ଇମ୍ରାନ୍ ଖାନଙ୍କୁ ଆଶ୍ୱସ୍ତି: ଦଣ୍ଡାଦେଶ ଉପରେ ରୋକ ଲଗାଇଲେ ହାଇକୋର୍ଟ, ମୁକ୍ତ କରିବାକୁ ଦେଲେ ନିର୍ଦ୍ଦେଶ
ଇସଲାମାବାଦ୍,୨୯।୮: ପାକିସ୍ତାନର ଇସଲାମାବାଦ ହାଇକୋର୍ଟ ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ତୋଶାଖାନା ମାମଲାରେ ତିନି ବର୍ଷ ଜେଲ ଦଣ୍ଡାଦେଶକୁ ସ୍ଥଗିତ ରଖିବା ଆବେଦନ ଉପରେ ରାୟ ଦେଇଛନ୍ତି। କୋର୍ଟ ଇମ୍ରାନ୍ ଖାନଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି, ଯାହା ପରେ…
ଧୋନୀଙ୍କ ବଡ଼ ପ୍ରଶଂସକ ପାଲଟିଲେ ଏହି ସିଆଇଏସ୍ଏଫ୍ ଅଫିସର, ଭାବୁକ ପୋଷ୍ଟ କରି କହିଲେ…
ନୂଆଦିଲ୍ଲୀ,୨୯।୮: କ୍ରିକେଟରେ ସେ ଯେତିକି ସଫଳ, ଭଲ ମଣିଷ ଭାବେ ସେତିକି ଲୋକପ୍ରିୟ। ସେ ହେଉଛନ୍ତି ମହେନ୍ଦ୍ର ସିଂହ ଧୋନୀ। ତାଙ୍କ ସହ କିଛି ମିନିଟ ସମୟ ବିତାଇଲେ ଯେକେହି ପ୍ରଶଂସକ ପାଲଟିଯାଆନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ନିକଟରେ ଦେଖିବାକୁ…
ଦେଶରେ ଯେକୌଣସି ସମୟରେ ହୋଇପାରେ ନିର୍ବାଚନ: ନୀତୀଶ କୁମାର
ନାଳନ୍ଦା,୨୯।୯: ଦେଶରେ ଯେକୌଣସି ସମୟରେ ନିର୍ବାଚନ ହୋଇପାରେ ବୋଲି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ଦୋହରାଇଛନ୍ତି। ମଙ୍ଗଳବାର ନାଲନ୍ଦାରେ ସେ କହିଛନ୍ତି ଯେ ନିର୍ବାଚନ ଠିକ ସମୟରେ ହେବା ଜରୁରୀ ନୁହେଁ, କେନ୍ଦ୍ର ଏହା ପୂର୍ବରୁ ମଧ୍ୟ କରିପାରିବ।…
ହିଂସା ପରେ ପ୍ରଥମ ଥର ବସିବ ବିଧାନସଭା ଅଧିବେଶନ, କୁକି ସମ୍ପ୍ରଦାୟର ବିଧାୟକ ଅଧିବେଶନକୁ କଲେ ବର୍ଜନ
ଇମ୍ଫାଲ,୨୯।୮: ମଣିପୁର ହିଂସା ପରେ ପ୍ରଥମ ଥର ପାଇଁ ରାଜ୍ୟର ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ଫେବୃୟାରୀ ଏବଂ ମାର୍ଚ୍ଚରେ ବିଧାନସଭାର ବଜେଟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ମଣିପୁର ବିଧାନସଭା ବାଚସ୍ପତି ଥୋକଚୋମ ସତ୍ୟବ୍ରତ ସିଂ କହିଛନ୍ତି ଯେ, ଏକ…
ବସ୍ତିବାସିନ୍ଦାଙ୍କ ଭୋଟ୍ ପାଇଁ ପଟ୍ଟା ବଣ୍ଟନ ନାଟକ: ମନମୋହନ
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର):ଶିକ୍ଷିତ ଲୋକଙ୍କ ଭୋଟ୍ ଭାଜପା ସହିତ ଅଛି। ତେଣୁ ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କ ଭୋଟ ବିଜେଡିକୁ ଭରସା ା ଭୁବନେଶ୍ୱରରେ ଯଦି ବସ୍ତି ବାସିନ୍ଦାମାନେ ବିଜେଡିକୁ ପ୍ରତ୍ୟାଖାନ କରିବେ ତେବେ ରାଜଧାନୀରେ ସେମାନେ ୧୦% ଭୋଟ୍ ବି ପାଇବେନି।…
ଭୋଟରଙ୍କୁ ଅହଙ୍କାର ଦେଖାଉଛନ୍ତି ଅପରାଜିତା: ବିଜେଡି
ଭୁବନେଶ୍ୱର,୨୯ା୮(ଅନିଲଦାସ):ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ରବିବାର ନିଜ ସଂସଦୀୟ କ୍ଷେତ୍ର ଗସ୍ତବେଳେ ଗିରିଙ୍ଗ ଛକରେ ମିଶନ ଶକ୍ତିର ମହିଳା ଓ ବିଜେଡି କର୍ମୀ ତାଙ୍କୁ ବିରୋଧ କରିଥିବା ସେ ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ନେଇ ଅପରାଜିତା ମୁଖ୍ୟମନ୍ତ୍ରୀ ନବୀନ…
ଦଳ ଚୟନକୁ ନେଇ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୨୯।୮: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ବିଶ୍ୱକପ ପୂର୍ବରୁ ଟିମ ଇଣ୍ଡିଆକୁ ଏସିଆ କପ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଖେଳିବାକୁ ପଡିବ। ଏଥିପାଇଁ ଦଳ ଘୋଷଣା କରାଯାଇଛି। ୧୮ ଜଣିଆ ଦଳରେ ଅନେକ ବଡ ନାମ ନାହିଁ। ଦଳ…
ମିସ ଦିଭା ୟୁନିଭର୍ସ ୨୦୨୩ ମୁକୁଟ ପିନ୍ଧିଲେ ଶ୍ୱେତା ଶ୍ରଦ୍ଧା
ମୁମ୍ବାଇ: ଚଣ୍ଡିଗଡ଼ର ଝିଅ ଶ୍ୱେତା ଶ୍ରଦ୍ଧା ମିସ ଦିଭା ୟୁନିଭର୍ସ ୨୦୨୩ ବିୟୁଟି ପାଜେଣ୍ଟର ବିଜେତା ହୋଇଛନ୍ତି। ସୋମବାର ମୁମ୍ବାଇରେ ଅନୁଷ୍ଠିତ ଏକ ଇଭେଣ୍ଟରେ ସେ ଏହି ମୁକୁଟ ପିନ୍ଧିଛନ୍ତି। ମଡେଲ କମ ଡ୍ୟାନ୍ସର ଶ୍ୱେତା ଶ୍ରଦ୍ଧା ୭୨ତମ ମିସ ୟୁନିଭର୍ସ…
‘ମୁଁ ଚ୍ୟାଲେଞ୍ଜ୍ ନେବାକୁ ପସନ୍ଦ କରେ’
ନୂଆଦିଲ୍ଲୀ,୨୯।୮: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଗାମୀ ଏସିଆ କପ ଏବଂ ଦିନିକିଆ ବିଶ୍ୱକପ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ ଅଛନ୍ତି। ଗତ ୧୫ବର୍ଷ ଧରି ଭାରତୀୟ କ୍ରିକେଟ ଦଳରେ ସେବା କରୁଥିବା କୋହଲି ଚ୍ୟାଲେଞ୍ଜକୁ ପସନ୍ଦ କରନ୍ତି ବୋଲି କହିଛନ୍ତି।…
ରାଜ୍ୟରେ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର):ଗଣତନ୍ତ୍ରରେ ମର୍ଯ୍ୟାଦା ଓ ପରମ୍ପରାର ନିଜସ୍ବ ସ୍ଥାନ ଅଛି। ଓଡ଼ିଶାରେ ଗତ ମେ ମାସରୁ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି। ତେବେ ଗଣତନ୍ତ୍ରର ଲକ୍ଷ୍ମଣରେଖା ଭିତରେ ସମସ୍ତେ ରହିବା ଜରୁରୀ। ଦମ୍ଭ ଦେଖାଇ ସମ୍ବିଧାନକୁ ନିଜ ଢଙ୍ଗରେ ଚଲାଇବା…
କଙ୍ଗୋରେ ଉଗ୍ରବାଦୀଙ୍କ ଆକ୍ରମଣରେ ୧୪ ମୃତ
କିଂଶାସଆ,୨୯।୮: ଆଫ୍ରିକା ଦେଶ କଙ୍ଗୋର ଗାଁରେ ପୁଣିଥରେ ଆକ୍ରମଣ ହୋଇଛି। ମିଲିଶିଆ ଗୋଷ୍ଠୀର ଉଗ୍ରବାଦୀଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। କଙ୍ଗୋ ସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କର୍ଣ୍ଣେଲ ମାପେଲା ମିଭିନିଆମା…
ପ୍ରଶାନ୍ତ ଜଗଦ୍ଦେବ ଘଟଣାରେ ଧରାପଡ଼ିଛି କେନ୍ଦ୍ରମନ୍ତ୍ରୀଙ୍କ ଦୋମୁହାଁ ନୀତି: ବିଜେଡି
ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି କରିବା ଉପରେ ବିଶ୍ୱାସ କରେ ନାହିଁ। ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନ ଥିଲା ା ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ…
Archives


