହି ଗ୍ରାମ୍ୟ ମିଟିଂ…

କାମରେ ଲାଗୁନି ମିଶନ ଶକ୍ତି ଗୃହ

କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) ମିଶନ ଶକ୍ତି ଜରିଆରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଅଧିକ ସୃଦୃଢ଼ ଓ ସ୍ବାବଲମ୍ବୀ କରିବା ପାଇଁ ସରକାର ମିଶନ ଶକ୍ତି ଗୃହ ନିର୍ମାଣ କରି ଯୋଗାଇ ଦେଉଛନ୍ତି। କିନ୍ତୁ ଅନେକ ସ୍ଥାନରେ ଜମି ସମସ୍ୟା ଓ…

ଶପିଂ ପାଇଁ ‘ରିଲାଏନ୍ସ ଏସ୍‌ବିଆଇ କାର୍ଡ’

ଭୁବନେଶ୍ୱର, ୨।୧୧: ରିଲାଏନ୍ସ ରିଟେଲ ଏବଂ ଏସ୍‌ବିଆଇ କାର୍ଡ ପକ୍ଷରୁ ମିଳିତ ଭାବେ ‘ରିଲାଏନ୍ସ ଏସ୍‌ବିଆଇ କାର୍ଡ’ କ୍ରେଡିଟ୍‌ କାର୍ଡ ଲଞ୍ଚ ହେବାକୁ ଯାଉଛି। ଏହି କାର୍ଡଧାରୀମାନେ ଫ୍ୟାଶନ୍‌, ଲାଇଫ୍‌ ଷ୍ଟାଇଲ୍‌, ଗ୍ରୋସେରୀ, ଫାର୍ମା, ଫର୍ନିଚର, ଗହଣା ଆଦି କିଣାକିଣିଠାରୁ ଆରମ୍ଭ…

ଆହାର କେନ୍ଦ୍ରକୁ ସ୍ବାଗତ, ଜମି ହସ୍ତାନ୍ତରକୁ ବିରୋଧ

ଖଇରା, ୨।୧୧(ଉତ୍କଳବନ୍ଧୁ ପଣ୍ଡା) ବାଲେଶ୍ୱର ଜିଲା ଖଇରା ବ୍ଲକର ସର୍ବପୁରାତନ ଖଇରା ହାଇସ୍କୁଲ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ା ବିଦ୍ୟାଳୟର କିଛି ଜମିକୁ କିଛି ଦିନ ତଳେ ଖଇରା ମେଡିକାଲ ସମ୍ପ୍ରସାରଣ ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିବା ପରେ…

ନିଶାନ ମ୍ୟାଗ୍‌ନାଇଟ୍‌ କ୍ୟୁରୋର ଓଡ଼ିଶା ବଜାର ପ୍ରବେଶ

ଭୁବନେଶ୍ୱର,୨।୧୧: ନୂଆ ନିଶାନ ମ୍ୟାଗ୍‌ନାଇଟ୍‌ କ୍ୟୁରୋର ବୁଧବାର ଓଡ଼ିଶା ବଜାର ପ୍ରବେଶ ହୋଇଛି। ପାହାଳସ୍ଥିତ ଜାହ୍ନବୀ ନିଶାନଠାରେ ଏହି ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଏହାର ପ୍ରବେଶ କରାଯାଇଛି। କାର୍ଯ୍ୟକ୍ରମରେ ଜାହ୍ନବୀ ନିଶାନର ସେଲ୍‌ସ ଆଣ୍ଡ ଅପରେଶନର ଜେନେରାଲ ମ୍ୟାନେଜର ସୁସ୍ମିତା ପଟ୍ଟନାୟକ…

ଅକ୍ଟୋବରରେ ୧.୭୨ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ସଂଗ୍ରହ, ଓଡ଼ିଶାର ଚତୁର୍ଥ ସର୍ବାଧିକ ସର୍ବକାଳୀନ ସଂଗ୍ରହ

ନୂଆଦିଲ୍ଲୀ,୨।୧୧: ୨୦୨୩ ଅକ୍ଟୋବରରେ ଦେଶରେ ମୋଟ ଜିଏସ୍‌ଟି ଆଦାୟ ୧,୭୨,୦୦୩ କୋଟି ଟଙ୍କା ରହିଛି। ସେଥିମଧ୍ୟରୁ ୩୨,୦୬୨ କୋଟି ଟଙ୍କା ସିଜିଏସ୍‌ଟି, ୩୮,୧୭୧ କୋଟି ଟଙ୍କା ଏସ୍‌ଜିଏସ୍‌ଟି, ୯୧,୩୧୫ କୋଟି ଟଙ୍କା (ସାମଗ୍ରୀ ଆମଦାନୀ ଉପରେ ଆଦାୟ ହୋଇଥିବା ୪୨,୧୭୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?