Home

ରାଜସ୍ଥାନ-ମଧ୍ୟ ପ୍ରଦେଶ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (ଅକ୍ଟୋବର ୨) ରେ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଗସ୍ତ କରିବେ। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଉଭୟ ରାଜ୍ୟରେ ଅନେକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) କହିଛି ଯେ ରାଜସ୍ଥାନରେ…

କାହା ସହ ମେଣ୍ଟ କରିବେନି ମାୟାବତୀ

ଲକ୍ଷ୍ନୌ,୧।୧୦: ଲୋକ ସଭା ନିର୍ବାଚନ ପାଇଁ ବିଏସପି ସୁପ୍ରିମୋ ମାୟାବତୀ କୌଣସି ମିଳିତ ଦଳର ବା ମେଣ୍ଟର ଅଂଶ ହେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ସରକାରଙ୍କୁ କେନ୍ଦ୍ରୀୟ ଶକ୍ତିରୁ ବହିଷ୍କାର କରିବା ପାଇଁ ବିରୋଧୀ ଦଳ ଇଣ୍ଡିଆ…

‘ଘୋଷ୍ଟ’ର ଟ୍ରେଲର ହିନ୍ଦୀରେ ରିଲିଜ…

ମୁମ୍ବାଇ : କନ୍ନଡ ସୁପରଷ୍ଟାର ଶିବ କୁମାରଙ୍କ ବହୁ ପ୍ରତୀକ୍ଷିତ ଆକ୍ସନ ଥ୍ରୀଲର ଫିଲ୍ମ ‘ଘୋଷ୍ଟ’ର ଟ୍ରେଲର ହିନ୍ଦୀରେ ରିଲିଜ ହୋଇଛି। ଟ୍ରେଲର ରିଲିଜ ହେବା ମାତ୍ରେ ପ୍ରଶଂସକଙ୍କୁ ଏହା ଉତ୍ସାହିତ କରିଛି। ଏହି ଚଳଚ୍ଚିତ୍ର ଚଳିତ ବର୍ଷ ଅକ୍ଟୋବର ୧୯…

ପ୍ରତି ୧୦ ବର୍ଷରେ ସରକାର ବଦଳିବା ଜରୁରୀ: ଚିଦାମ୍ବରମ…

ନୂଆଦିଲ୍ଲୀ,୧।୧୦ : ମୁଦ୍ରାସ୍ଫୀତି, ମୂଲ୍ୟ ବୃଦ୍ଧି ଏବଂ ବେକାରୀ ସମ୍ପର୍କରେ କଂଗ୍ରେସ ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ କଡ଼ାସମାଲୋଚନା କରିଛନ୍ତି। ରାମେଶ୍ୱରମରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି…

‘ମିଛ କଥା ଚଳିବ ନାହିଁ, ବର୍ତ୍ତମାନ ପରିବର୍ତ୍ତନ ଚାହୁଁଛି ତେଲଙ୍ଗାନା’

ହାଇଦ୍ରାବାଦ,୧ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନାର ମହବୁବନଗରରେ ପହଞ୍ଚି ଏଠାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ଭର୍ଚୁଆଲ ମାଧ୍ୟମରେ ୧୩,୫୦୦କୋଟିରୁ ଅଧିକ ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ପ୍ରଧାନମନ୍ତ୍ରୀ…

ବଡ଼ବିଲ-ପୁରୀ ଟ୍ରେନ୍‌ ଟାଇମ୍‌ ବଦଳିଲା

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍‌ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍‌ ଚାଲିବ। ଟ୍ରେନ୍‌ ସକାଳ ୯ଟା ୩୦ରେ ବଡ଼ବିଲ ଛାଡ଼ିବ ଏବଂ ଅପରାହ୍ନ ୧.୨୫ରେ କେନ୍ଦୁଝରଗଡ଼ରେ…

ତେଲଙ୍ଗାନାକୁ ୧୩ ହଜାର ୫ଶହ କୋଟି ଟଙ୍କା ପରିଯୋଜନାର ଉପହାର ଦେଲେ ମୋଦି

ହାଇଦ୍ରାବାଦ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନାର ମହବୁବନଗର ଜିଲାରେ ୧୩ ହଜାର କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଷଳାକର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏହି ସମୟରେ ସେ କହିଥିଲେ ଯେ ୨୦୧୪ରେ ଏଲପିଜି ସଂଯୋଗ ସଂଖ୍ୟା ପ୍ରାୟ ୧୪କୋଟି…

ନାଇଟ୍‌ କ୍ଲବ୍‌ରେ ଅଗ୍ନିକାଣ୍ଡ: ୬ ମୃତ, ୮ ନିଖୋଜ

ମାଡ୍ରିଡ,୧ା୧୦: ରବିବାର ଦକ୍ଷିଣ ପୂର୍ବ ସ୍ପେନ୍‌ର ମର୍ସିଆର ଏକ ନାଇଟ୍‌ କ୍ଲବ୍‌ରେ ଅଗ୍ନିକାଣ୍ଡ ଘଟିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣଙ୍କ ପତ୍ତା ମିଳୁନି। ଏନେଇ ଜରୁରୀକାଳିନ ସେବା ପକ୍ଷରୁ କୁହାଯାଇଛି। ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭାଇବା ପରେ…

ଏହି ୩ ରାଶିର ଯୁବକ ସବୁଠାରୁ ଭଲ ସ୍ବାମୀ; ନ କହିଲେ ବି ମନକଥା ଜାଣି ନିଅନ୍ତି…

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ରାଶି ଆଧାରରେ ଯେକୌଣସି ବ୍ୟକ୍ତିର ସ୍ବଭାବ ଏବଂ ତାଙ୍କ ପ୍ରକୃତି ବିଷୟରେ ଅନେକ କିଛି ଜଣାପଡ଼ିଥାଏ। ମୋଟ ୧୨ ରାଶି ଭିତରୁ ସବୁ ରାଶିର ନିଜର ସ୍ବାମୀ ଗ୍ରହ ରହିଛି। ଆଜି ଆମେ ଏପରି ୩ ରାଶି ବିଷୟରେ…

ନୂଆ ନୂଆ ପ୍ରେମରେ ପଡ଼ିଛନ୍ତି ? ପ୍ରେମଜୀବନକୁ ସଫଳ କରୁଥିବା ଏହି ୪ କଥା ଜାଣିରଖନ୍ତୁ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ। ଏହି ନୀତିକୁ ଅନୁସରଣ କଲେ ଜଣେ ସଫଳ ପ୍ରେମୀ ହୋଇପାରିବ ଏଥିରେ ସନ୍ଦେହ…

ଉପକାରି ଲବଙ୍ଗ

ଲବଙ୍ଗକୁ ପ୍ରାୟ ସମସ୍ତଙ୍କ ଘରେ ଏକ ମସଲା ଦ୍ରବ୍ୟ ଭାବେ ବ୍ୟବହାର କରାଯାଇଥାଏ। କିନ୍ତୁ ଏଥିରେ ଏମିତି ବି କିଛି ଔଷଧୀୟ ଗୁଣ ଅଛି, ଯାହା ବିଭିନ୍ନ ପ୍ରକାରର ରୋଗକୁ ଦୂର କରିବାରେ ସହାୟକ ହୋଇଥାଏ। ଦାନ୍ତ ବିନ୍ଧା ହେଉଥିଲେ ଗୋଟିଏ…

ଫୁଟପାଥରେ ଚାଲୁଥିବା ଦମ୍ପତିଙ୍କ ଉପରେ କାର୍‌ ଚଢ଼ାଇଦେଲେ ଅଭିନେତା, ମହିଳାଙ୍କ ମୃତ୍ୟୁ

ଦକ୍ଷିଣ ଭାରତୀୟ ସିନେମାର ଅଭିନେତା ନାଗାଭୂଷଣ ବାଙ୍ଗାଲୋରରେ ଫୁଟପାଥରେ ଚାଲୁଥିବା ଏକ ଦମ୍ପତିଙ୍କ ଉପରେ କାର୍‌ ଚଢ଼ାଇବାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ଦୁର୍ଘଟଣାରେ ମହିଳାଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପାର୍ଟନର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଘଟଣାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri