Home

ସ୍ତ୍ରୀଙ୍କୁ ଆକ୍ରମଣ କରି ଯବାନ ଗିରଫ

ଆନନ୍ଦପୁର,୨୯ା୭(ସନ୍ତୋଷ ରାଉତ): ଆନନ୍ଦପୁର ପୌରପରିଷଦର ଫକୀରପୁରରେ ସ୍ତ୍ରୀଙ୍କୁ ଆକ୍ରମଣ କରିବା ପରେ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ଜଣେ ବିଏସ୍‌ଏଫ୍‌ ଯବାନ ଗିରଫ ହେବା ଘଟଣା ଚର୍ଚ୍ଚାକୁ ଆସିଛି। ଗିରଫ ଯବାନ ଫକୀରପୁର ଗ୍ରାମର ଶରତ ଚନ୍ଦ୍ର ମୁଦୁଲି। ଶୁକ୍ରବାର ରାତିରେ…

ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି…

କୋଲକାତା,୨୯।୭ : ଶ୍ୱାସ ଜନିତ ସମସ୍ୟା ଯୋଗୁ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଗୁରୁତର ହେବା ପରେ ତାଙ୍କୁ ଶନିବାର ଅପରାହ୍ନରେ କୋଲକାତାର ଉଡଲାଣ୍ଡ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି…

ବାପପୁଅଙ୍କୁ ଆକ୍ରମଣ, ଜଣେ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୨୯ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅଇଁଲା ସାରୀ ଗଣ୍ଡାପଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି କରିବା ନେଇ ଗାତ ଖୋଳୁ ଥିବା ବେଳେ ବାପ,ପୁଅଙ୍କୁ ଆକ୍ରମଣ ହୋଇଛି। ସୂଚନାନୁସାରେ, ଅଇଁଲାସାରୀ ଗଣ୍ଡାପଡ଼ାରେ ଆବାସ ଯୋଜନା ଘର ତିଆରି…

ପ୍ରଧାନମନ୍ତ୍ରୀ ଛୋଟ ପିଲାଙ୍କୁ ପଚାରିଲେ ମୋଦିଙ୍କୁ ଜାଣିଛ, ମିଳିଲା ଏଭଳି ଉତ୍ତର…

ନୂଆଦିଲ୍ଲୀ,୨୯।୭ : ନୂତନ ଜାତୀୟ ଶିକ୍ଷା ନୀତି (ଏନଇପି) ଆରମ୍ଭ ହେବାର ୩ ବର୍ଷ ପୂରଣ ଅବସରରେ ଆୟୋଜିତ ଅଲ ଇଣ୍ଡିଆ ଶିକ୍ଷା ସମ୍ମିଳନୀର ଉଦଘାଟନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏକ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି। ପ୍ରଧାନମନ୍ତ୍ରୀ ଛୋଟ…

ତାମିଲନାଡ଼ୁ ବାଣ କାରଖାନାରେ ବିସ୍ଫୋରଣରେ ୮ ମୃତ ଘଟଣା: ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, କ୍ଷତିପୂରଣ ଘୋଷଣା

ଚେନ୍ନାଇ,୨୯।୭: ତାମିଲନାଡ଼ୁର କୃଷ୍ଣଗିରି ଜିଲାର ବାଣ କାରଖାନାରେ ଶନିବାର ବିସ୍ଫୋରଣ ଘଟି ୩ ମହିଳାଙ୍କ ସମେତ ମୋଟ ୮ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଦୁଃଖ ପ୍ରକାଶ କରିଛନ୍ତି।…

‘ତାଲି’ର ଟିଜର ରିଲିଜ, କିନ୍ନର ଅବତାରରେ ସୁସ୍ମିତା ସେନ…

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଶୋବିଜରେ କ୍ରମାଗତ ଭାବରେ ସକ୍ରିୟ ଅଟନ୍ତି। ସେ ଓଟିଟିରୁ ଆରମ୍ଭ କରି ବଡ ପରଦାରେ ଧମାଲ ସୃଷ୍ଟି କରୁଛନ୍ତି। ଆର୍ଯ୍ୟ ପରି ବ୍ଲକବଷ୍ଟର ୱେବ ସିରିଜ ପରେ ସେ ଏବେ ତାଙ୍କର ଆଗାମୀ…

