Home

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁଦାମ ଭୋଇ (୩୫)। ସୂଚନା ଅନୁସାରେ, ପଦ୍ମପୁରରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ଏକ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ ସେ ନିଜକୁ ଅଖାରେ ପୂରାଇ ମାଟି ତଳେ ୩ ଦିନ ପାଇଁ ପୋତିହୋଇଥିବାବେଳେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫ କିଲୋଗ୍ରାମ ସୁନା ଜବତ କରିଛି। ଏବେ ପଥର ବ୍ୟବସାୟ କରୁଥିବା ମଣ୍ଡଳଙ୍କ ଘରେ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜଳସ୍ରୋତରେ ଏହି କେନାଲ କୂଳ ଲଙ୍ଘିବା…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ କୋଣରେ ଅବସ୍ଥିତ ହୋଇଛନ୍ତି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଏହି ଗ୍ରହମାନଙ୍କ ସ୍ଥିତି…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ ଜୋର୍ଡାନରେ ଏକ ଆମେରିକୀୟ ସାମରିକ ଘାଟି ଉପରେ ଏକ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଆକ୍ରମଣ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ସଂସଦରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, E20 ପେଟ୍ରୋଲ୍…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଛି। ଗଞ୍ଜେଇ ଚୋରାଚାଲାଣ କରିଥିବା ଅଭିଯୋଗରେ ଦାରିଙ୍ଗବାଡି ଥାନା ଅଞ୍ଚଳରୁ ୨ଜଣଙ୍କୁ ମୁମ୍ବାଇ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ସମୟରେ ଆଇପିଏଲ୍ ଫ୍ରାଞ୍ଚାଇଜ୍ ‘ରାଜସ୍ଥାନ ରୟାଲ୍ସ’ (RR) ରୁ ଜଡେଜା ଏବଂ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?