Home

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନକୁ ନେଇ ପ୍ରତିକ୍ରିୟା ରଖିଲା କଂଗ୍ରେସ

ନୂଆଦିଲ୍ଲୀ,୩୧।୮: ପାର୍ଲାମେଣ୍ଟର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ପରେ ଗୁରୁବାର କେନ୍ଦ୍ର ସରକାରଙ୍କ ଉପରେ କଂଗ୍ରେସ ଖୁବ ବର୍ଷିଛି। କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀ ଏକ ଘରୋଇ ଚ୍ୟାନେଲକୁ କହିଛନ୍ତି ଯେ ଆମକୁ ଏ ସମ୍ପର୍କରେ କୌଣସି ସୂଚନା ଦିଆଯାଇ…

‘ଇଣ୍ଡିଆ’ ବୈଠକରେ ସାମିଲ ହେବାକୁ ମୁମ୍ବାଇରେ ପହଞ୍ଚିଲେ ଅଖିଳେଶ

ମୁମ୍ବାଇ,୩୧।୮: ଲୋକ ସଭା ନିର୍ବାଚନ ପୂର୍ବରୁ ଗଠିତ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଦୁଇ ଦିନିଆ ବୈଠକ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଚାଲିବ। ‘ଇଣ୍ଡିଆ’ର ବୈଠକରେ ସାମିଲଦେବା ପାଇଁ ଏସପି ମୁଖ୍ୟ ଅଖିଳେଶ…

ଗ୍ରାଣ୍ଟ ଶାପ୍ସ ବ୍ରିଟେନର ନୂଆ ପ୍ରତିରକ୍ଷା ସଚିବ, ବେନ ଓ୍ବାଲେସଙ୍କ ସ୍ଥାନରେ ସମ୍ଭାଳିବେ ଦାୟିତ୍ୱ

ଲଣ୍ଡନ,୩୧।୮: ବ୍ରିଟିଶ ସରକାର ପୂର୍ବତନ ଶକ୍ତି ସଚିବ ଗ୍ରାଣ୍ଟ ଶାପ୍ସଙ୍କୁ ଦେଶର ନୂତନ ପ୍ରତିରକ୍ଷା ସଚିବ ଭାବେ ନାମିତ କରିଛନ୍ତି। ବାସ୍ତବରେ, ଶାପ୍ସ ବର୍ତ୍ତମାନ ବେନ ୱାଲେସଙ୍କ ସ୍ଥାନ ନେବେ। ଚାରି ବର୍ଷ ପରେ ସେ ତାଙ୍କ ପଦରୁ ଇସ୍ତଫା ଦେବେ…

ସୁନା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ସୁବୋଧ ସାହୁ ଆଣ୍ଡ୍‌ ସନ୍ସ ଜୁଏଲାରୀ ଦୋକାନ ଉପରେ ଗୁରୁବାର ଜିଏସ୍‌ଟି(ଏନ୍‌ଫୋର୍ସମେଣ୍ଟ) ପକ୍ଷରୁ ଚଢ଼ାଉ କରାଯାଇଛି। ଯାଜପୁର ଡିଭିଜନ ପକ୍ଷରୁ ୨ଟି ଗାଡ଼ିରେ ପ୍ରାୟ ୧୦ଜଣ କର୍ମଚାରୀ ଆସି ସୁନାଗହଣା…

ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ, ୪ ଅଟକ

କୋରୁକୋଣ୍ଡା,୩୧ା୮(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅନ୍ତର୍ଗତ ଚିନ୍ତଲବାଡ଼ା ପଞ୍ଚାୟତ ମାଝିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେବା ସହ ଶେଷରେ ଗଛରେ ଟାଙ୍ଗି ଦେଇଥିଲେ…

ଚନ୍ଦ୍ରମାରେ ଖେଳିଲା ରୋଭର ପ୍ରଜ୍ଞାନ, ଲ୍ୟାଣ୍ଡର ବିକ୍ରମ ଏମିତି ରେକର୍ଡ କଲା ଭିଡିଓ

ବେଙ୍ଗାଲୁରୁ,୩୧।୮: ଚନ୍ଦ୍ରର ସାଉଥ ପୋଲରେ ଅବତରଣ କରିବା ପରଠାରୁ ରୋଭର ପ୍ରଜ୍ଞାନ ଏବଂ ଲ୍ୟାଣ୍ଡର ବିକ୍ରମ ପ୍ରତିଦିନ ପୃଥିବୀକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ପଠାଉଛନ୍ତି। ଏହି ସମୟରେ, ଲ୍ୟାଣ୍ଡର ବିକ୍ରମ ରୋଭର ପ୍ରଜ୍ଞାନଙ୍କ ଏକ ମଜାଳିଆ ଭିଡିଓ ମଧ୍ୟ ଚନ୍ଦ୍ର ପୃଷ୍ଠରୁ ଇସ୍ରୋକୁ…

ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ…

ସୋରଡ଼ା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ସୋରଡ଼ା,୩୧ା୮(ଲମ୍ବୋଦର ପାଣିଗ୍ରାହୀ): ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ ଏନ୍‌ଏସି ତରଫରୁ ପାଳିତ ହୋଇଯାଇଛି। ସକାଳୁ କାର୍ଯ୍ୟାଳୟ ପରିସରରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ଗଣିଛକଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଋଷିକୁଲ୍ୟା ସେତୁ ନିକଟ ଶଶିଭୂଷଣଙ୍କ ପ୍ରତିମୂର୍ତ୍ତି, ବ୍ଲକ ଲାଇନ୍‌ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ…

ମେଟାର ସମସ୍ତ ପ୍ଲାଟଫର୍ମକୁ ଟକ୍କର ଦେବ ଏକାକି ଏକ୍ସ! ମସ୍କଙ୍କ ଘୋଷଣା କରିପାରିବେ ଅଡିଓ ଭିଡିଓ କଲ

ଓ୍ବାଶିଂଟନ,୩୧।୮: ବିଲିୟନେୟାର ବ୍ୟବସାୟୀ ଏଲୋନ ମସ୍କ ଗତ ବର୍ଷ ଟୁଇଟର ଗ୍ରହଣ କରିବା ଦିନଠାରୁ ସେ ଅନେକ ପରିବର୍ତ୍ତନ କରିଛନ୍ତି। ପ୍ରଥମେ ସୋସିଆଲ ମିଡିଆ ପ୍ଲାଟଫର୍ମର ନାମ ପରିବର୍ତ୍ତନ କରାଯାଇଥିଲା। ସେମାନେ ଏହାର ନାମ ଟୁଇଟରରୁ ଏକ୍ସକୁ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ମା’ ମୃତ, ୪ ମାସର ଶିଶୁପୁତ୍ର ସହ ବାପା ଗୁରୁତର

ପାଟଣା,୩୧ା୮(ବୀରକିଶୋର ଦାଶ): କେନ୍ଦୁଝର-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥ ନିକଟ ଚଢେଇଭୋଳଠାରେ ଏକ  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ମାସର ଶିଶୁପୁତ୍ର ଓ…

ଖଣି କର୍ମଚାରୀଙ୍କ ଘରେ ପଶି ଦୁର୍ବୃତ୍ତ ଲୁଟିନେଲେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ତାଳଚେର,୩୧ା୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଲିୟାରୀ ଥାନା ବଲଣ୍ଡା ଫାଣ୍ଡି ଅଞ୍ଚଳରେ ଦୁର୍ବୃତ୍ତମାନେ ବୁଧବାର ରାତିରେ ଜଣେ ଖଣି କର୍ମଚାରୀଙ୍କ ଘରେ ପଶି ୩୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ଓ ରୁପା ଗହଣା ନଗଦ ୪ଲକ୍ଷ ୧୦ ହଜାର ଟଙ୍କା…

ଇସ୍ରୋର ସୌର ମିଶନ: ୪ମାସ ପର୍ଯ୍ୟନ୍ତ ଯାତ୍ରା କରିବ ‘ଆଦିତ୍ୟ ଏଲ୍‌-୧’

ବେଙ୍ଗାଲୁରୁ,୩୧ା୮: ଇସ୍ରୋର ପ୍ରଥମ ସୌର ମିଶନ ଆଦିତ୍ୟ ଏଲ୍‌-୧ ସେପ୍ଟେମ୍ବର ୨ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଲଞ୍ଚ ହେବାର କାର୍ଯ୍ୟକ୍ରମ ରହିଛି। ଗତ ସପ୍ତାହରେ ଚନ୍ଦ୍ରପୃଷ୍ଠର ସାଉଥ୍‌ ପୋଲ୍‌ରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂର ଉଲ୍ଲେଖନୀୟ ସଫଳତା ପରେ ମହାକାଶଯାନ ‘ଆଦିତ୍ୟ’ ୨ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri