Home

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼ ମଣ୍ଡିରେ ଧାନ ଉଠାଣ ପ୍ରକିୟା ମନ୍ଥରତା ଯୋଗୁ ହଜାର ହଜାର କ୍ୱିଣ୍ଟାଲ ଧାନ…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ ବଂଶଲଙ୍କ କହିବା ଅନୁଯାୟୀ, ଶିବାନୀ ନାମ୍ନୀ ଉକ୍ତ ଯୁବତୀଙ୍କର ଜଣେ ପଡ଼ୋଶୀ ଯୁବକଙ୍କ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ ଯାନ (ଇଭି)ପାଇଁ ଋଣ ଯୋଗାଇ ଦେଉଛନ୍ତି। ୨୦୨୨ରେ ରାଜଶ୍ରୀ କେତେକ ଫାଇନାନ୍ସିଆଲ ଫାର୍ମରେ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ ଆକଳନ କରିବା, ତାର ହିସାବ ରଖିବା କଷ୍ଟକର ହେଲାଣି। ମୋବାଇଲ ଫୋନର ଗୋଟିଏ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ ଅନୈତିକ କାର୍ଯ୍ୟ କଲେ ତାକୁ ଅନ୍ୟମାନେ କଠୋର ସମାଲୋଚନା କରୁଛନ୍ତିି, ମାତ୍ର ନିଜ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା ଏହି କଲ ସମୟରେ ସେମାନେ ରୁଷିଆ-ୟୁକ୍ରେନ ଯୁଦ୍ଧ, ଇରାନ-ଆମେରିକା ଚୁକ୍ତି ଏବଂ ଦ୍ୱିପାକ୍ଷିକ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଗରଡ଼ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୋବିଲି,…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତି ହେବାକୁ ଯାଉଛି । ଏହି ଘଟଣା ଉପରେ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ ଜାରି କରିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ଆବେଦନପତ୍ର ନମ୍ବର ଏବଂ ଜନ୍ମତାରିଖ କିମ୍ବା ପାସ୍‌ଓ୍ବାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ ରବିବାର ବାଞ୍ଜିବାହାଲି-କଟାପାଲି ରାସ୍ତାରେ ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହୋଇଛି। ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ର…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡୁଛି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୭ ଟାରେ ଜଣେ ଅଟୋ ଚାଳକଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?