Home

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା ନେଇଛନ୍ତି। ଏହି ଆପାର୍ଟମେଣ୍ଟର ପ୍ରାରମ୍ଭିକ ମାସିକ ଭଡା 18.50 ଲକ୍ଷ। ’ଇନସ୍ପେକ୍ଟର ଜେନେରାଲ…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ ପ୍ରସ୍ତୁତ ହୋଇଗଲେଣି। ବୈଭବଙ୍କ ସାନ ଭାଇ ଆର୍ଶିବାଦ ସମସ୍ତିପୁରରେ ଏକ ସ୍ଥାନୀୟ ଟୁର୍ଣ୍ଣାମେଣ୍ଟରେ…

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ରେଳମନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ସଠିକ କରିବା…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି ଉପରେ ଦେଇ ଯାଇଛି ରାଜରାସ୍ତା, ଆଉ ସେହି ରାସ୍ତାରେ ଦିନରାତି ଚଳାଚଳ କରୁଛି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି। ବିମାନଟି ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। IAF…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା ମୁଖ୍ୟ ଭାବରେ କାର୍ଯ୍ୟ କରୁଥିବା ସେ ବର୍ତ୍ତମାନର ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି ଅନୁଗୁଳ ଜିଲା ତାଳଚେର ସହରର ଆୟୁସ୍ମିତା ସାମତ(୨୩)। ସେ ବୁର୍ଲା ଏମସିଏଲର ଫାଇନାନ୍ସ…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ ଫିଲ୍ମ ବୋହେମିଆନ ରାପସୋଡିକୁ ମଧ୍ୟ ପଛରେ ପକାଇ ଦେଇଛି। ଏହି ଫିଲ୍ମଟି ବିଶ୍ୱବ୍ୟାପୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ରମେଶ ଚନ୍ଦ୍ର ଦଳେଇଙ୍କୁ ଦଳ ପୂର୍ବରୁ ପୁରୁଷୋତ୍ତମପୁର ଏନଏସିର ପ୍ରଭାରି…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି l ମନ୍ତ୍ରୀ ଶ୍ରୀ ହରି ଚନ୍ଦନ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ ଆଗାମୀ ଦିନରେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇପାରେ। ରିପୋର୍ଟ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ଚୁକ୍ତି ପାଇଁ ଏକ ପ୍ରାରମ୍ଭିକ ଡ୍ରାଫ୍ଟ (ଏମଓୟୁ) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?