Home

ମୀନକେତନଙ୍କୁ ‘ନଗରବନ୍ଧୁ’ ସମ୍ମାନ

ଭୁବନେଶ୍ୱର,୨।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ନିକଟରେ ଭୁବନେଶ୍ୱର ନଗର ନିଗମ (ବିଏମ୍‌ସି) ପକ୍ଷରୁ ‘ନଗରବନ୍ଧୁ’ ସମ୍ମାନରେ ସମ୍ମାନିତ କରାଯାଇଛି। ଚଳିତ ବର୍ଷର ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଏମ୍‌ସି ପକ୍ଷରୁ ଏକ ସ୍ବତନ୍ତ୍ର…

ଆଇସିଆଇସିଆଇ ବ୍ୟାଙ୍କର ଡିଜିଟାଲ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨।୯: ଆଇସିଆଇସିଆଇ ବ୍ୟାଙ୍କର ଆଉ ଏକ ନୂତନ ଡିଜିଟାଲ ଶାଖା ଭୁବନେଶ୍ୱର ପଟିଆ ନିକଟସ୍ଥ କଳାରାହାଙ୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନ୍‌ସର ସେଣ୍ଟରର ନିର୍ଦ୍ଦେଶକ, ଏକାଡେମିକ୍‌ ପ୍ରଫେସର ବିଧୁ କେ ମହାନ୍ତି (ଏମ୍‌ଡି)…

ଏସ୍‌ପ୍ଲାନେଡ୍‌ରେ ମୋଚିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୯: ଦେଶର ଅଗ୍ରଣୀ ସୁଜ୍‌ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍‌ ମୋଚିର ନୂତନ ତଥା ଏକ୍ସକ୍ଲୁସିଭ ଆଉଟେ୍‌ଲଟ୍‌ ଭୁବନେଶ୍ୱର ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ପ୍ଲାନେଡ ଓ୍ବାନ୍‌ ମଲ୍‌ର ସେଣ୍ଟର ହେଡ୍‌ ପାର୍ଥପ୍ରତୀମ…

ଟାଟା ପାୱାର ବିଜ୍‌ନେସ୍‌ ଆସୋସିଏଟ୍‌ ମିଟ୍‌

ନୂଆଦିଲ୍ଲୀ,୨।୯: ଟାଟା ପାଓ୍ବାରର ଓଡ଼ିଶା ଡିସ୍‌କମ୍‌ ପକ୍ଷରୁ ଏକ ଦିନିକିଆ ସମ୍ମିଳନୀ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଡିସ୍‌କମ୍‌ର ଓଡ଼ିଶା ସେବା ବିଜ୍‌ନେସ୍‌ ଆସୋସିଏଟ୍‌ସ ମିଟ୍‌ ଆୟୋଜିତ ହୋଇଥିଲା। ଏପରିକି ଏଲ୍‌ଟି, ୧୧କେଭି, ୩୩କେଭି ନେଟ୍‌ୱର୍କ ରକ୍ଷଣାବେକ୍ଷଣ, ପିଏସ୍‌ଏସ୍‌ ପରିଚାଳନା,…

ଅଗଷ୍ଟରେ ୧.୫୯ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟ…

କେଭିଆଇସିର କାରିଗର ସମ୍ମିଳନୀ

ଭୁବନେଶ୍ୱର,୨।୯: ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ (କେଭିଆଇସି)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ୩ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ସହ କାରିଗର ସମ୍ମିଳନୀ କିଟ୍‌ ବିଶ୍ୱବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍‌ ମାର୍କେଟର…

ଆଗୁଆ ନିର୍ବାଚନ ସଙ୍କେତ

ନୂଆଦିଲ୍ଲୀ,୨ା୯: ଭାରତରେ ‘ଏକ ଦେଶ, ଏକ ନିର୍ବାଚନ’ ବ୍ୟବସ୍ଥା ଲାଗୁ କରାଯାଇପାରିବ କି ନାହିଁ ସେନେଇ ଅନୁଧ୍ୟାନ ପାଇଁ ଶୁକ୍ରବାର କେନ୍ଦ୍ର ସରକାର ଏକ କମିଟି ଗଠନ କରିଛନ୍ତି। ଉକ୍ତ ପ୍ୟାନେଲର ମୁଖ୍ୟ ଭାବେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନିଯୁକ୍ତ…

ଚାଇନା ମାନଚିତ୍ରକୁ ଆଉ ୪ ଦେଶର ବିରୋଧ

ନୂଆଦିଲ୍ଲୀ,୨ା୯: ଚାଇନାର ନୂଆ ମାନଚିତ୍ରକୁ ଭାରତ ବିରୋଧ କରିବା ପରେ ଏବେ ମାଲେସିଆ, ଫିଲିପାଇନ୍ସ, ତାଇଓ୍ବାନ ଏବଂ ଭିଏଟ୍‌ନାମ ମଧ୍ୟ ଏହାକୁ ଭିତ୍ତିହୀନ ମାନଚିତ୍ର କହି କଡ଼ା ସମାଲୋଚନା କରିଛନ୍ତି। ନୂଆ ମାନଚିତ୍ରରେ ଦକ୍ଷିଣ ଚାଇନା ସାଗର ଏବଂ ଅନ୍ୟ କେତେକ…

ସିଙ୍ଗାପୁର ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଭାରତୀୟ ବଂଶୋଭବ ଥର୍‌ମାନ

ସିଙ୍ଗାପୁର,୨।୯: ଭାରତୀୟ ବଂଶୋଭବ ସିଙ୍ଗାପୁର ଜନ୍ମିତ ଅର୍ଥନୀତିଜ୍ଞ ଥର୍‌ମାନ ଶାନମୁଗରତ୍ନମ୍‌ ରାଷ୍ଟ୍ରପତି ପାଇଁ ହୋଇଥିବା ନିର୍ବାଚନରେ ବିଜୟୀ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ ବିଭାଗ ଶୁକ୍ରବାର ଘୋଷଣା କରିଛି ଯେ, ଶାନମୁଗରତ୍ନମ୍‌ ୭୦.୪ ପ୍ରତିଶତ ଭୋଟ ସହ ଜିତିଛନ୍ତି। ସିଙ୍ଗାପୁରରେ ନବମ…

ଆଜି ସୂର୍ଯ୍ୟାଭିମୁଖୀ ଆଦିତ୍ୟ-ଏଲ୍‌୧ ମିଶନ

ଶ୍ରୀହରିକୋଟା,୨ା୯: ଭାରତର ପ୍ରଥମ ସୂର୍ଯ୍ୟ ମିଶନ ‘ଆଦିତ୍ୟ-ଏଲ୍‌୧’ ଶନିବାର ସୂର୍ଯ୍ୟ ଅଭିମୁଖେ ଯାତ୍ରା ଆରମ୍ଭ କରିବ। ଏଥିପାଇଁ ଅବଗଣନା ଆରମ୍ଭ ହୋଇଯାଇଛି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ କୁହାଯାଇଛି। ଶନିବାର ପୂର୍ବାହ୍ନ ୧୧.୫୦ ମିନିଟ୍‌ରେ ଏହା ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ…

‘ଗଦର ୩’ରେ ନଜର ଆସିବେନି ଅମିଷା ପଟେଲ, କହିଲେ କାରଣ

ମୁମ୍ବାଇ: ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ଗଦର ୨’ ବକ୍ସ ଅଫିସରେ ଭଲ ବ୍ୟବସାୟକରିପାରିଛି। ଅନିଲ ଶର୍ମାଙ୍କ ନିର୍ଦ୍ଦେଶିତ ଏହି ସିନେମାରେ ଅମିଶା ଏବଂ ସନି ଦେଓଲଙ୍କ ଯୋଡି ଦର୍ଶକଙ୍କ ହୃଦୟ ଜିତିବାରେ ସଫଳ ହୋଇଛି। ଏହାର ସଫଳତା ଦେଖି ପ୍ରଶଂସକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri