Home

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ବୁଥ୍‌ ଏଜେଣ୍ଟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚିଙ୍କ ବିରୁଦ୍ଧରେ ଜନସାଧାରଣଙ୍କ କ୍ରୋଧ ପ୍ରକାଶ ପାଇଛି। ମଶାଦରେ ଆରାଘଚିଙ୍କ ବିରୁଦ୍ଧରେ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ ଜନପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ଜନ୍ମଭୂମି ଭାବେ ଧୂଷୁରୀର ଏକ ସ୍ବତନ୍ତ୍ର ପରିଚୟ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର ସରକାରଙ୍କ ସୂତ୍ରରୁ ଏଭଳି ସୂଚନା ସାମ୍ନାକୁ ଆସିଛି। ରାଜନୈତିକ ମହଲରେ ଚର୍ଚ୍ଚା ଜୋର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାଙ୍କ ମେଣ୍ଟ ସହଯୋଗୀମାନଙ୍କ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ କାଣ୍ଡ। ରଜ ସଜବାଜ ପାଇଁ କିଣାକିଣିକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ପାରିବାରିକ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ମହାକାଳପଡ଼ା ପୋଲିସ ଶନିବାର ଗିରଫ କରିଛି। ଅସୁସ୍ଥତା ସତ୍ତ୍ୱେ ତାଙ୍କୁ ଏସ୍‌ଡିଜେଏମ୍‌ଙ୍କ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨ ଜୁନ୍‌ ୨୦୨୬ରେ ପ୍ରକାଶ ପାଇଛି। ଆପଏଣ୍ଟମେଣ୍ଟ କମିଟି ଅଫ କ୍ୟାବିନେଟ୍‌ ଦ୍ୱାରା ଏହି…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ିଛି।…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା ଖେଳିଯାଇଥିଲା। ଶନିବାର ସ୍ବର୍ଗତ ଅଧ୍ୟକ୍ଷାଙ୍କ ଛତ୍ରପୁର ଚର୍ଚ୍ଚ ରୋଡ୍‌ସ୍ଥିତ ବାସଭବନରେ ଓଡ଼ିଶା ସରକାରଙ୍କ…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ପ୍ରତିପକ୍ଷ ଭାରତ ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?