Home

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ, ଗାୟିକା ଏବଂ କ୍ରୀଡା ଉପସ୍ଥାପିକା ଲିଜ କୁହନ୍ତି ଯେ, ବିରାଟ କୋହଲି ତାଙ୍କର…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ ଦିଗରେ ସଜାଗ ସଚେତନ ରହିବାକୁ ସମସ୍ତ ବିଡିଓ, ତହସିଲଦାର, ପୌରପରିଷଦକୁ ପରାମର୍ଶ ଦିଆଯାଇଛି।…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧ ସମ୍ଭବପର ନ ହୋଇପାରେ, କିନ୍ତୁ ଏହାର SOP…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ସଂଯୋଜିକା ତଥା ଅଧ୍ୟାପିକା…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି। ଗୁଜରାଟର ଜାମନଗରରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ୨୦୧୫ ମସିହା ଅଜୟ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ବୁଧବାର ଜିଲାର ୧୩ ବ୍ଲକରେ ମୋଟ…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି I ଲଗାଣ ବର୍ଷାରେ ଫଳରେ କାନ୍ଥ ଭିଜି…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ କିଛି ବର୍ଷ ଧରି ଭାରତ ପାଇଁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନଥିଲେ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି। ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳ ୧୦ ପଞ୍ଚାୟତ ଯଦୁପୁର, ଜୟଚନ୍ଦ୍ରପୁର, ତିଖିରି, ପାଟଳିପଙ୍କ,…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ ହୋଇଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଦେଇଛି। ଜୁଲାଇ ମାସର ଶେଷ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା ଉଠାଇ ନେଇଥିଲେ। ଘଟଣା ଜାଣିବା ପରେ ଅଭିନେତ୍ରୀ ମୁମ୍ବାଇ ପୋଲିସର ସାଇବର ସେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?