କେରଳ ରାଜ୍ୟପାଳଙ୍କ ସୁରକ୍ଷାରେ ତ୍ରୁଟି, ୨ ଗିରଫ

ତିରୁବନନ୍ତପୁରମ୍‌,୨୯।୭: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ଙ୍କ ସୁରକ୍ଷା ଢ଼ିଲାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ଯୋଗଦେବାଲାଗି ସେ ଶନିବାର ସକାଳୁ ନୋଏଡା ସେକ୍ଟର-୭୭ ପହଞ୍ଚିଥିଲେ। ଏହି ସମୟରେ ଏକ ଅଜ୍ଞାତ କଳା ରଙ୍ଗର ସ୍କର୍ପିଓ…

ସନ୍ତାନ ଜନ୍ମ ପାଇଁ ଅକ୍ଷମତା ଛାଡପତ୍ରର କାରଣ ହୋଇ ପାରିବ ନାହିଁ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟନା,୨୯।୭ : ଏକ ମାମଲାର ବିଚାର କରି ପାଟନା ହାଇକୋର୍ଟ କହିଛନ୍ତି ସନ୍ତାନ ଜନ୍ମ ପାଇଁ ଅକ୍ଷମତା ଛାଡପତ୍ରର କାରଣ ହୋଇ ପାରିବ ନାହିଁ। ଜଷ୍ଟିସ ଜିତେନ୍ଦ୍ର କୁମାର ଏବଂ ଜଷ୍ଟିସ ପି.ବି ବାଜରଥରିଙ୍କୁ ନେଇ ଗଠିତ ବେଞ୍ଚ ମୁଜାଫରପୁର ପରିବାର…

ମଣିପୁର ହିଂସା ପାଇଁ ମ୍ୟାନମାରରୁ ଅନୁପ୍ରବେଶ ଦାୟୀ: ରାମଦାସ ଅଠାଓ୍ବଲେ…

ପାଟନା,୨୯।୭ : ବିହାରର ମୁଙ୍ଗର ଗସ୍ତରେ ଯାଇଥିବା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବଲେ ମଣିପୁରରେ ହୋଇଥିବା ହିଂସା ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ନେଇ ସନ୍ଦେହ ପ୍ରକଟ କରିଛନ୍ତି। ମ୍ୟାନମାରରୁ ମଣିପୁରରେ ଅନୁପ୍ରବେଶ କରି ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି ସେ…

ଭାରୀଯାନ ଚଳାଚଳ ବନ୍ଦ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ଗ୍ରାମବାସୀ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା କେସିଙ୍ଗା ବ୍ଲକର କିକିଆଠାରୁ ପିପଲପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ବହୁ ଅର୍ଥ ବ୍ୟୟରେ ରାସ୍ତା କାମ ଚାଲୁଛି। ଉକ୍ତ ରାସ୍ତାଟି ପଥର୍ଲା ପଞ୍ଚାୟତ, କୁଣ୍ଡାବନ୍ଧ ପଞ୍ଚାୟତ ମଧ୍ୟ ଦେଇ ସଂଯୋଗ…

ଇଣ୍ଡିଆରେ ଫାଟ: ମୋଦିଙ୍କ ସହିତ ଗୋଟିଏ ମଞ୍ଚରେ ସାମିଲ ହେବେ ଶରଦ ପାଓ୍ବାର, ଏଏପି ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୨୯।୭ : ଅଗଷ୍ଟ ୧ ରେ ମହାରାଷ୍ଟ୍ରର ପୁଣେରେ ଅନୁଷ୍ଠିତ ହେବାକୁ ଥିବା ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଏନସିପି ପ୍ରତିଷ୍ଠାତା ଶରଦ ପାୱାର ଗୋଟିଏ ମଞ୍ଚରେ ଉପସ୍ଥିତ ହେବେ। ଏହି ସମୟରେ ବିରୋଧୀଦଳ…

ରାହୁଲଙ୍କ ବାହାଘର ଶୀଘ୍ର କରିବାକୁ ସୋନିଆଙ୍କୁ ପରାମର୍ଶ ଦେଲେ ମହିଳା କୃଷକ ଗୋଷ୍ଠୀ, ଝିଅ ଖୋଜିବାକୁ କହିଲେ ସୋନିଆ…

ନୂଆଦିଲ୍ଲୀ,୨୯।୭ : କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ସହ କଥାବାର୍ତ୍ତା ବେଳେ ହରିୟାଣାର କିଛି ମହିଳା କୃଷକ କହିଛନ୍ତି ରାହୁଲ ଗାନ୍ଧୀଙ୍କ ବିବାହ ଶୀଘ୍ର କର ଏବଂ ଏହାର ଉତ୍ତରରେ ସୋନିଆ ତାଙ୍କ ପୁଅ ପାଇଁ ଝିଅ ଖୋଜିବାକୁ କହିଛନ୍ତି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri